Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 03, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ...

  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ...

  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

  • ରେପୋ ରେଟକୁ ୫.୫ ପ୍ରତିଶତରେ ...

  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

  • ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ...

  • ଇଣ୍ଡିଗୋ ବିମାନରେ ବୋମା ଧମକ

  • ସେନା ଘାଟି ଉପରେ ବିସ୍ଫୋରଣ

ଅପରାଧ
Home ›› ଅପରାଧ ››ଚିତ୍ର ଦ୍ୱାରା ମା’ ହତ୍ୟାକାରୀକୁ ଧରାଇଲା ୪ ବର୍ଷର ଝିଅ

ଚିତ୍ର ଦ୍ୱାରା ମା’ ହତ୍ୟାକାରୀକୁ ଧରାଇଲା ୪ ବର୍ଷର ଝିଅ

2025-02-18 20:11:38
21197
Share:
Facebook
Twitter
E-Mail
WhatsApp
Telegram
ଚିତ୍ର ଦ୍ୱାରା ମା’ ହତ୍ୟାକାରୀକୁ ଧରାଇଲା ୪ ବର୍ଷର ଝିଅ

ନିଜ ଚିତ୍ର ମାଧ୍ୟମରେ ମା’ ମୃତ୍ୟୁର ରାଜ୍ ଖୋଲିଲା ୪ବର୍ଷର ଝିଅ। ଉତ୍ତର ପ୍ରଦେଶ ଝାନ୍ସିର ପଞ୍ଚବଟୀ ଶିବ ପରିବାର କଲୋନୀର ଘଟଣା । ସୋମବାର ୨୭ବର୍ଷୀୟା ମହିଳାଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଥିଲା । ଯାହାକୁ ଶାଶୁଘର ଲୋକେ ଆତ୍ମହତ୍ୟା ବୋଲି କହିଥିଲେ । ହେଲେ ଝିଅର ଖୁଲାସା ସମସ୍ତଙ୍କ ଆଖି ଖୋଲି ଦେଇଥିଲା। ମୃତକଙ୍କ ନାମ ସୋନାଲି ବୁଧୋଲିଆ ବୋଲି ଜଣାପଡ଼ିଥିବା ବେଳେ ବିବାହ ପରେ ଯୌତୁକ ପାଇଁ ଚାପ ପକାଉଥିଲା ଅଭିଯୁକ୍ତ ସ୍ବାମୀ ସନ୍ଦୀପ ବୁଧୋଲିଆ। ପଚରାଉଚରା ବେଳେ ୪ବର୍ଷର ଝିଅ ଏସବୁ ଜଣାଇବା ପରେ ପୁଲିସ ପୂରା ଘଟଣା ବିଷୟରେ ଜାଣିପାରିଥିବା କୁହାଯାଉଛି।

୪ ବର୍ଷର ଝିଅ ଦର୍ଶିତା ପୁଲିସକୁ କହିଛି ଯେ ତାଙ୍କ ମାଆଙ୍କ ହତ୍ୟା ବାପା କରିଛନ୍ତି। ଏକ ସାଦା କାଗଜରେ ଚିତ୍ର ତିଆରି କରି ମୃତକଙ୍କ ଝିଅ ପୁଲିସକୁ ଜଣାଇଛି ଯେ, ମୋ ବାପା ସନ୍ଦୀପ ମା’ଙ୍କୁ ହତ୍ୟା କରିଛନ୍ତି। ବାପା ପ୍ରାୟତଃ ମା’ଙ୍କୁ ମାଡ଼ ମାରୁଥିଲେ। ଗୋଟିଏ ଦିନ ସେ ମାଆଙ୍କୁ ସିଡ଼ିରୁ ତଳକୁ ଠେଲି ଦେଇଥିଲେ। ହତ୍ୟା କରିବା ଦିନ ମା’ଙ୍କୁ ବହୁତ ମାଡ଼ ମାରିବା ପରେ ତାଙ୍କ ବେକରେ ରଶି ଲଗାଇ ତାଙ୍କୁ ହତ୍ୟା କରିଥିଲେ। ଏହା ପରେ ଏକ ଅଖାରେ ଭର୍ତ୍ତି କରି ଫିଙ୍ଗି ଦେଇଥିଲେ। ଏସବୁ କରି ସେ ତାଙ୍କ ବନ୍ଧୁମାନଙ୍କ ସହିତ ବାହାରକୁ ଚାଲିଯାଇଥିଲେ।

