Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ...

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

  • କମିଲା ସୁନା ଦର, କେତେ ଜାଣନ୍ତୁ ?

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ...

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ...

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ...

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ...

ରାଜ୍ୟ
Home ›› ରାଜ୍ୟ ››ଖରାରୁ ମିଳିବ ଆଶ୍ବସ୍ତି , ୧୯ରୁ ବର୍ଷା ସମ୍ଭାବନା

ଖରାରୁ ମିଳିବ ଆଶ୍ବସ୍ତି , ୧୯ରୁ ବର୍ଷା ସମ୍ଭାବନା

2025-02-15 15:05:54
14428
Share:
Facebook
Twitter
E-Mail
WhatsApp
Telegram
ଖରାରୁ ମିଳିବ ଆଶ୍ବସ୍ତି , ୧୯ରୁ ବର୍ଷା ସମ୍ଭାବନା

ରାଜ୍ୟରେ ଏବେ ଖରା ବଢ଼ିବାରେ ଲାଗିଛି। ଫଗୁଣରୁ ତାପମାତ୍ରା ୩୫ ଡିଗ୍ରୀ ଟପି ଯାଉଥିବାବେଳେ ଝାରସୁଗୁଡ଼ା, ଅନୁଗୋଳରେ ତାତି ଅସହ୍ୟ କଲାଣି। ଶୁକ୍ରବାର ରାଜ୍ୟରେ ସର୍ବାଧିକ ତାପମାତ୍ରା ସମସ୍ତ ସ୍ଥାନରେ ୩୫ ଡିଗ୍ରୀ ତଳେ ରହିଥିଲା। ଅନୁଗୋଳରେ ସର୍ବାଧିକ ୩୪.୭ ଡିଗ୍ରୀ, ଖୋର୍ଦ୍ଧା ୩୪.୫, ଝାରସୁଗୁଡ଼ାରେ ୩୪.୨, ଢେଙ୍କାନାଳ, ବଲାଙ୍ଗୀର ଓ ରାୟଗଡ଼ାରେ ୩୩.୮ ଡିଗ୍ରୀ ଲେଖାଏଁ, ବୌଦ୍ଧ ୩୩.୫, ଭୁବନେଶ୍ବର ୩୩.୪ ଏବଂ କଟକରେ ୩୧.୨ ଡିଗ୍ରୀ ତାପମାତ୍ରା ରେକର୍ଡ଼ କରାଯାଇଛି। ୧୮ ତାରିଖ ଯାଏଁ ରାଜ୍ୟରେ ପାଗ ଶୁଖିଲା ରହିବ। କିନ୍ତୁ ପଶ୍ଚିମାଝଡ଼ ପ୍ରଭାବରେ ୧୯ରୁ ୨୦ ତାରିଖ ପର୍ଯ୍ୟନ୍ତ ଉତ୍ତର ଉପକୂଳ ଓଡ଼ିଶା ଓ ମୟୂରଭଞ୍ଜରେ କିଛି ସ୍ଥାନରେ ଏବଂ ୨୦ରୁ ୨୧ ତାରିଖରେ ଉତ୍ତର ଉପକୂଳ ଓଡ଼ିଶା, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।
ଅନ୍ୟପକ୍ଷରେ ସମତଳ ତଥା ଉପକୂଳ ଓଡ଼ିଶାରେ ରାତିରେ ଶୀତ କମିଥିଲେ ବି ପାହାଡ଼ିଆ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ପାଖାପାଖି ୪ ଡିଗ୍ରୀ ହ୍ରାସ ପାଇଛି। ଗତକାଲି ରାତିରେ ଜି ଉଦୟଗିରିରେ ସବୁଠୁ କମ୍‌ ୯.୪ ଡିଗ୍ରୀ ଏବଂ ରାଉରକେଲାରେ ୯.୮ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରେକର୍ଡ଼ ହୋଇଛି। ଝାରସୁଗୁଡ଼ା ୧୦.୨, ଫୁଲବାଣୀ ୧୨.୫, ସୁନ୍ଦରଗଡ଼ ୧୨.୬, ସେମିଳିଗୁଡ଼ାରେ ୧୩.୧, ଚିପିଲିମା ୧୩.୨, କେନ୍ଦୁଝର ୧୩.୮, ଭୁବନେଶ୍ବର ୧୭.୮ ଏବଂ କଟକରେ ୧୭.୫ ଡିଗ୍ରୀ ରେକର୍ଡ଼ ହୋଇଛି। ସେହିପରି ଆଗାମୀ ତିନି ଦିନିରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବା ସମ୍ଭାବନା ରହିଛି।

Powered by Froala Editor

Tags light rain

Related articles Odisha News Lens 4.1

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ
    ଦେଶ-ଦେଶାନ୍ତର

    ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15565
    Sep 03, 2026
  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ
    ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13891
    Sep 04, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14080
    Sep 03, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13504
    Sep 04, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା
    ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15804
    Sep 03, 2026
  • କମିଲା ସୁନା ଦର, କେତେ ଜାଣନ୍ତୁ ?
    ଦେଶ-ଦେଶାନ୍ତର

    କମିଲା ସୁନା ଦର, କେତେ ଜାଣନ୍ତୁ ?

    15656
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...
    ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...

    13847
    Sep 03, 2026
  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14921
    Sep 04, 2026
  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା
    ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13948
    Sep 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13847
    Sep 03, 2026
  • ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ...

    14755
    Sep 03, 2026
  • ଦେଶ-ଦେଶାନ୍ତର

    ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15565
    Sep 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17074
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17723
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17741
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18142
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13689
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14516
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14818
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14772
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14108
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13847
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14380
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15267
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14782
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15804
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13847
    Sep 03, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14755
    Sep 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In