Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ...

  • ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ...

  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

  • ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର

  • ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ...

  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ...

  • ଗିରଫ ହେଲେ ଆଇଏଏସ୍‌ ଜ୍ଞାନେନ୍ଦ୍ର କୁମାର

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ...

  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମା’କୁ ଘରେ ବନ୍ଦୀ କରି ମହାକୁମ୍ଭ ଚାଲିଗଲେ ପୁଅ-ବୋହୂ

ମା’କୁ ଘରେ ବନ୍ଦୀ କରି ମହାକୁମ୍ଭ ଚାଲିଗଲେ ପୁଅ-ବୋହୂ

2025-02-20 20:14:02
14591
Share:
Facebook
Twitter
E-Mail
WhatsApp
Telegram
ମା’କୁ ଘରେ ବନ୍ଦୀ କରି ମହାକୁମ୍ଭ ଚାଲିଗଲେ ପୁଅ-ବୋହୂ

ଝାଡ଼ଖଣ୍ଡର ରାମଗଢ଼ ଜିଲ୍ଲାର ଅରଗଡ୍ଡା ସରକାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ମା’କୁ ଘରେ ବନ୍ଦୀ କରି ଜଣେ ସିସିଏଲ କର୍ମଚାରୀ ଗତସୋମବାର ସ୍ତ୍ରୀ ଓ ନିଜ ପିଲାଙ୍କୁ ଧରି ପ୍ରୟାଗରାଜର ମହାକୁମ୍ଭରେ ସ୍ନାନ କରି ପୂର୍ଣ୍ଣ୍ୟ ଅର୍ଜନ କରିବା ପାଇଁ ଚାଲି ଯାଇଥିଲେ।

ଏପଟେ ଘରେ ଭୋକ ଉପାସରେ ବୁଢୀ ମାଟି ପଡି ରହିଥିଲା। ଆଉ ସେପଟେ ପୁଅ ବୋହୂ ମହାକୁମ୍ଭରେ ମଜା ନେଉଥିଲେ। ଯେତେବେଳେ ଭୋକ ଅସହ୍ୟ ହେଲା। ସେତେବେଳକୁ ତିନି ଦିନ ହୋଇଗଲାଣି। ଭୋକରେ ଆଉଟୁ ପାଉଟୁ ହେଲାଣି ବୁଢୀ ମା ଭୋକ ସହି ନପାରି ଚିତ୍କାର କରିବାକୁ ଲାଗିଲା। ଆଉ ବୁଢୀ ମାଟିର ଚିତ୍କାର ଶୁଣି ପଡୋଶୀ ଦୌଡି ଆସିଲେ। ଆଉ ମାର ଦୁର୍ଦ୍ଦଶା ଦେଖି କାନ୍ଦି ପକାଇଲେ।

ପୁଲିସ ଏହି ଘଟଣା ସମ୍ପର୍କରେ ଫୋନ କରି ବୃଦ୍ଧଙ୍କ ପୁଅଙ୍କ ସହିତ କଥା ହୋଇଥିଲେ। ପୁଅ କହିଥିଲେ, ‘ଘରେ ସମସ୍ତ ପ୍ରକାର ଖାଦ୍ୟ ସାମଗ୍ରୀ ରଖି ଆମେ ମହାକୁମ୍ଭ ମେଳାକୁ ଆସିଥିଲୁ। ମା’ର ସ୍ବାସ୍ଥ୍ୟାବସ୍ଥା ଭଲ ନଥିଲା। ତେଣୁ ସେ ନଆସି ଆମମାନଙ୍କୁ ଯିବାକୁ କହିଥିଲା।

ପରେ ଘଟଣା ସମ୍ପର୍କରେ ତାଙ୍କ ଝିଅ ଜାଣିବା ପରେ ସେଠାରେ ପହଞ୍ଚିଥିଲେ। ପ୍ରଥମେ ଘରୁ ବାହାର କରିବା ପରେ ମା’ଙ୍କୁ କିଛି ଖାଇବାକୁ ଦେଇଥିଲେ। ଆଉ ପରେ ତାଙ୍କୁ ସାଙ୍ଗରେ ନେଇ ଚାଲିଗଲେ।

Powered by Froala Editor

Tags mother

Related articles Odisha News Lens 4.1

  • ଗିରଫ ହେଲେ ଆଇଏଏସ୍‌ ଜ୍ଞାନେନ୍ଦ୍ର କୁମାର
    ଦେଶ-ଦେଶାନ୍ତର

    ଗିରଫ ହେଲେ ଆଇଏଏସ୍‌ ଜ୍ଞାନେନ୍ଦ୍ର କୁମାର

    13587
    Aug 31, 2026
  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...

    13892
    Aug 31, 2026
  • ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ସିଂହ ସାମ୍ବ୍ୟାଲ
    ଦେଶ-ଦେଶାନ୍ତର

    ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ସିଂହ ସାମ୍ବ୍ୟାଲ

    13679
    Sep 01, 2026
  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ
    ଦେଶ-ଦେଶାନ୍ତର

    ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

    13957
    Sep 01, 2026
  • ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ
    ଖେଳ ଖବର

    ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ

    13998
    Sep 01, 2026
  • ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର

    14401
    Sep 01, 2026
  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ  ଫସି ରହିଛନ୍ତି ୯୦୦ ଶ୍ରମିକ
    ଦେଶ-ଦେଶାନ୍ତର

    ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ରହିଛନ୍ତି ୯୦୦ ଶ୍ରମିକ

    15405
    Aug 31, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ
    ବିଶେଷ

    କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14039
    Aug 31, 2026
  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ
    ଦେଶ-ଦେଶାନ୍ତର

    ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ

    13286
    Sep 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଖେଳ ଖବର

    ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ

    13998
    Sep 01, 2026
  • ବିଶେଷ

    କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14039
    Aug 31, 2026
  • ଦେଶ-ଦେଶାନ୍ତର

    ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ସିଂହ ସାମ୍ବ୍ୟାଲ

    13679
    Sep 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17064
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17705
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17735
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18134
    Sep 06, 2023

ବିଶେଷ

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14039
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14697
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14661
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13999
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15387
    Aug 24, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14462
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15991
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14033
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14296
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ

    13998
    Sep 01, 2026
  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15340
    Aug 31, 2026
  • ଗିରଫ ହେଲେ ଆଇଏଏସ୍‌ ଜ୍ଞାନେନ୍ଦ୍ର କୁମାର

    13587
    Aug 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In