ମାର୍ଚ୍ଚ ୭ପର୍ଯ୍ୟନ୍ତ ଗୃହ ମୁଲତବୀ ଘୋଷଣା
ଭୁବନେଶ୍ବର : ୨୦୨୫-୨୬ ଆର୍ଥିକ ବର୍ଷ ବଜେଟ ଉପରେ ବିଧାନସଭାରେ ଶୁକ୍ରବାର ସାଧାରଣ ଆଲୋଚନା ଶେଷ ହୋଇଛି। ବାଚସ୍ପତି ସୁରମା ପାଢ଼ୀ ଗୃହକୁ ଆସନ୍ତା ମାର୍ଚ୍ଚ ୭ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି। ଆସନ୍ତା ୭ତାରିଖରୁ ଦ୍ବିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆରମ୍ଭ ହେବ। ଏହା ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ।
Powered by Froala Editor