Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, April 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ...

  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ...

  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ...

  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ...

  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ...

  • ମଟନ କଣ୍ଟା ଫସି ଚାଲିଗଲା ଜୀବନ

  • ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ

  • ଆସାମ ମୁଖ୍ୟମନ୍ତ୍ରୀଙ୍କ ...

  • ଭୋଟ୍ ଦେବା ସମୟରେ ବିଜେପି ଓ କଂଗ୍ରେସ ...

Home ›› ››ଆଜି ବଜେଟ୍‌ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଆଜି ବଜେଟ୍‌ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

2025-02-17 06:36:54
13862
Share:
Facebook
Twitter
E-Mail
WhatsApp
Telegram
ଆଜି ବଜେଟ୍‌ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ବିଧାନସଭାରେ ଉପସ୍ଥାପିତ ହେବ ବିଜେପି ସରକାରର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ। ୯ ମାସ ସରକାରଙ୍କ ବଜେଟ ପେଡ଼ିରେ କ’ଣ ରହିଛି ତାହା ଉପରେ ସମସ୍ତଙ୍କର ନଜର ରହିଛି । ଅର୍ଥ ବିଭାଗ ନିଜ ହାତରେ ରଖିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟ୍‌ ଉପସ୍ଥାପନ କରିବେ ଏବଂ ଏଥିରେ ୨୦୩୬ ସୁଦ୍ଧା ବିକଶିତ ଓଡିଶା ଗଠନ ପାଇଁ ବିଜେପି ସରକାରଙ୍କ ସଂକଳ୍ପ ପ୍ରତିଫଳିତ ହେବ ବୋଲି କୁହାଯାଉଛି।ପ୍ରଥମ ଥର ପାଇଁ ଓଡ଼ିଶା ସ୍ବତନ୍ତ୍ର ପ୍ରଦେଶ ମାନ୍ୟତା ପାଇବା ପରେ ୧୯୩୬ରେ ବଜେଟ ଆଗତ ହୋଇଥିଲା । ଅଟକଳ ଥିଲା ୧.୭୭ କୋଟି ଟଙ୍କା । କୋଟିଏ ଟଙ୍କାରୁ ଆରମ୍ଭ ହୋଇଥିବା ଏହି ବଜେଟ ଏବେ ୨ ଲକ୍ଷ କୋଟି ଟପିଛି ।ଏହାପୂର୍ବରୁ ନୂଆ ସରକାର ଅନ୍ତରୀଣ ବଜେଟ ଆଣିଥିଲେ । ତେବେ ବଜେଟରେ ଓଡ଼ିଶାର ଅଭିବୃଦ୍ଧି ନେଇ କଣ ଆଭିମୁଖ୍ୟ ରହିଛି ତାହା ଉପରେ ସମସ୍ତଙ୍କ ନଜର ରହିଛି ।

ନୂଆ ସରକାରଙ୍କ ଦ୍ୱିତୀୟ ବଜେଟରେ ବିକାଶର ନୂଆ ଦିଗ ଦେଖାଇବେ ମୁଖ୍ୟମନ୍ତ୍ରୀ । ସୀମିତ ସମ୍ବଳ ସତ୍ତେ୍ୱ ମୋଟ ବ୍ୟୟ ଅଟକଳକୁ  ୧୫ରୁ ୧୭ ପ୍ରତିଶତ ବଢ଼ାଯାଇ ପାରେ । ୨୦୨୪- ୨୫ରେ ମୋଟ ବ୍ୟୟ ଅଟକଳ ଥିଲା ୨ ଲକ୍ଷ ୬୫  ହଜାର କୋଟି । ଏହା ୩ ଲକ୍ଷ ୫ ହଜାର କୋଟିକୁ ବୃଦ୍ଧି  କରାଯିବା ସମ୍ଭାବନା ରହିଛି ବୋଲି ସୂଚନା ମିଳିଛି ।  

ବିକାଶର ମାପକାଠି କାର୍ୟ୍ୟକ୍ରମ ଖର୍ଚ୍ଚକୁ  ୨୦% ବୃଦ୍ଧି କରାଯାଇପାରେ । ଚଳିତ ଆର୍ଥକ  ବର୍ଷ ପାଇଁ କାର୍ୟ୍ୟକ୍ରମ ବ୍ୟୟ ଅଟକଳ ୧ ଲକ୍ଷ ୫୫ ହଜାର କୋଟି ରହିଛି । ଏହାକୁ ୧ ଲକ୍ଷ  ୮୫ ହଜାର କୋଟିକୁ ବୃଦ୍ଧି କରାଯିବା ସମ୍ଭାବନା  ରହିଛି । ଅନୁରୂପ ଭାବେ ରାଜ୍ୟ କ୍ଷେତ୍ର କାର୍ୟ୍ୟକ୍ରମ  ଖର୍ଚ୍ଚକୁ ୧ ଲକ୍ଷ ୧୨ ହଜାର କୋଟିରୁ ୧ ଲକ୍ଷ ୩୫  ହଜାର କୋଟିକୁ ବୃଦ୍ଧି କରାଯାଇପାରେ । 

Powered by Froala Editor

Tags Budget

Related articles Odisha News Lens 4.1

  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ
    ଦେଶ-ଦେଶାନ୍ତର

    ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14718
    Apr 10, 2026
  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ
    ଦେଶ-ଦେଶାନ୍ତର

    ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ

    14344
    Apr 10, 2026
  • ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ

    15475
    Apr 09, 2026
  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ
    ଦେଶ-ଦେଶାନ୍ତର

    ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ

    15316
    Apr 10, 2026
  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା

    15232
    Apr 10, 2026
  • ମଟନ କଣ୍ଟା ଫସି ଚାଲିଗଲା ଜୀବନ
    ଦେଶ-ଦେଶାନ୍ତର

    ମଟନ କଣ୍ଟା ଫସି ଚାଲିଗଲା ଜୀବନ

    15536
    Apr 10, 2026
  • ଭୋଟ୍ ଦେବା ସମୟରେ ବିଜେପି ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି
    ଦେଶ-ଦେଶାନ୍ତର

    ଭୋଟ୍ ଦେବା ସମୟରେ ବିଜେପି ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି

    14513
    Apr 09, 2026
  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା
    ମନୋରଞ୍ଜନ

    ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା

    15137
    Apr 10, 2026
  • ଆସାମ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ପ୍ରୋତ୍ସାହନ ଘୋଷଣା, ପ୍ରାଥମିକ ...
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ପ୍ରୋତ୍ସାହନ ଘୋଷଣା, ପ୍ରାଥମିକ ...

    15203
    Apr 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା

    15232
    Apr 10, 2026
  • ମନୋରଞ୍ଜନ

    ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା

    15137
    Apr 10, 2026
  • ଦେଶ-ଦେଶାନ୍ତର

    ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ

    14344
    Apr 10, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17411
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17468
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17821
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16296
    Apr 03, 2021

ବିଶେଷ

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15273
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14129
    Apr 08, 2026
  • ଆଳୁ ରସ କରିବ ତ୍ଵଚାକୁ ଗୋରା

    14566
    Apr 07, 2026
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15728
    Apr 06, 2026
  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

    14199
    Apr 04, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15322
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15052
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15556
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13853
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14718
    Apr 10, 2026
  • ମଟନ କଣ୍ଟା ଫସି ଚାଲିଗଲା ଜୀବନ

    15536
    Apr 10, 2026
  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା

    15232
    Apr 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In