Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, December 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର

  • ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏର ...

  • ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ...

  • ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣା: ଚାରି ...

  • କେଶ ଝଡିବା ରୋକିବ ଏହି ମାସ୍କ

  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ...

  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର ...

  • ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ...

  • ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା

  • ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଓଟିଟି ପ୍ଲାଟ୍‌ଫର୍ମ ପାଇଁ ନୂଆ ଆଡଭାଇଜରି

ଓଟିଟି ପ୍ଲାଟ୍‌ଫର୍ମ ପାଇଁ ନୂଆ ଆଡଭାଇଜରି

2025-02-20 20:12:45
14512
Share:
Facebook
Twitter
E-Mail
WhatsApp
Telegram
ଓଟିଟି ପ୍ଲାଟ୍‌ଫର୍ମ ପାଇଁ ନୂଆ ଆଡଭାଇଜରି

ସୋସିଆଲ ମିଡିଆରେ ଅଶ୍ଳୀଳ କମେଡିକୁ ନେଇ ବିବାଦ ମଧ୍ୟରେ, ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ (MIB) OTT ପ୍ଲାଟଫର୍ମଗୁଡ଼ିକୁ ଏକ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି। ଆଇନ ଦ୍ୱାରା ନିଷିଦ୍ଧ ହୋଇଥିବା ବିଷୟବସ୍ତୁ ପ୍ରସାରଣ ନ କରିବା ପାଇଁ ଉକ୍ତ ପ୍ଲାଟ୍‌ଫର୍ମଗୁଡ଼ିକୁ ଚେତାବନୀ ଦିଆଯାଇଛି। ଓଟିଟି ପ୍ଲାଟ୍‌ଫର୍ମ ଏବଂ ସ୍ବନିୟନ୍ତ୍ରିତ ସଂସ୍ଥାକୁ ଆଡଭାଇଜରି ଜାରି କରି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସେମାନଙ୍କୁ ଆଇଟି ରୁଲ୍ସ-୨୦୨୧ର ନୀତିନିୟମକୁ କଡ଼ାକଡ଼ି ଅନୁପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିୟମାବଳୀର ଉଲ୍ଲଂଘନ ହେଲେ ଓଟିଟି ପ୍ଲାଟ୍‌ଫର୍ମର ସ୍ବନିୟନ୍ତ୍ରିତ ସଂସ୍ଥାଗୁଡ଼ିକ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ସକ୍ରିୟତାର ସହ ନେବା ପାଇଁ କୁହାଯାଇଛି। 

ସୋସିଆଲ ମିଡିଆ ଏବଂ ଓଟିଟି ପ୍ଲାଟ୍‌ଫର୍ମରେ କେତେଜଣ ପ୍ରକାଶକ ଅଶ୍ଳୀଳ ବିଷୟବସ୍ତୁ ପ୍ରସାରଣ କରୁଥିବା ସାଂସଦ, ବୈଧାନିକ ସଂଗଠନ ଏବଂ ସାଧାରଣରେ ଅଭିଯୋଗ ହୋଇଥିଲା। ଏହାକୁ ଦୃଷ୍ଟିରେ ରଖି ଉପରୋକ୍ତ ନିର୍ଦ୍ଦେଶନାମା ଜାରି କରାଯାଇଥିବା ମନ୍ତ୍ରଣାଳୟ କହିଛି।

ଏହାକୁ ଦୃଷ୍ଟିରେ ରଖି ଉପରୋକ୍ତ ନିର୍ଦ୍ଦେଶନାମା ଜାରି କରାଯାଇଥିବା ମନ୍ତ୍ରଣାଳୟ କହିଛି। 

Powered by Froala Editor

Tags ott platform

Related articles Odisha News Lens 4.1

  • ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣା: ଚାରି ଫ୍ଲାଇଟ୍ ଅପରେସନ୍ସ ଇନ୍ସପେକ୍ଟରଙ୍କୁ ...
    ଦେଶ-ଦେଶାନ୍ତର

    ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣା: ଚାରି ଫ୍ଲାଇଟ୍ ଅପରେସନ୍ସ ଇନ୍ସପେକ୍ଟରଙ୍କୁ ...

    13601
    Dec 12, 2025
  • ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ଜାଣନ୍ତୁ କାହିଁକି?
    ଦେଶ-ଦେଶାନ୍ତର

    ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ଜାଣନ୍ତୁ କାହିଁକି?

