Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, February 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶିକ୍ଷା କ୍ଷେତ୍ରରେ ଏଆଇର ବ୍ୟବହାର ଏବଂ ...

  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

  • ପ୍ରଶଂସା ସାଉଁଟି ଚାଲିଛି "ବର ବଧୂ'

  • ସଲମାନ ଖାନଙ୍କ ବାପା ହସ୍ପିଟାଲରେ ଭର୍ତ୍ତି

  • ଜଣେ ମା’ର ନିବେଦନ : ମୋ ପୁଅକୁ ନ୍ୟାୟ ମିଳୁ, ...

  • କିନ୍ନରଙ୍କ ପାଇଁ ରାମଗଡ଼ରେ ସ୍ୱତନ୍ତ୍ର ...

  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ...

  • ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ...

  • ସ୍ବାସ୍ଥ୍ୟସେବାଠାରୁ ଶିକ୍ଷା, କୃଷି, ଶାସନ ...

  • ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ...

Home ›› ››ପ୍ରଧାନମନ୍ତ୍ରୀଙ୍କ ବିମାନ ଉପରେ ଆତଙ୍କୀ ହମ୍‌ଲା ଧମକ

ପ୍ରଧାନମନ୍ତ୍ରୀଙ୍କ ବିମାନ ଉପରେ ଆତଙ୍କୀ ହମ୍‌ଲା ଧମକ

2025-02-12 11:36:39
16169
Share:
Facebook
Twitter
E-Mail
WhatsApp
Telegram
ପ୍ରଧାନମନ୍ତ୍ରୀଙ୍କ ବିମାନ ଉପରେ ଆତଙ୍କୀ ହମ୍‌ଲା ଧମକ

ମୁମ୍ବଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିମାନ ଉପରେ ଆତଙ୍କବାଦୀ ଆକ୍ରମଣର ଧମକ ମିଳିଛି। ମୁମ୍ବଇ ପୁଲିସକୁ ପ୍ରଧାନମନ୍ତ୍ରୀଙ୍କ ବିମାନ ଉପରେ ଆତଙ୍କୀ ହମ୍‌ଲା ଆଶଙ୍କା ନେଇ ଏକ ଫୋନ୍‌ କଲ୍‌ ମିଳିଛି। ବୁଧବାର ପୁଲିସ କହିଛି ଯେ, ଫେବୃଆରୀ ୧୧ରେ ମୁମ୍ବଇ ପୁଲିସ କଂଟ୍ରୋଲ ରୁମ୍‌କୁ ଏକ କଲ୍‌ ଆସିଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିମାନ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇପାରେ ବୋଲି ଚେତାବନୀ ଦିଆଯାଇଛି। ପ୍ରଧାନମନ୍ତ୍ରୀ ଏବେ ସରକାରୀ ବିଦେଶ ଗସ୍ତରେ ଥିବାରୁ ସୂଚନାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ପୁଲିସ ଅନ୍ୟ ଏଜେନ୍ସିମାନଙ୍କୁ ସୂଚନା ଦେଇ ତଦନ୍ତ ଆରମ୍ଭ କରିଛି। କଲ୍‌ କରିଥିବା ବ୍ୟକ୍ତିଙ୍କୁ ଚେମ୍ବୁର ଅଞ୍ଚଳରୁ ଗିରଫ କରାଯାଇଛି। ସେ ମାନସିକସ୍ତରରେ ଅସୁସ୍ଥ ଥିବା ଜଣାପଡ଼ିଛି। ଆକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ମୁମ୍ବଇ ପୁଲିସ ଏବଂ ସୁରକ୍ଷା ଏଜେନ୍ସିମାନେ ସତର୍କ ହୋଇଯାଇଛନ୍ତି।

Powered by Froala Editor

Tags Modi

Related articles Odisha News Lens 4.1

  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ
    ବିଶେଷ

    ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15426
    Feb 17, 2026
  • ଶିକ୍ଷା କ୍ଷେତ୍ରରେ ଏଆଇର ବ୍ୟବହାର ଏବଂ ଏଆଇ ସମ୍ପର୍କିତ ଶିକ୍ଷା ପରସ୍ପର ପରିପୂରକ: ...
    ଦେଶ-ଦେଶାନ୍ତର

    ଶିକ୍ଷା କ୍ଷେତ୍ରରେ ଏଆଇର ବ୍ୟବହାର ଏବଂ ଏଆଇ ସମ୍ପର୍କିତ ଶିକ୍ଷା ପରସ୍ପର ପରିପୂରକ: ...

