Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, November 17, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

  • ମୁଖ୍ୟମନ୍ତ୍ରୀ ପଦରୁ ନୀତୀଶଙ୍କ ଇସ୍ତଫା

  • ବଡ ଭଉଣୀ ରୋହିଣୀଙ୍କ ଉପରକୁ ଚପଲ ...

  • ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣା ଗ୍ରସ୍ତ , ୪୨ ...

  • ପାଠପଢ଼ାରେ ମଧ୍ୟ ବାଦଶାହା ଶାହରୁଖ ଖାନ

  • ୧୦୦ ଥର ଉଠ୍‌ବସ୍ ହେଲେ ଛାତ୍ରୀ, ଚାଲିଗଲା ...

  • ଉତ୍ତେଜନା ପରେ ପାଟନା ଛାଡିଲେ ରୋହିଣୀ

  • ୨୦୦ ପ୍ରକାରର ଖାଦ୍ୟ, କୃଷିଜାତ ଏବଂ କୃଷି ...

  • ଡିସେମ୍ବର ୫ରେ ପୁଟିନଙ୍କ ଭାରତ ଗସ୍ତ

  • ଦିଲ୍ଲୀ ବିସ୍ଫୋରଣ ମାମଲା: ଛାନଭିନ୍ ବେଳେ ...

ରାଜ୍ୟ
Home ›› ରାଜ୍ୟ ››ଭକ୍ତ ଚରଣ ଦାସ ଓଡିଶା କଂଗ୍ରେସ ସଭାପତି ନିଯୁକ୍ତ

ଭକ୍ତ ଚରଣ ଦାସ ଓଡିଶା କଂଗ୍ରେସ ସଭାପତି ନିଯୁକ୍ତ

2025-02-11 20:32:20
13571
Share:
Facebook
Twitter
E-Mail
WhatsApp
Telegram
ଭକ୍ତ ଚରଣ ଦାସ ଓଡିଶା କଂଗ୍ରେସ ସଭାପତି ନିଯୁକ୍ତ

କଂଗ୍ରେସ ହାଇକମାଣ୍ଡ ଓଡିଶାରେ ଦଳର ମୁଖିଆ ନିଯୁକ୍ତ କରିଛନ୍ତି। ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଛି। ମଙ୍ଗଳବାର ଏଆଇସିସି ପକ୍ଷରୁ ବିଜ୍ଞପ୍ତି ଜାରି କରି ଏହି ସୂଚନା ଦିଆଯାଇଛି।

ଅଖିଳ ଭାରତୀୟ କଂଗ୍ରେସ କମିଟି ସଭାପତି ମଲ୍ଲିକାର୍ଜୁନ ଖଡଗେ ତୁରନ୍ତ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭାବେ ନିଯୁକ୍ତ କରିଛନ୍ତି। ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳ ଆଜି (ଫେବ୍ରୁଆରି ୧୧)ରେ ଏ ସଂକ୍ରାନ୍ତରେ ଏକ ପ୍ରେସ୍ ବିବୃତି ଜାରି କରିଛନ୍ତି।

ଭକ୍ତ ଚରଣ ଦାସ ଓଡ଼ିଶା ରାଜନୀତିରେ ପ୍ରଥମେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ଏବଂ ପରବର୍ତ୍ତୀ ସମୟରେ ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ । ଗତ ବିଧାନସଭା ନିର୍ବାଚନରେ ତାଙ୍କ ପୁଅ ସାଗର ଚରଣ ଦାସ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଛନ୍ତି । ଶ୍ରୀ ଦାସ ବିହାର, ମଣିପୁର ଓ ମିଜୋରାମ ପାଇଁ ଏଆଇସିସିର ପୂର୍ବତନ ପ୍ରଭାରୀ ଥିଲେ। କଂଗ୍ରେସ କାର୍ଯ୍ୟକାରିଣୀ କମିଟିର ସଦସ୍ୟ, ପୂର୍ବତନ କେନ୍ଦ୍ର ରେଳମନ୍ତ୍ରୀ, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ରହିଥିବା ଶ୍ରୀ ଦାସ ୪ ଥର ସାଂସଦ ଓ ବିଧାୟକ ହୋଇଛନ୍ତି।

ଗତ ସାଧାରଣ ନିର୍ବାଚନରେ ରାଜ୍ୟରେ ଦଳର ଶୋଚନୀୟ ପରାଜୟ ପରେ ପୂର୍ବତନ ସଭାପତି ଶରତ ନାୟକ ସଭାପତି ପଦବୀରୁ ଇସ୍ତଫା ଦେଇଥିଲେ। ସେବେଠାରୁ ଏହି ପଦବୀ ଖାଲି ପଡିଥିଲା।  

Powered by Froala Editor

Tags bhakta

Related articles Odisha News Lens 4.1

  • ମୁଖ୍ୟମନ୍ତ୍ରୀ ପଦରୁ ନୀତୀଶଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ପଦରୁ ନୀତୀଶଙ୍କ ଇସ୍ତଫା