    15646
    Dec 12, 2025
  • ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର
    ବିଶେଷ

    ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର

    13707
    Dec 13, 2025
  • ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା
    ଦେଶ-ଦେଶାନ୍ତର

    ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା

    13764
    Dec 11, 2025
  • କେଶ ଝଡିବା ରୋକିବ ଏହି ମାସ୍କ
    ବିଶେଷ

    କେଶ ଝଡିବା ରୋକିବ ଏହି ମାସ୍କ

    15509
    Dec 12, 2025
  • ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ଶ୍ରମିକ ମୃତ

    14848
    Dec 11, 2025
  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା
    ମନୋରଞ୍ଜନ

    ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା

    15599
    Dec 11, 2025
  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌
    ମନୋରଞ୍ଜନ

    ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌

    15219
    Dec 11, 2025
  • ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ
    ଦେଶ-ଦେଶାନ୍ତର

    ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ

    14901
    Dec 11, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା

    13764
    Dec 11, 2025
  • ଦେଶ-ଦେଶାନ୍ତର

    ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣା: ଚାରି ଫ୍ଲାଇଟ୍ ଅପରେସନ୍ସ ଇନ୍ସପେକ୍ଟରଙ୍କୁ ବହିଷ୍କାର

    13601
    Dec 12, 2025
  • ଦେଶ-ଦେଶାନ୍ତର

    ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ଜାଣନ୍ତୁ କାହିଁକି?

    15646
    Dec 12, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17195
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17284
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17629
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16102
    Apr 03, 2021

ବିଶେଷ

  • ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର

    13707
    Dec 13, 2025
  • କେଶ ଝଡିବା ରୋକିବ ଏହି ମାସ୍କ

    15509
    Dec 12, 2025
  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

    15332
    Dec 11, 2025
  • କାର୍ଯ୍ୟରତ ବ୍ୟକ୍ତି କିପରି ହୃଦରୋଗକୁ କରିବେ ନିୟନ୍ତ୍ରଣ ଜାଣନ୍ତୁ......

    16080
    Dec 09, 2025
  • ଧୂପକାଠି ଧୂଆଁ କରିଥାଏ ଏହି କ୍ଷତି....

    13933
    Dec 09, 2025

ବାଣିଜ୍ୟ

ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

ଟାଟା ମୋଟର୍ସ ସିଏରାର ୨୪ ପ୍ରକାର ମଡେଲ ଲଞ୍ଚ ହୋଇଛି । ଟାଟା ସିଏରାର ଏକ୍ସ-ଶୋରୁମ୍ ମୂଲ୍ୟ ୧୧.୪୯ ଲକ୍ଷରୁ ଆରମ୍ଭ ହୋଇ ୧୮.୪୯ ଲକ୍ଷ ପର୍ଯ୍ୟନ୍ତ ରହିଛି। ଟାଟା ସିଏରା ୫-ସିଟ୍ ବିଶିଷ୍ଟ ମଡେଲ ଭାରତୀୟ ବଜାରରେ ଲଞ୍ଚ୍ ହୋଇଥିଲା। ଲଞ୍ଚ୍ ସମୟରେ କେବଳ ସିଏରାର ମୂଳ ମଡେଲର ମୂଲ୍ୟ ପ୍ରକାଶ କରାଯାଇଥିଲା। ଏବେ ୨୪ ପ୍ରକାର ମଡ ...

  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15140
    Dec 08, 2025
  • ଏସଏସ୍‌ଆଇ ପକ୍ଷରୁ ୧୫୦ ଯୁବ ଆଥ୍‌ଲେଟଙ୍କ ପାଇଁ କଳିଙ୍ଗ ଷ୍ଟାଡିୟମ୍‌ରେ ପ୍ରଥମ ବୋନ୍‌ ମିନେରାଲ ଡେନ୍‌ସିଟି କ୍ୟାମ୍ପ ଆୟୋଜିତ

    14237
    Dec 06, 2025
  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

    14957
    Nov 20, 2025
  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    15193
    Nov 15, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ଜାଣନ୍ତୁ କାହିଁକି?

    15646
    Dec 12, 2025
  • ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣା: ଚାରି ଫ୍ଲାଇଟ୍ ଅପରେସନ୍ସ ଇନ୍ସପେକ୍ଟରଙ୍କୁ ବହିଷ୍କାର

    13601
    Dec 12, 2025
  • ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା

    13764
    Dec 11, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In