ସୋନାଲିଙ୍କ ବାପା ସଞ୍ଜୀବ ତ୍ରିପାଠୀ ଅଭିଯୋଗ କରିଛନ୍ତି ଯେ, ୨୦୧୯ରେ ସନ୍ଦିପ ସୋନାଲିଙ୍କ ବାହାଘର ହୋଇଥିଲା । ସନ୍ଦିପ ପେଶାରେ ଜଣେ ମେଡିସିନ୍ ରିପ୍ରେଜିଣ୍ଟେଟର ।ବାହାଘରବେଳେ ଯୌତୁକ ବାବଦକୁ ୨୦ ଲକ୍ଷ ଟଙ୍କା ଦେଇଥିଲେ ସଞ୍ଜୀବ । ବାହାଘର ପରେ ସନ୍ଦିପଙ୍କ ଘର ଲୋକଙ୍କ ଆବଶ୍ୟତା ବଢ଼ି ଚାଲିଥିଲା । ସେମାନେ କାର୍ ପାଇଁ ସବୁବେଳେ ଦାବି କରୁଥିଲେ । କିନ୍ତୁ ସଞ୍ଜୀବ କାର୍ ଦେବା ଲାଗି ସକ୍ଷମ ନୁହନ୍ତି ବୋଲି କହିଥିଲେ । ଏହାପରଠାରୁ ସୋନାଲିଙ୍କ ଉପରେ ଶାଶୁଘରର ନିର୍ଯାତନା ବଢ଼ିଚାଲିଥି ।

ପୁଲିସ‌ରେ ଅଭିଯୋଗ କରିବାରୁ ଦୁଇ ପକ୍ଷ ମଧ୍ୟରେ ଆପୋଷ ସମାଧାନ ହୋଇଥିଲା। ହେଲେ ଦର୍ଶିତା ଜନ୍ମ ହେବା ପରେ ସେମାନେ ଅଧିକ ନିର୍ଯ୍ୟାତନା ଦେବା ଆରମ୍ଭ କରିଥିଲେ, କାରଣ ସେମାନଙ୍କୁ ପୁଅ ଦରକାର ଥିଲା।"

Powered by Froala Editor

Tags mother

Related articles Odisha News Lens 4.1

  • ସେନା ଘାଟି ଉପରେ ବିସ୍ଫୋରଣ
    ଦେଶ-ଦେଶାନ୍ତର

    ସେନା ଘାଟି ଉପରେ ବିସ୍ଫୋରଣ

    16107
    Sep 30, 2025
  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ
    ଦେଶ-ଦେଶାନ୍ତର

    ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

    13986
    Sep 30, 2025
  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ
    ଦେଶ-ଦେଶାନ୍ତର

    ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

    15271
    Oct 01, 2025
  • ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ

    15639
    Sep 30, 2025
  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି
    ବିଶେଷ

    ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14367
    Oct 03, 2025
  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...
    ଦେଶ-ଦେଶାନ୍ତର

    ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...

    14401
    Oct 01, 2025
  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ
    ଦେଶ-ଦେଶାନ୍ତର

    ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

    15954
    Sep 30, 2025
  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ
    ବିଶେଷ

    ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14473
    Oct 03, 2025
  • ଇଣ୍ଡିଗୋ ବିମାନରେ ବୋମା ଧମକ
    ଦେଶ-ଦେଶାନ୍ତର

    ଇଣ୍ଡିଗୋ ବିମାନରେ ବୋମା ଧମକ

    15064
    Sep 30, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14367
    Oct 03, 2025
  • ଦେଶ-ଦେଶାନ୍ତର

    ସେନା ଘାଟି ଉପରେ ବିସ୍ଫୋରଣ

    16107
    Sep 30, 2025
  • ବିଶେଷ

    ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14473
    Oct 03, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16758
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16860
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17217
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15672
    Apr 03, 2021

ବିଶେଷ

  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14473
    Oct 03, 2025
  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14367
    Oct 03, 2025
  • ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ

    15511
    Sep 30, 2025
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

    14606
    Sep 30, 2025
  • ମୁଣ୍ଡବ୍ୟଥା ହେଉଥିଲେ ଏମିତି କରନ୍ତୁ ଉପଚାର

    15083
    Sep 29, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14248
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14046
    Sep 16, 2025
  • ଶସ୍ତା ହେଲା ସୁନା

    14373
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14947
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14473
    Oct 03, 2025
  • ଇଣ୍ଡିଗୋ ବିମାନରେ ବୋମା ଧମକ

    15064
    Sep 30, 2025
  • ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ

    15639
    Sep 30, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In