Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ...

  • ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ

  • ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ...

  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର ...

  • ‘ମହାକାଳୀ’ର ପ୍ରଥମ ଝଲକ

  • ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ...

  • ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

  • କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ...

  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ...

ରାଜ୍ୟ
Home ›› ରାଜ୍ୟ ››ମିଳିତ ଭାବେ କାର୍ୟ୍ୟକାରୀ ହେବ ରାଜ୍ୟ ଓ କେନ୍ଦ୍ର ଯୋଜନା

ମିଳିତ ଭାବେ କାର୍ୟ୍ୟକାରୀ ହେବ ରାଜ୍ୟ ଓ କେନ୍ଦ୍ର ଯୋଜନା

2025-02-12 07:44:36
13642
Share:
Facebook
Twitter
E-Mail
WhatsApp
Telegram
ମିଳିତ ଭାବେ କାର୍ୟ୍ୟକାରୀ ହେବ ରାଜ୍ୟ ଓ କେନ୍ଦ୍ର ଯୋଜନା

ବନେଶ୍ବର: ମିଳିତ ଭାବେ କାର୍ୟ୍ୟକାରୀ ହେବ ରାଜ୍ୟ ଓ କେନ୍ଦ୍ର ଯୋଜନା । ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଅଧୀନରେ ପୁଅ ଜନ୍ମ ହେଲେ ୧୦ ହଜାର ଟଙ୍କା ପ୍ରଦାନ କରିବେ ସରକାର । କନ୍ୟା ସନ୍ତାନ ହେଲେ ୨ ହଜାର ଅଧିକ ଅର୍ଥାତ୍ ୧୨ ହଜାର ଟଙ୍କା ମିଳିବ ।
ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ମିଳିତ ଭାବେ କାର୍ୟ୍ୟକାରୀ ହେବ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ପୁଅ ଜନ୍ମ ହେଲେ ୧୦ ହଜାର ଓ ଝିଅ ଜନ୍ମ ହେଲେ ମିଳିବ ୧୨ ହଜାର ଟଙ୍କା । ରାଜ୍ୟରେ କାର୍ୟ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ ଏହି ଯୋଜନାରେ ପୁତ୍ର ସନ୍ତାନ ଜନ୍ମ କ୍ଷେତ୍ରରେ ୧୦ ହଜାର ଟଙ୍କା ପ୍ରଦାନ କରାଯିବ । ତେବେ କନ୍ୟା ସନ୍ତାନ ପାଇଁ ପୂର୍ବରୁ ୧୦ ହଜାର ଟଙ୍କା ଦିଆଯାଉଥିବାବେଳେ ମିଳିତ ଯୋଜନାରେ ୧୨ ହଜାର ଟଙ୍କା ଦିଆଯିବ । ସର୍ବାଧିକ ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି ସହାୟତା ମିଳିବ । ତେବେ ପିଭିଟିଜିମାନଙ୍କ କ୍ଷେତ୍ରରେ ଦୁଇଟି ସନ୍ତାନ ସୀମା ଲାଗୁ ହେବ ନାହିଁ । ଏଥିରେ ସହାୟତା କରୁଥିବା ଅଙ୍ଗନବାଡ଼ି କର୍ମୀଙ୍କୁ ୨୦୦ ଟଙ୍କା ବଦଳରେ ୨୫୦ ଟଙ୍କା ଏବଂ ଅଙ୍ଗନବାଡ଼ି ସହାୟକମାନଙ୍କୁ ୫୦ ଟଙ୍କା ପରିବର୍ତ୍ତେ ୧୫୦ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ । ଉଭୟ ଯୋଜନାର ସମ୍ମିଳିତ କାର୍ୟ୍ୟକାରିତା ପାଇଁ ଆସନ୍ତା ଆର୍ଥିକ ବର୍ଷରେ ପ୍ରାୟ ୫୧୧ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି । ଏଥିପାଇଁ କେନ୍ଦ୍ର ସରକାର ୧୧୫.୯୭ କୋଟି ଟଙ୍କା ପ୍ରଦାନ କରିବାବେଳେ ରାଜ୍ୟ ସରକାର ୩୯୫.୭୫ କୋଟି ଟଙ୍କା ଯୋଗାଇ ଦେବେ । ଏହାଦ୍ୱାରା ପ୍ରାୟ ୪ ଲକ୍ଷ ୫୦ ହଜାର ଗର୍ଭବତୀ ଓ ପ୍ରସୂତି ମହିଳା ଉପକୃତ ହେବାର ସମ୍ଭାବନା ରହିଛି । କାର୍ୟ୍ୟକାରୀ କରାଯିବ । ଏଥିରେ କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀମାନଙ୍କୁ ବର୍ଷକୁ ଅଧିକ ୨ ହଜାର ଟଙ୍କା ପ୍ରଦାନ କରାଯିବ । ଗର୍ଭବତୀ, ପ୍ରସୂତି ମହିଳାମାନଙ୍କ ଉତ୍ତମ ସ୍ୱାସ୍ଥ୍ୟ ତଥା କନ୍ୟା ସନ୍ତାନ ଜନ୍ମକୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ନେଇଛନ୍ତି ।

Powered by Froala Editor

Tags Cm

Related articles Odisha News Lens 4.1

  • ‘ମହାକାଳୀ’ର ପ୍ରଥମ ଝଲକ
    ମନୋରଞ୍ଜନ

    ‘ମହାକାଳୀ’ର ପ୍ରଥମ ଝଲକ

    14311
    Aug 26, 2026
  • ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ...
    ଦେଶ-ଦେଶାନ୍ତର

    ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ...

    13509
    Aug 26, 2026
  • ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ଜାରି
    ଦେଶ-ଦେଶାନ୍ତର

    ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ଜାରି

    15484
    Aug 26, 2026
  • କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ୫୫୦୦ଟଙ୍କା ଜରିମାନା
    ଦେଶ-ଦେଶାନ୍ତର

    କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ୫୫୦୦ଟଙ୍କା ଜରିମାନା

    14856
    Aug 26, 2026
  • ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ
    ଦେଶ-ଦେଶାନ୍ତର

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ

    14668
    Aug 26, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ...

    14012
    Aug 26, 2026
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA
    ମନୋରଞ୍ଜନ

    କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13814
    Aug 26, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ
    ବିଶେଷ

    ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13665
    Aug 26, 2026
  • ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ
    ଦେଶ-ଦେଶାନ୍ତର

    ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ

    13502
    Aug 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ...

    14012
    Aug 26, 2026
  • ଦେଶ-ଦେଶାନ୍ତର

    କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ୫୫୦୦ଟଙ୍କା ଜରିମାନା

    14856
    Aug 26, 2026
  • ଦେଶ-ଦେଶାନ୍ତର

    ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ

    13502
    Aug 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17052
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17684
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17726
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18121
    Sep 06, 2023

ବିଶେଷ

  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13665
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15234
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15593
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16123
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    14040
    Aug 16, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14448
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15977
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14012
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14276
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13665
    Aug 26, 2026
  • ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ଜାରି

    15484
    Aug 26, 2026
  • ‘ମହାକାଳୀ’ର ପ୍ରଥମ ଝଲକ

    14311
    Aug 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In