Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ...

  • ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ ...

  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ...

  • ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ...

  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

  • ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର

  • ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ...

  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ...

ରାଜନୀତି
Home ›› ରାଜନୀତି ››ଆସନ୍ତା ୧୮ ତାରିଖରୁ ପ୍ରଦେଶ କଂଗ୍ରେସର ସଂକଳ୍ପ ପଦଯାତ୍ରା

ଆସନ୍ତା ୧୮ ତାରିଖରୁ ପ୍ରଦେଶ କଂଗ୍ରେସର ସଂକଳ୍ପ ପଦଯାତ୍ରା

2025-02-16 13:56:33
14171
Share:
Facebook
Twitter
E-Mail
WhatsApp
Telegram
ଆସନ୍ତା ୧୮ ତାରିଖରୁ ପ୍ରଦେଶ କଂଗ୍ରେସର ସଂକଳ୍ପ ପଦଯାତ୍ରା

ଭୁବନେଶ୍ୱର:-୧୬.୨.୨୫-ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସଂକଳ୍ପ ପଦଯାତ୍ରା କମିଟିର ଅଧ୍ୟକ୍ଷ ତଥା ପୂର୍ବତନ ବିଧାୟକ ଡ଼ ଦେବାଶିଷ ପଟ୍ଟନାୟକ କହିଥିଲେ ଯେ ନୂତନ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ଦାଇତ୍ୱ ନେବା ପୂର୍ବରୁ ଭୁବନେଶ୍ୱର ରୁ ପୁରୀ ପଦଯାତ୍ରା କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରି  ଆଶିର୍ବାଦ ଭିକ୍ଷା କରି ନୂତନ  ପିସିସି ସଭାପତି ରୂପେ ଦାଇତ୍ୱ ଗ୍ରହଣ କରିବେ।


କୌଣସି ରାଜନୈତିକ ଦଳ ର ସଭାପତି ଦାଇତ୍ୱ ନେବା ପୂର୍ବରୁ ପଦଯାତ୍ରା କରି ମହାପ୍ରଭୁଙ୍କ ଆଶିର୍ବାଦ ଆଣି ଦାଇତ୍ୱ ଗ୍ରହଣ କରିନାହାଁନ୍ତି।ଏହା ଏକ ଐତିହାସିକ ପଦଯାତ୍ରା ହେବ ବୋଲି ସେ କହିଛନ୍ତି।


ସଂକଳ୍ପ ପଦଯାତ୍ରା ଆସନ୍ତା ୧୮ ତାରିଖ ମଙ୍ଗଳବାର ଦିନ ୧୦ ରୁ ବାହାରି ଶିଶୁଭବନ,ରାଜମହଲ,କଳ୍ପନା,ରବି ଟକିଜ୍ ଦେଇ ଲିଙ୍ଗିପୂର ଠାରେ ଦିନ ୧ ଟାରେ ପହଞ୍ଚିବା। ମଧ୍ୟାହ୍ନ ଭୋଜନ ବିରତ ପରେ ସେଠାରୁ ପଦଯାତ୍ରା ପୁନର୍ବାର ଆରମ୍ଭ ହୋଇ ପିପିଲି ଠାରେ ପହଞ୍ଚି ରାତ୍ରି ଯାପନ କରିବେ।୧୯ ତାରିଖ ସକାଳ ୭ ଟା ରେ ସଂକଳ୍ପ ପଦଯାତ୍ରା ପିପିଲି ଠାରୁ ଆରମ୍ଭ ହୋଇ ତେଇସିପୂର ଠାରେ ପହଞ୍ଚିବ,ମଧ୍ୟାହ୍ନ ଭୋଜନ ଓ ବିରତି ପରେ ପୁନର୍ବାର ପଦଯାତ୍ରା ଆରମ୍ଭ ହୋଇ ଚନ୍ଦନପୁର ଠାରେ ରାତ୍ରି ଯାପନ କରିବେ।


