Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ...

  • ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ ...

  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ...

  • ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ...

  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

  • ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର

  • ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ...

  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ...

ରାଜ୍ୟ
Home ›› ରାଜ୍ୟ ››ଟ୍ରକ୍‌ ଧକ୍କାରେ ଯାଜପୁର DSPଙ୍କ ମୃତ୍ୟୁ

ଟ୍ରକ୍‌ ଧକ୍କାରେ ଯାଜପୁର DSPଙ୍କ ମୃତ୍ୟୁ

2025-02-16 20:01:35
15259
Share:
Facebook
Twitter
E-Mail
WhatsApp
Telegram
ଟ୍ରକ୍‌ ଧକ୍କାରେ ଯାଜପୁର DSPଙ୍କ ମୃତ୍ୟୁ

ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଚାନ୍ଦପୁର ଛକ ନିକଟରେ ରବିବାର ଏହି ଅଭାବନୀୟ ଘଟଣା ଘଟିଛି। ଟ୍ରକ୍‌ ଧକ୍କାରେ ଯାଜପୁର ଜିଲ୍ଲା ଡିଏସ୍‌ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଳରାମ ନାୟକ। ଡିଏସ୍‌ପି ଶ୍ରୀ ନାୟକ କେନ୍ଦୁଝର ଜିଲ୍ଲା ଘଟଗାଁସ୍ଥିତ ତାଙ୍କ ଘରୁ ଯାଜପୁର ଆସୁଥିଲେ।  ଦୁର୍ଘଟଣା ସଂପର୍କୀତ ସୂଚନା ପାଇ ଯାଜପୁର ଏସ୍‌ପି ୟସ ପ୍ରତାପ ଶ୍ରୀମଲ ଯଯାତି କେଶରୀ ମେଡିକାଲ କଲେଜରେ ପହଂଚି ଘଟଣା ସମ୍ପର୍କରେ ଅବଗତ ହୋଇଛନ୍ତି।

ସୂଚନା‌ ଅନୁସାରେ ଡିଏସ୍‌ପି ବଳରାମ ନାୟକ ଘଟଗାଁସ୍ଥିତ ନିଜର ଘରୁ ଜଣେ ସଂପର୍କୀୟଙ୍କ ସହିତ ଯାଜପୁର ଯାଉଥିଲେ। ପାଣିକୋଇଲି ଥାନା କୃପାଳୁ ରାଇସ ମିଲ ନିକଟରେ ତାଙ୍କ କାରକୁ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଫଳରେ କାର୍‌ରେ ଥିବା ୨ ଜଣ ଗୁରୁତର ହୋଇଥିଲେ। ଉଭୟଙ୍କୁ ସେଠାରୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।

Powered by Froala Editor

Tags dsp

Related articles Odisha News Lens 4.1

  • ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର

    14584
    Sep 01, 2026
  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ
    ଦେଶ-ଦେଶାନ୍ତର

    ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

    14136
    Sep 01, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ...

    14185
    Sep 02, 2026
  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...

    14064
    Aug 31, 2026
  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ
    ଦେଶ-ଦେଶାନ୍ତର

    ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ

    13468
    Sep 01, 2026
  • ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ସିଂହ ସାମ୍ବ୍ୟାଲ
    ଦେଶ-ଦେଶାନ୍ତର

    ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ସିଂହ ସାମ୍ବ୍ୟାଲ

    13861
    Sep 01, 2026
  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15520
    Aug 31, 2026
  • ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ସାମର୍ଥ୍ୟ ପାଇବ: ଏଲନ ମସ୍କ
    ଦେଶ-ଦେଶାନ୍ତର

    ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ସାମର୍ଥ୍ୟ ପାଇବ: ଏଲନ ମସ୍କ

    14302
    Sep 01, 2026
  • ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ
    ଖେଳ ଖବର

    ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ

    14160
    Sep 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ

    13468
    Sep 01, 2026
  • ଦେଶ-ଦେଶାନ୍ତର

    ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର

    14584
    Sep 01, 2026
  • ଦେଶ-ଦେଶାନ୍ତର

    ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ସିଂହ ସାମ୍ବ୍ୟାଲ

    13861
    Sep 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17064
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17705
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17736
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18135
    Sep 06, 2023

ବିଶେଷ

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14211
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14730
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14684
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14023
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15408
    Aug 24, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

ଭୁବନେଶ୍ୱର,୦୧/୦୯/୨୦୨୬ : ଦୁର୍ଗମ ଗ୍ରାମରେ ରହୁଥିବା ପରିବାରଗୁଡ଼ିକ ପାଇଁ ସମୟୋଚିତ ଏବଂ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ପାଇବା ଅନେକ ସମୟରେ ଏକ ଆହ୍ୱାନ ହୋଇ ରହିଛି। ଦୀର୍ଘ ପଥ ଯାତ୍ରା, ସୀମିତ ପରିବହନ ଏବଂ ବିଶେଷଜ୍ଞ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

    14230
    Aug 26, 2026
  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14464
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15993
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14035
    Aug 13, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14185
    Sep 02, 2026
  • ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ

    14160
    Sep 01, 2026
  • ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ସିଂହ ସାମ୍ବ୍ୟାଲ

    13861
    Sep 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In