Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ...

  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ...

  • ଅବସର ଘୋଷଣା କଲେ ମହମ୍ମଦ ସାମି

  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ...

  • ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ...

  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ...

  • ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ...

  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ...

  • ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଯୋଗୀଙ୍କୁ ଟ୍ୱିଟ କରି ବିବାଦରେ ସାଇନା

ଯୋଗୀଙ୍କୁ ଟ୍ୱିଟ କରି ବିବାଦରେ ସାଇନା

2021-07-05 09:22:45
14254
Share:
Facebook
Twitter
E-Mail
WhatsApp
Telegram
ଯୋଗୀଙ୍କୁ ଟ୍ୱିଟ କରି ବିବାଦରେ ସାଇନା


ଲକ୍ଷ୍ନୌ: ଉତ୍ତରପ୍ରଦେଶ ଜିଲ୍ଲା ପଞ୍ଚାୟତ ଅଧ୍ୟକ୍ଷ ନିର୍ବାଚନରେ ବିଜେପିର ଅଦ୍ଭୁତ ପୂର୍ବ ବିଜୟ ପରେ ବ୍ୟାଡମିଣ୍ଟନ ତାରକା ସାଇନା ନେହୱାଲ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଟ୍ୱିଟ କରି ଶୁଭେଚ୍ଛା ଜଣାଇବା ପରେ ବିବାଦ ସୃଷ୍ଟି ହୋଇଛି । ସାଇନା ଲେଖିଥିଲେ ଯେ ଉତ୍ତରପ୍ରଦେଶ ଜିଲ୍ଲା ପଞ୍ଚାୟତ ଅଧ୍ୟକ୍ଷ ନିର୍ବାଚନରେ ବିପୁଳ ବିଜୟ ପାଇଁ ଯୋଗୀ ଆଦିତ୍ୟନାଥ ସାରଙ୍କୁ ଅଶେଷ ଅଶେଷ ଅଭିନନ୍ଦନ । ଏହା ପରେ କିଛି ସମର୍ଥକ ଓ ରାଜନେତା ତାଙ୍କର ଏହି ଟ୍ୱିଟକୁ ପସନ୍ଦ କରିନାହାନ୍ତି । ସେଥିପାଇଁ ତାଙ୍କ ଟ୍ୱିଟକୁ ରି ଟ୍ୱିଟ କରି ବିରୋଧ ପ୍ରଦର୍ଶନ କରିଛନ୍ତି । ସାଇନା ଜଣେ ଖେଳାଳି ହୋଇଥିବାରୁ କୌଣସି ଏକ ନିର୍ଦ୍ଧିଷ୍ଟ ଦଳକୁ ଖୋଲା ସମର୍ଥନ ଦେବା ଉଚିତ ନୁହେଁ ବୋଲି କିଛି ସମର୍ଥକ ମତ ଦେଇଛନ୍ତି । ସେହିଭଳି ଧର୍ମନିରପେକ୍ଷତା ଆପଣଙ୍କ ସମର୍ଥକଙ୍କୁ ଦୁଇ ଭାଗ କରିଛି । ଆପଣ କାହିଁ ଖେଳ ଉପରେ ମନୋନିବେଶ କରୁନାହାନ୍ତି ବୋଲି ଜଣେ ରାଜନେତା ଲେଖିଛନ୍ତି । ରାଷ୍ଟ୍ରୀୟ ଲୋକଦଳ ସଭାପତି ଜୟନ୍ତ ଚୌଧୁରୀ ସାଇନାକୁ ସରକାରୀ ସଟଲର ବା ବ୍ୟାଡମିଣ୍ଟନ ଖେଳାଳି ସମ୍ବୋଧନ କରିଛନ୍ତି । ତେବେ ଲୋକମାନେ ଭୁଲି ଯାଉଛନ୍ତି ଯେ ସାଇନା ଗତବର୍ଷ ଜାନୁଆରୀରୁ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇସାରିଛନ୍ତି ।

Powered by Froala Editor

Tags saina nehwal

Related articles Odisha News Lens 4.1

  • ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ସ୍ମରଣୀୟ ରହିବ: ମୋଦୀ
    ଦେଶ-ଦେଶାନ୍ତର

    ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ସ୍ମରଣୀୟ ରହିବ: ମୋଦୀ

    14775
    Nov 08, 2026
  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍

    14117
    Nov 08, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍
    ବିଶେଷ

    ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    14931
    Nov 08, 2026
  • ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ
    ଦେଶ-ଦେଶାନ୍ତର

    ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

    13345
    Nov 08, 2026
  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର
    ଦେଶ-ଦେଶାନ୍ତର

    ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର

    13273
    Nov 08, 2026
  •  ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ
    ଦେଶ-ଦେଶାନ୍ତର

    ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13644
    Nov 07, 2026
  • ଅବସର ଘୋଷଣା କଲେ ମହମ୍ମଦ ସାମି
    ଖେଳ ଖବର

    ଅବସର ଘୋଷଣା କଲେ ମହମ୍ମଦ ସାମି

    14271
    Nov 08, 2026
  • ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ
    ଦେଶ-ଦେଶାନ୍ତର

    ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ

    14268
    Nov 08, 2026
  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି
    ଦେଶ-ଦେଶାନ୍ତର

    ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି

    15062
    Nov 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14062
    Nov 07, 2026
  • ଦେଶ-ଦେଶାନ୍ତର

    ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

    13345
    Nov 08, 2026
  • ଖେଳ ଖବର

    ଅବସର ଘୋଷଣା କଲେ ମହମ୍ମଦ ସାମି

    14271
    Nov 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17261
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17962
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17904
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18324
    Sep 06, 2023

ବିଶେଷ

  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    14931
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13965
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14306
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14912
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15892
    Oct 30, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15418
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14146
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14156
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14425
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ

    14268
    Nov 08, 2026
  • ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13644
    Nov 07, 2026
  • ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

    13345
    Nov 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In