Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

  • କମିଲା ସୁନା ଦର, କେତେ ଜାଣନ୍ତୁ ?

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ...

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ...

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ...

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ...

  • ସୁନା ଦରରେ ବଡ଼ ଧରଣର ହ୍ରାସ

  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

  • କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ...

ରାଜ୍ୟ
Home ›› ରାଜ୍ୟ ››ପଦ୍ମଶ୍ରୀ ଗୁରୁ ମାୟାଧର ରାଉତଙ୍କ ପରଲୋକ

ପଦ୍ମଶ୍ରୀ ଗୁରୁ ମାୟାଧର ରାଉତଙ୍କ ପରଲୋକ

2025-02-22 20:16:51
15447
Share:
Facebook
Twitter
E-Mail
WhatsApp
Telegram
ପଦ୍ମଶ୍ରୀ ଗୁରୁ ମାୟାଧର ରାଉତଙ୍କ ପରଲୋକ

ଦିଲ୍ଲୀସ୍ଥିତ ବାସଭବନରେ ବିଶିଷ୍ଟ ଓଡ଼ିଶୀ ନୃତ୍ୟଗୁରୁ ପଦ୍ମଶ୍ରୀ ମାୟାଧରଙ୍କର ୯୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁ ମାୟାଧର ରାଉତଙ୍କୁ ଓଡ଼ିଶୀ ନୃତ୍ୟର ଜନକ ଭାବରେ ବିବେଚନା କରାଯାଏ। କାରଣ ସେ ୧୯୫୦ ଦଶକରେ ଶାସ୍ତ୍ର- ଆଧାରିତ ଜ୍ଞାନ ସହିତ ଓଡ଼ିଶୀ ନୃତ୍ୟକୁ ପୁନର୍ଜୀବିତ କରିଥିଲେ। ସେ ଓଡ଼ିଶୀ ନୃତ୍ୟକୁ ଶାସ୍ତ୍ରୀୟ ନୃତ୍ୟସ୍ତରରେ ପହଞ୍ଚାଇବା ପାଇଁ ଏହାକୁ  ପୁନଃପରିଭାଷିତ ଏବଂ ପୁନଃଗଠିତ କରିଥିଲେ।

ଓଡିଶୀ ନୃତ୍ୟ ପ୍ରତି ଅବଦାନ ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଏଥି ସହିତ ସେ କେନ୍ଦ୍ର ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାରରେ ମଧ୍ୟ ସମ୍ମାନିତ ହୋଇଥିଲେ। ଓଡ଼ିଶୀ ନୃତ୍ୟକୁ ଶାସ୍ତ୍ରୀୟ ମାନ୍ୟତା ମିଳିବା ଦିଗରେ ମାୟାଧର ପ୍ରୟାସ କରିଥିଲେ।

ମାୟାଧର ରାଉତ କଟକ ଜିଲ୍ଲାରେ ୧୯୩୦ ମସିହା ଜୁଲାଇ ୬ ତାରିଖରେ ଜନ୍ମଗ୍ରହଣ କରିଥିଲେ। ବଡ଼ଭାଇ ହରିହର ରାଉତଙ୍କ ପ୍ରଭାବରେ ସେ ପିଲାବେଳୁ ନାଟକ ଓ ନୃତ୍ୟ ସହିତ ଜଡ଼ିତ ହୋଇଥିଲେ। ନାଟ୍ୟଗୁରୁ କାଳୀଚରଣ ପଟ୍ଟନାୟକ, ଦୁର୍ଲଭ ସିଂ, ପଙ୍କଜ ଚରଣ ଦାସ, ମୋହନ ମହାପାତ୍ର, ଯୁଧିଷ୍ଠିର ମହାମାତ୍ର, ମୋହନ ସୁନ୍ଦର ଦେବ ଗୋସ୍ୱାମୀ ଓ ଦୟାଲ ଶର୍ମା ଆଦିଙ୍କଠାରୁ ସେ ନୃତ୍ୟ, ଅଭିନୟ ଓ ମଞ୍ଚକଳା ଶିକ୍ଷା କରିଥିଲେ। ରାମ ଗୋପାଳ ମିଶ୍ରଙ୍କଠାରୁ ସେ କଥକ ନୃତ୍ୟ ଶିକ୍ଷା କରିଥିଲେ। ୧୯୫୧ ମସିହାରେ ସେ ଏକ ବୃତ୍ତିଲାଭ କରି କଳାକ୍ଷେତ୍ରକୁ ଯାଇଥିଲେ। ସେଠାରେ ସେ ରୁକ୍ମଣୀ ଦେବୀ ଅରୁଣ୍ଡଲେଙ୍କଠାରୁ ଭରତନାଟ୍ୟମ ଓଟି କେ ଚନ୍ଦୁ ପାଣିକରଙ୍କଠାରୁ କଥକଳୀ ନୃତ୍ୟ ଶିକ୍ଷା କରିଥିଲେ।

Powered by Froala Editor

Tags mayadhar

Related articles Odisha News Lens 4.1

  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍
    ବାଣିଜ୍ୟ

    ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15102
    Sep 03, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    13886
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...
    ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...

    13673
    Sep 03, 2026
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ
    ଦେଶ-ଦେଶାନ୍ତର

    ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15380
    Sep 03, 2026
  • କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ,  ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ ...
    ଦେଶ-ଦେଶାନ୍ତର

    କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ ...

    15009
    Sep 03, 2026
  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା
    ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13762
    Sep 03, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା
    ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15621
    Sep 03, 2026
  • କମିଲା ସୁନା ଦର, କେତେ ଜାଣନ୍ତୁ ?
    ଦେଶ-ଦେଶାନ୍ତର

    କମିଲା ସୁନା ଦର, କେତେ ଜାଣନ୍ତୁ ?

    15465
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ
    ବାଣିଜ୍ୟ

    ସୁନା ଦରରେ ବଡ଼ ଧରଣର ହ୍ରାସ

    14216
    Sep 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ସୁନା ଦରରେ ବଡ଼ ଧରଣର ହ୍ରାସ

    14216
    Sep 03, 2026
  • ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13762
    Sep 03, 2026
  • ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13673
    Sep 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17072
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17714
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17738
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18139
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13501
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14490
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14796
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14748
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14086
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13673
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14216
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15102
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14619
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13673
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15102
    Sep 03, 2026
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15380
    Sep 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In