ସେହିଭଳି ୨୦ ତାରିଖ ସକାଳେ ପଦଯାତ୍ରା ଚନ୍ଦନପୁର ରୁ ବାହାରି ବାଟ ମଙ୍ଗଳା ଠାରେ ମଧ୍ୟାହ୍ନଭୋଜନ କରିବା ପରେ ଅପରାହ୍ନରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରି ଆଶିର୍ବାଦ ଭିକ୍ଷା କରିବେ ନବ ନିଯୁକ୍ତ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ଅନ୍ୟ କଂଗ୍ରେସ ନେତୃବୃନ୍ଦ।ଶ୍ରୀମନ୍ଦିରରୁ ଦର୍ଶନ କରି ଫେରିଲା ପରେ ବଡ଼ଦାଣ୍ଡରେ ଗଣମାଧ୍ୟମକୁ ସମ୍ବୋଧିତ କରିବେ।ମହାପ୍ରଭୁଙ୍କ ଦର୍ଶନ ଓ ଆଶିର୍ବାଦ ଭିକ୍ଷା ନ ସରିବା ପର୍ଯ୍ୟନ୍ତ କୌଣସି ରାଜନୈତିକ ବକ୍ତବ୍ୟ ରଖିବେ ନାହିଁ ବୋଲି ଡ଼ ପଟ୍ଟନାୟକ କହିଛନ୍ତି।ସାମ୍ବାଦିକମାନଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ଶ୍ରୀ ପଟ୍ଟନାୟକ କହିଥିଲେ ରାଜ୍ୟ କଂଗ୍ରେସ ଦଳକୁ ରାଜ୍ୟରେ ୧ ନମ୍ୱର ରାଜନୈତିକ ଦଳ ଭାବେ ପ୍ରତିଷ୍ଠିତ କରାଇବା ଏବଂ ସଫଳ ଓଡ଼ିଶାର ରୂପାୟନ ସହ ଓଡ଼ିଶାର ଉନ୍ନତି କାମନା କରିବା ହିଁ ପଦଯାତ୍ରାର ମୂଳ ଲକ୍ଷ। ତିନିଦିନ ଧରି ଚାଲିବାକୁ ଥିବା ସଂକଳ୍ପ ପଦଯାତ୍ରା ଓଡ଼ିଶାର ସଂସ୍କୃତି ଏବଂ ଐତିହ୍ୟକୁ ନେଇ ଆଧ୍ୟାତ୍ମିକ ପରିବେଶରେ ଅନୁଷ୍ଠିତ ହେବ ବୋଲି ସେ କହିଛନ୍ତି।ଏହି ପଦଯାତ୍ରା ସାମିଲ ହେବାପାଇଁ ବହୁ ନେତୃବୃନ୍ଦ ଏବଂ ବନ୍ଧୁଙ୍କୁ ବ୍ୟକ୍ତିଗତ ଭାବେ ଯୋଗାଯୋଗ କରି ପାରିନାହାଁନ୍ତି।ତେଣୁ କ୍ଷମା ପ୍ରାର୍ଥନା ମାଗି ନେଇ ଏହି ମହାନ ସଂକଳ୍ପ ପଦଯାତ୍ରାରେ ସମସ୍ତେ ସାମିଲ ହେବାପାଇଁ ଶ୍ରୀ ପଟ୍ଟନାୟକ ସେମାନଙ୍କ ଆଶିର୍ବାଦ କାମନା କରିଛନ୍ତି।ଉକ୍ତ ପଦଯାତ୍ରାକୁ ସଫଳ କରିବା ପାଇଁ ଓଡ଼ିଶାବାସୀଙ୍କ ସହ କଂଗ୍ରେସ ନେତୃବୃନ୍ଦ ଏବଂ କର୍ମୀମାନଙ୍କୁ ଏହି ଯାତ୍ରାରେ ଯୋଗଦେବା ପାଇଁ ନବନିଯୁକ୍ତ ପିସିସି ସଭାପତି ଶ୍ରୀଯୁକ୍ତ ଦାସ ନିବେଦନ କରିଛନ୍ତି ବୋଲି କମିଟି ଅଧ୍ୟକ୍ଷ ଡ଼ ପଟ୍ଟନାୟକ ପ୍ରକାଶ କରିଛନ୍ତି।ଆଜିର ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ଜିଲ୍ଲା ସଭାପତି ବିଶ୍ୱଜିତ୍ ଦାସ,ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର,ୟାସିର ନୱାଜ,ରଞ୍ଜିତ ପାତ୍ର,ମନୋଜ ଜେନା ଓ ଉଦିତ ପ୍ରଧାନ ଉପସ୍ଥିତ ଥିଲେ।

Powered by Froala Editor

Tags OPCC , Congress , Bhakta Charan Das

Related articles Odisha News Lens 4.1

  • ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ସିଂହ ସାମ୍ବ୍ୟାଲ
    ଦେଶ-ଦେଶାନ୍ତର

    ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ସିଂହ ସାମ୍ବ୍ୟାଲ

    13883
    Sep 01, 2026
  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ
    ଦେଶ-ଦେଶାନ୍ତର

    ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ

    13490
    Sep 01, 2026
  • ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର

    14606
    Sep 01, 2026
  • ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ
    ଖେଳ ଖବର

    ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ

    14181
    Sep 01, 2026
  • ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କଲା ଆମେରିକା
    ଦେଶ-ଦେଶାନ୍ତର

    ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କଲା ଆମେରିକା

    14191
    Sep 01, 2026
  • ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ସାମର୍ଥ୍ୟ ପାଇବ: ଏଲନ ମସ୍କ
    ଦେଶ-ଦେଶାନ୍ତର

    ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ସାମର୍ଥ୍ୟ ପାଇବ: ଏଲନ ମସ୍କ

    14327
    Sep 01, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ...

    14211
    Sep 02, 2026
  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15539
    Aug 31, 2026
  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ
    ଦେଶ-ଦେଶାନ୍ତର

    ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

    14159
    Sep 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ଗିରଫ ହେଲେ ଦମ୍ପତି

    14084
    Aug 31, 2026
  • ଦେଶ-ଦେଶାନ୍ତର

    ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କଲା ଆମେରିକା

    14191
    Sep 01, 2026
  • ଖେଳ ଖବର

    ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ

    14181
    Sep 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17067
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17709
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17736
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18137
    Sep 06, 2023

ବିଶେଷ

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14231
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14733
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14687
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14032
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15411
    Aug 24, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

ଭୁବନେଶ୍ୱର,୦୧/୦୯/୨୦୨୬ : ଦୁର୍ଗମ ଗ୍ରାମରେ ରହୁଥିବା ପରିବାରଗୁଡ଼ିକ ପାଇଁ ସମୟୋଚିତ ଏବଂ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ପାଇବା ଅନେକ ସମୟରେ ଏକ ଆହ୍ୱାନ ହୋଇ ରହିଛି। ଦୀର୍ଘ ପଥ ଯାତ୍ରା, ସୀମିତ ପରିବହନ ଏବଂ ବିଶେଷଜ୍ଞ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

    14232
    Aug 26, 2026
  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14465
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15994
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14039
    Aug 13, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କଲା ଆମେରିକା

    14191
    Sep 01, 2026
  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ

    13490
    Sep 01, 2026
  • ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ସାମର୍ଥ୍ୟ ପାଇବ: ଏଲନ ମସ୍କ

    14327
    Sep 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In