Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • କାବେରୀରେ ଭାସିଗଲେ ୫ ଜଣ

  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ...

  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

Home ›› ››ଚିତ୍ର ଦ୍ୱାରା ମା’ ହତ୍ୟାକାରୀକୁ ଧରାଇଲା ୪ ବର୍ଷର ଝିଅ

ଚିତ୍ର ଦ୍ୱାରା ମା’ ହତ୍ୟାକାରୀକୁ ଧରାଇଲା ୪ ବର୍ଷର ଝିଅ

2025-02-18 20:11:38
21849
Share:
Facebook
Twitter
E-Mail
WhatsApp
Telegram
ଚିତ୍ର ଦ୍ୱାରା ମା’ ହତ୍ୟାକାରୀକୁ ଧରାଇଲା ୪ ବର୍ଷର ଝିଅ

ନିଜ ଚିତ୍ର ମାଧ୍ୟମରେ ମା’ ମୃତ୍ୟୁର ରାଜ୍ ଖୋଲିଲା ୪ବର୍ଷର ଝିଅ। ଉତ୍ତର ପ୍ରଦେଶ ଝାନ୍ସିର ପଞ୍ଚବଟୀ ଶିବ ପରିବାର କଲୋନୀର ଘଟଣା । ସୋମବାର ୨୭ବର୍ଷୀୟା ମହିଳାଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଥିଲା । ଯାହାକୁ ଶାଶୁଘର ଲୋକେ ଆତ୍ମହତ୍ୟା ବୋଲି କହିଥିଲେ । ହେଲେ ଝିଅର ଖୁଲାସା ସମସ୍ତଙ୍କ ଆଖି ଖୋଲି ଦେଇଥିଲା। ମୃତକଙ୍କ ନାମ ସୋନାଲି ବୁଧୋଲିଆ ବୋଲି ଜଣାପଡ଼ିଥିବା ବେଳେ ବିବାହ ପରେ ଯୌତୁକ ପାଇଁ ଚାପ ପକାଉଥିଲା ଅଭିଯୁକ୍ତ ସ୍ବାମୀ ସନ୍ଦୀପ ବୁଧୋଲିଆ। ପଚରାଉଚରା ବେଳେ ୪ବର୍ଷର ଝିଅ ଏସବୁ ଜଣାଇବା ପରେ ପୁଲିସ ପୂରା ଘଟଣା ବିଷୟରେ ଜାଣିପାରିଥିବା କୁହାଯାଉଛି।

୪ ବର୍ଷର ଝିଅ ଦର୍ଶିତା ପୁଲିସକୁ କହିଛି ଯେ ତାଙ୍କ ମାଆଙ୍କ ହତ୍ୟା ବାପା କରିଛନ୍ତି। ଏକ ସାଦା କାଗଜରେ ଚିତ୍ର ତିଆରି କରି ମୃତକଙ୍କ ଝିଅ ପୁଲିସକୁ ଜଣାଇଛି ଯେ, ମୋ ବାପା ସନ୍ଦୀପ ମା’ଙ୍କୁ ହତ୍ୟା କରିଛନ୍ତି। ବାପା ପ୍ରାୟତଃ ମା’ଙ୍କୁ ମାଡ଼ ମାରୁଥିଲେ। ଗୋଟିଏ ଦିନ ସେ ମାଆଙ୍କୁ ସିଡ଼ିରୁ ତଳକୁ ଠେଲି ଦେଇଥିଲେ। ହତ୍ୟା କରିବା ଦିନ ମା’ଙ୍କୁ ବହୁତ ମାଡ଼ ମାରିବା ପରେ ତାଙ୍କ ବେକରେ ରଶି ଲଗାଇ ତାଙ୍କୁ ହତ୍ୟା କରିଥିଲେ। ଏହା ପରେ ଏକ ଅଖାରେ ଭର୍ତ୍ତି କରି ଫିଙ୍ଗି ଦେଇଥିଲେ। ଏସବୁ କରି ସେ ତାଙ୍କ ବନ୍ଧୁମାନଙ୍କ ସହିତ ବାହାରକୁ ଚାଲିଯାଇଥିଲେ।

ସୋନାଲିଙ୍କ ବାପା ସଞ୍ଜୀବ ତ୍ରିପାଠୀ ଅଭିଯୋଗ କରିଛନ୍ତି ଯେ, ୨୦୧୯ରେ ସନ୍ଦିପ ସୋନାଲିଙ୍କ ବାହାଘର ହୋଇଥିଲା । ସନ୍ଦିପ ପେଶାରେ ଜଣେ ମେଡିସିନ୍ ରିପ୍ରେଜିଣ୍ଟେଟର ।ବାହାଘରବେଳେ ଯୌତୁକ ବାବଦକୁ ୨୦ ଲକ୍ଷ ଟଙ୍କା ଦେଇଥିଲେ ସଞ୍ଜୀବ । ବାହାଘର ପରେ ସନ୍ଦିପଙ୍କ ଘର ଲୋକଙ୍କ ଆବଶ୍ୟତା ବଢ଼ି ଚାଲିଥିଲା । ସେମାନେ କାର୍ ପାଇଁ ସବୁବେଳେ ଦାବି କରୁଥିଲେ । କିନ୍ତୁ ସଞ୍ଜୀବ କାର୍ ଦେବା ଲାଗି ସକ୍ଷମ ନୁହନ୍ତି ବୋଲି କହିଥିଲେ । ଏହାପରଠାରୁ ସୋନାଲିଙ୍କ ଉପରେ ଶାଶୁଘରର ନିର୍ଯାତନା ବଢ଼ିଚାଲିଥି ।

ପୁଲିସ‌ରେ ଅଭିଯୋଗ କରିବାରୁ ଦୁଇ ପକ୍ଷ ମଧ୍ୟରେ ଆପୋଷ ସମାଧାନ ହୋଇଥିଲା। ହେଲେ ଦର୍ଶିତା ଜନ୍ମ ହେବା ପରେ ସେମାନେ ଅଧିକ ନିର୍ଯ୍ୟାତନା ଦେବା ଆରମ୍ଭ କରିଥିଲେ, କାରଣ ସେମାନଙ୍କୁ ପୁଅ ଦରକାର ଥିଲା।"

Powered by Froala Editor

Tags mother

Related articles Odisha News Lens 4.1

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା
    ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15006
    Jun 24, 2026
  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ
    ଦେଶ-ଦେଶାନ୍ତର

    ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15069
    Jun 25, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15339
    Jun 24, 2026
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର
    ଦେଶ-ଦେଶାନ୍ତର

    ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14052
    Jun 25, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15406
    Jun 25, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    14158
    Jun 23, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14180
    Jun 23, 2026
  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା
    ଅପରାଧ

    ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା

    13527
    Jun 25, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14722
    Jun 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15339
    Jun 24, 2026
  • ଦେଶ-ଦେଶାନ୍ତର

    ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14052
    Jun 25, 2026
  • ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15406
    Jun 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16942
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17560
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17610
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18006
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15006
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15171
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15024
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15635
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14500
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13784
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14874
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15489
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15241
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14722
    Jun 24, 2026
  • କାବେରୀରେ ଭାସିଗଲେ ୫ ଜଣ

    14976
    Jun 25, 2026
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14052
    Jun 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In