    13919
    Nov 17, 2025
  • ୧୦୦ ଥର ଉଠ୍‌ବସ୍ ହେଲେ ଛାତ୍ରୀ, ଚାଲିଗଲା ଜୀବନ
    ଦେଶ-ଦେଶାନ୍ତର

    ୧୦୦ ଥର ଉଠ୍‌ବସ୍ ହେଲେ ଛାତ୍ରୀ, ଚାଲିଗଲା ଜୀବନ

    14007
    Nov 16, 2025
  • ଦିଲ୍ଲୀ ବିସ୍ଫୋରଣ ମାମଲା: ଛାନଭିନ୍ ବେଳେ ମିଳିଲା  ୩ଟି ୯ଏମଏମ-କାଲିବର କ୍ୟାଟ୍ରିଜ୍
    ଦେଶ-ଦେଶାନ୍ତର

    ଦିଲ୍ଲୀ ବିସ୍ଫୋରଣ ମାମଲା: ଛାନଭିନ୍ ବେଳେ ମିଳିଲା ୩ଟି ୯ଏମଏମ-କାଲିବର କ୍ୟାଟ୍ରିଜ୍

    13985
    Nov 16, 2025
  •  ବଡ ଭଉଣୀ ରୋହିଣୀଙ୍କ ଉପରକୁ ଚପଲ ଫୋପାଡିଲେ ତେଜସ୍ଵୀ
    ଦେଶ-ଦେଶାନ୍ତର

    ବଡ ଭଉଣୀ ରୋହିଣୀଙ୍କ ଉପରକୁ ଚପଲ ଫୋପାଡିଲେ ତେଜସ୍ଵୀ

    13757
    Nov 17, 2025
  • ୨୦୦ ପ୍ରକାରର ଖାଦ୍ୟ, କୃଷିଜାତ ଏବଂ କୃଷି ସମ୍ବନ୍ଧୀୟ ଉତ୍ପାଦ ଉପରୁ ଶୁଳ୍କ ହ୍ରାସ
    ଦେଶ-ଦେଶାନ୍ତର

    ୨୦୦ ପ୍ରକାରର ଖାଦ୍ୟ, କୃଷିଜାତ ଏବଂ କୃଷି ସମ୍ବନ୍ଧୀୟ ଉତ୍ପାଦ ଉପରୁ ଶୁଳ୍କ ହ୍ରାସ

    13964
    Nov 16, 2025
  • ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣା ଗ୍ରସ୍ତ , ୪୨ ମୃତ
    ଦେଶ-ଦେଶାନ୍ତର

    ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣା ଗ୍ରସ୍ତ , ୪୨ ମୃତ

    14209
    Nov 17, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ
    ବିଶେଷ

    ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    13897
    Nov 17, 2025
  • ପାଠପଢ଼ାରେ ମଧ୍ୟ ବାଦଶାହା ଶାହରୁଖ ଖାନ
    ମନୋରଞ୍ଜନ

    ପାଠପଢ଼ାରେ ମଧ୍ୟ ବାଦଶାହା ଶାହରୁଖ ଖାନ

    14261
    Nov 16, 2025
  • ଡିସେମ୍ବର ୫ରେ ପୁଟିନଙ୍କ ଭାରତ ଗସ୍ତ
    ଦେଶ-ଦେଶାନ୍ତର

    ଡିସେମ୍ବର ୫ରେ ପୁଟିନଙ୍କ ଭାରତ ଗସ୍ତ

    15626
    Nov 16, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୦୦ ଥର ଉଠ୍‌ବସ୍ ହେଲେ ଛାତ୍ରୀ, ଚାଲିଗଲା ଜୀବନ

    14007
    Nov 16, 2025
  • ଦେଶ-ଦେଶାନ୍ତର

    ଦିଲ୍ଲୀ ବିସ୍ଫୋରଣ ମାମଲା: ଛାନଭିନ୍ ବେଳେ ମିଳିଲା ୩ଟି ୯ଏମଏମ-କାଲିବର କ୍ୟାଟ୍ରିଜ୍

    13985
    Nov 16, 2025
  • ମନୋରଞ୍ଜନ

    ପାଠପଢ଼ାରେ ମଧ୍ୟ ବାଦଶାହା ଶାହରୁଖ ଖାନ

    14261
    Nov 16, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16854
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16949
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17294
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15766
    Apr 03, 2021

ବିଶେଷ

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    13897
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    15723
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15047
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14374
    Nov 13, 2025
  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି

    15243
    Nov 13, 2025

ବାଣିଜ୍ୟ

ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

ଭୁବନେଶ୍ୱର: ଚଳିତବର୍ଷ ମିଳିତ ଜାତିସଂଘ ଓ ବ୍ରାଜିଲ ସରକାରଙ୍କ ମିଳିତ ଆନୁକୂଲ୍ୟରେ ବେଲେମ୍ସ ସହରରେ ଅନୁଷ୍ଠିତ ହେଉଥିବା କପ୍‌ ୩୦ ସମ୍ମିଳନୀରେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବ୍ରାଜିଲ ପ୍ରଥମ ମହିଳା ସମ୍ମାନନୀ ...

  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14719
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14304
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13955
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15024
    Oct 13, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    13897
    Nov 17, 2025
  • ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣା ଗ୍ରସ୍ତ , ୪୨ ମୃତ

    14209
    Nov 17, 2025
  • ଦିଲ୍ଲୀ ବିସ୍ଫୋରଣ ମାମଲା: ଛାନଭିନ୍ ବେଳେ ମିଳିଲା ୩ଟି ୯ଏମଏମ-କାଲିବର କ୍ୟାଟ୍ରିଜ୍

    13985
    Nov 16, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In