Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ...

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

  • କମିଲା ସୁନା ଦର, କେତେ ଜାଣନ୍ତୁ ?

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ...

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ...

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ...

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ...

ରାଜ୍ୟ
Home ›› ରାଜ୍ୟ ››ବିଧାନସଭା :ଗାନ୍ଧୀ ଓ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ବିଜେଡିର ବିକ୍ଷୋଭ

ବିଧାନସଭା :ଗାନ୍ଧୀ ଓ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ବିଜେଡିର ବିକ୍ଷୋଭ

2025-02-19 09:12:56
14887
Share:
Facebook
Twitter
E-Mail
WhatsApp
Telegram
ବିଧାନସଭା :ଗାନ୍ଧୀ ଓ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ବିଜେଡିର ବିକ୍ଷୋଭ

ଭୁବନେଶ୍ୱର: ମିଶନ ଶକ୍ତି ମହିଳାଙ୍କ ପ୍ରସଙ୍ଗକୁ ନେଇ ଆଜି ବିଧାନସଭା ଆରମ୍ଭରୁ ଗୃହ ଚଳାଇ ଦେଇନାହିଁ ବିଜେଡି । ଗୃହ ଆରମ୍ଭରୁ ବାଚସ୍ପତିଙ୍କ ପୋଡିୟମ ନିକଟକୁ ମାଡ଼ି ଆସିଥିଲେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ । ମହିଳାଙ୍କୁ ନ୍ୟାୟ ଦାବି ନେଇ ଉଭୟ ବିଜେଡି ଏବଂ କଂଗ୍ରେସ ସଦସ୍ୟଙ୍କ ପୋଡିୟମ ନିକଟରେ ନାରାବାଜି କରିଛନ୍ତି । ଫଳରେ ଅପରାହ୍ନ ୪ ଟା ଯାଏଁ ଗୃହ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ପ୍ରତିବାଦରେ ଗାନ୍ଧୀ ଓ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ବିକ୍ଷୋଭ କରିଛି ବିଜେଡି ।

ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି, ମିଶନ ଶକ୍ତି ମହିଳାଙ୍କୁ ଭ୍ରମିତ କରାଯାଉଛି । କେନ୍ଦ୍ର ସରକାର ୧୯୯୯ ମସିହା ଏପ୍ରିଲ ପହିଲାରୁ ଆରମ୍ଭ କରିଥିଲେ ସ୍ୱର୍ଣ୍ଣ ଜୟନ୍ତୀ ଗ୍ରାମ୍ୟ ସ୍ୱରୋଜଗାର ଯୋଜନା ଆରମ୍ଭ କଲେ । ସେତେବେଳେ ଅଙ୍ଗନଓ୍ବାଡି କର୍ମୀ ନିଜ କେନ୍ଦ୍ର ପରିସର ଅଞ୍ଚଳରେ ସ୍ୱୟଂ ସହାୟକ ଗୋଷ୍ଠୀ ଗଠନ କଲେ । ଗୋଟିଏ ସେକ୍ଟର ଅଞ୍ଚଳରେ ଯେତିକି ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଗଠିତ ହୋଇଥିଲା, ସେହି ସମସ୍ତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ବସାଇ ତାଙ୍କ ବୈଠକରେ ଅଙ୍ଗନୱାଡି କର୍ମୀ ଅଥବା ସହାୟିକା ଚୟନ ଭଳି ଇ.ସି ବା କାର୍ୟ୍ୟନିର୍ବାହୀ କମିଟି ସଦସ୍ୟ ବଛା ଯାଇ ବ୍ଳକ ସ୍ତରରେ ମହିଳା ସଶକ୍ତିକରଣର ଓ ଜୀବିକା ଅର୍ଜନ ପରିଚାଳନା ପାଇଁ ମହିଳା ମହାସଂଘକୁ କାର୍ୟ୍ୟଭାର ଦିଆଗଲା । ମାତ୍ର ଏମାନେ ନିର୍ବାଚିତ ଲୋକ ପ୍ରତିନିଧି ନୁହନ୍ତି ।ବିଜେପି ବୟାନ ଦେଇଛି, ଏମାନେ ବିଜେଡ଼ିର ରାଜନୀତି କରୁଥିଲେ । ଏମାନେ ବିଜେଡ଼ିର ରାଜନୀତି କରିଥିଲେ ବିଜେପି କ୍ଷମତାରେ ବସିବା ସମ୍ଭବ ହୋଇନଥାନ୍ତା । ତେଣୁ ୮ ମସିହାରୁ ଅଚଳ ଥୁବା ଗାଇଡ ଲାଇନକୁ ରାଜନୈତିକ ପ୍ରତିହିଂସା ପାଇଁ ମହିଳା ବିରୋଧୀ ମନୁବାଦୀ ବିଚାରର ଆକ୍ରମଣ ପାଇଁ ଏହି ଦେଢ ଲକ୍ଷ ମିଶନ ଶକ୍ତି ଇ.ସି. ମହିଳାଙ୍କୁ ହଟେଇବା ପରିବର୍ତ୍ତେ ଆହୁରି ସଶକ୍ତ କରାଯାଉ । ନହେଲେ ୩୧୪ ବ୍ଲକରେ ବିଜେଡି ପ୍ରତିବାଦ କରିବ ବୋଲି ସେ ଚେତାବନୀ ଦେଇଛନ୍ତି ।

Powered by Froala Editor

Tags Assembly

Related articles Odisha News Lens 4.1

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ
    ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13893
    Sep 04, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14082
    Sep 03, 2026
  • କମିଲା ସୁନା ଦର, କେତେ ଜାଣନ୍ତୁ ?
    ଦେଶ-ଦେଶାନ୍ତର

    କମିଲା ସୁନା ଦର, କେତେ ଜାଣନ୍ତୁ ?

    15658
    Sep 03, 2026
  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା
    ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13950
    Sep 03, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...
    ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...

    14756
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...
    ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...

    13848
    Sep 03, 2026
  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14923
    Sep 04, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13506
    Sep 04, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା
    ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15806
    Sep 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13848
    Sep 03, 2026
  • ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13506
    Sep 04, 2026
  • ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ...

    14756
    Sep 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17074
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17723
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17741
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18142
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13691
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14517
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14819
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14773
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14109
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13848
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14381
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15268
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14783
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14756
    Sep 03, 2026
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15567
    Sep 03, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13506
    Sep 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In