    14101
    Feb 18, 2026
  • ସ୍ବାସ୍ଥ୍ୟସେବାଠାରୁ ଶିକ୍ଷା, କୃଷି, ଶାସନ ଏବଂ ଉଦ୍ୟୋଗ କ୍ଷେତ୍ରରେ ରୂପାନ୍ତର ଆଣୁଛି ...
    ଦେଶ-ଦେଶାନ୍ତର

    ସ୍ବାସ୍ଥ୍ୟସେବାଠାରୁ ଶିକ୍ଷା, କୃଷି, ଶାସନ ଏବଂ ଉଦ୍ୟୋଗ କ୍ଷେତ୍ରରେ ରୂପାନ୍ତର ଆଣୁଛି ...

    14083
    Feb 17, 2026
  • ସୋସିଆଲ ମିଡିଆ ପ୍ଲାଟଫର୍ମ  ‘ଏକ୍ସ’ ଡାଉନ୍‌
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ଡାଉନ୍‌

    13843
    Feb 17, 2026
  • ଜଣେ ମା’ର ନିବେଦନ : ମୋ ପୁଅକୁ ନ୍ୟାୟ ମିଳୁ, ତାକୁ ହତ୍ୟା କରାଯାଇଛି
    ଦେଶ-ଦେଶାନ୍ତର

    ଜଣେ ମା’ର ନିବେଦନ : ମୋ ପୁଅକୁ ନ୍ୟାୟ ମିଳୁ, ତାକୁ ହତ୍ୟା କରାଯାଇଛି

    15433
    Feb 17, 2026
  • ପ୍ରଶଂସା ସାଉଁଟି ଚାଲିଛି
    ମନୋରଞ୍ଜନ

    ପ୍ରଶଂସା ସାଉଁଟି ଚାଲିଛି "ବର ବଧୂ'

    13594
    Feb 17, 2026
  • ସଲମାନ ଖାନଙ୍କ ବାପା ହସ୍ପିଟାଲରେ ଭର୍ତ୍ତି
    ଦେଶ-ଦେଶାନ୍ତର

    ସଲମାନ ଖାନଙ୍କ ବାପା ହସ୍ପିଟାଲରେ ଭର୍ତ୍ତି

    13475
    Feb 17, 2026
  • ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଜାମିନ
    ମନୋରଞ୍ଜନ

    ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଜାମିନ

    15332
    Feb 17, 2026
  • କିନ୍ନରଙ୍କ ପାଇଁ ରାମଗଡ଼ରେ ସ୍ୱତନ୍ତ୍ର ଶୌଚାଳୟ
    ଦେଶ-ଦେଶାନ୍ତର

    କିନ୍ନରଙ୍କ ପାଇଁ ରାମଗଡ଼ରେ ସ୍ୱତନ୍ତ୍ର ଶୌଚାଳୟ

    14035
    Feb 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସଲମାନ ଖାନଙ୍କ ବାପା ହସ୍ପିଟାଲରେ ଭର୍ତ୍ତି

    13475
    Feb 17, 2026
  • ବିଶେଷ

    ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15426
    Feb 17, 2026
  • ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ଡାଉନ୍‌

    13843
    Feb 17, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17340
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17407
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17753
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16227
    Apr 03, 2021

ବିଶେଷ

  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    14677
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15426
    Feb 17, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15828
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    16241
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16384
    Feb 12, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14952
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14465
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16071
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15356
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶିକ୍ଷା କ୍ଷେତ୍ରରେ ଏଆଇର ବ୍ୟବହାର ଏବଂ ଏଆଇ ସମ୍ପର୍କିତ ଶିକ୍ଷା ପରସ୍ପର ପରିପୂରକ: ଧର୍ମେନ୍ଦ୍ର

    14101
    Feb 18, 2026
  • ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଜାମିନ

    15332
    Feb 17, 2026
  • ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ଡାଉନ୍‌

    13843
    Feb 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In