Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 31, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ପାକିସ୍ତାନର ଗୁଳିବର୍ଷାରେ ପ୍ରାଣ ...

ଖେଳ ଖବର
Home ›› ଖେଳ ଖବର ››ବିରାଟ ଶତକ ସହ ସେମିଫାଇନାଲରେ ଭାରତ

ବିରାଟ ଶତକ ସହ ସେମିଫାଇନାଲରେ ଭାରତ

2025-02-23 20:05:11
18310
Share:
Facebook
Twitter
E-Mail
WhatsApp
Telegram
ବିରାଟ ଶତକ ସହ ସେମିଫାଇନାଲରେ ଭାରତ

ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଭାରତ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୬ ଉଇକେଟରେ ପରାସ୍ତ କରିଛି। ୨ଟି ମ୍ୟାଚରୁ ଦ୍ୱିତୀୟ ବିଜୟ ସହ ସେମିଫାଇନାଲରେ ପ୍ରବେଶ କରିଛି ଭାରତ।

ଧାର୍ଯ୍ୟ ୨୪୨ ରନ୍ ଲକ୍ଷ୍ୟର ପିଛା କରି ଭାରତ ବିରାଟ କୋହଲିଙ୍କ ୫୧ତମ ବିରାଟ ଶତକ ସହିତ ୪୨.୩ ଓଭରରେ ୪ ୱିକେଟ ହରାଇ ୨୪୪ ରନ୍ କରିଥିଲା। ଚାମ୍ପିଅନ୍ସ ଟ୍ରଫିର ଏହି ହାଇଭୋଲଟେଜ୍ ମ୍ୟାଚ୍‌ରେ ପାକିସ୍ତାନ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଭାରତ ବୋଲିଂ କରିଥିଲା। ଭାରତର ଦମ୍‌ଦାର ବୋଲିଂ ଯୋଗୁ ପାକିସ୍ତାନ ୪୯.୪ ଓଭରରେ ସମସ୍ତ ଉଇକେଟ ହରାଇ ୨୪୧ ରନ୍‌ କରିଥିଲା। ଫଳରେ ଭାରତ ଆଗରେ ୨୪୨ ରନ୍‌ର ବିଜୟ ଟାର୍ଗେଟ ରଖିଥିଲା ପାକିସ୍ତାନ।

ଭାରତ ପକ୍ଷରୁ ରୋହିତ ଶର୍ମା ୨୦ ରନ୍ କରିଥିବାବେଳେ ଶୁବମନ ଗିଲ୍ ୪୬ ରନ୍ କରିଥିଲେ। ସେହିପରି ବିରାଟ କୋହଲି ୧୦୦ ରନ୍, ଶ୍ରେୟଶ ଆୟର ୫୬ ରନ୍, ହାର୍ଦ୍ଦିକ ପାଣ୍ଡ୍ୟା ୮ ରନ୍, ଅକ୍ଷର ପଟେଲ ୩ ରନ୍ କରିଥିଲେ। ପାକିସ୍ତାନ ପକ୍ଷରୁ ଶାହିନ ଆଫ୍ରିଦୀ ୨ଟି ଏବଂ ଆବ୍ରାର ଅହମଦ ଓ ଖୁସଦିଲ ଶାହା ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। 

Powered by Froala Editor

Tags india-pak

Related articles Odisha News Lens 4.1

  • ଚା’ ସହିତ ଏହି  ଜିନିଷ ଖାଇବା ମନା
    ବିଶେଷ

    ଚା’ ସହିତ ଏହି ଜିନିଷ ଖାଇବା ମନା

    14318
    May 29, 2025
  • ମାତ୍ର ୪୫ ମିନିଟ୍‌ରେ ଏହି ଦୁଇ ବୀର ତିଆରି କରିଥିଲେ ‘ଅପରେସନ ସିନ୍ଦୂର’ ଲୋଗୋ
    ଦେଶ-ଦେଶାନ୍ତର

    ମାତ୍ର ୪୫ ମିନିଟ୍‌ରେ ଏହି ଦୁଇ ବୀର ତିଆରି କରିଥିଲେ ‘ଅପରେସନ ସିନ୍ଦୂର’ ଲୋଗୋ

    15562
    May 28, 2025
  • ପାକିସ୍ତାନର ଗୁଳିବର୍ଷାରେ ପ୍ରାଣ ହରାଇଥିବା ଏହି ପରିବାରକୁ ନିଯୁକ୍ତି ପତ୍ର ...
    ଦେଶ-ଦେଶାନ୍ତର

    ପାକିସ୍ତାନର ଗୁଳିବର୍ଷାରେ ପ୍ରାଣ ହରାଇଥିବା ଏହି ପରିବାରକୁ ନିଯୁକ୍ତି ପତ୍ର ...

    13738
    May 30, 2025
  •  ବାତିଲ ହେଲା ମୋଦୀଙ୍କ ସିକ୍କିମ୍‌ ଗସ୍ତ
    ଦେଶ-ଦେଶାନ୍ତର

    ବାତିଲ ହେଲା ମୋଦୀଙ୍କ ସିକ୍କିମ୍‌ ଗସ୍ତ

    14589
    May 29, 2025
  • ଏଣିକି ନିଟ୍‌-ପିଜି ପରୀକ୍ଷା ହେବ ଗୋଟିଏ ସିଟିଂରେ
    ଦେଶ-ଦେଶାନ୍ତର

    ଏଣିକି ନିଟ୍‌-ପିଜି ପରୀକ୍ଷା ହେବ ଗୋଟିଏ ସିଟିଂରେ

    15124
    May 30, 2025
  • ଟ୍ରମ୍ପଙ୍କ ସର୍ବୋଚ୍ଚ ପରାମର୍ଶଦାତା ପଦରୁ ଇସ୍ତଫା ଦେଲେ ମସ୍କ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ସର୍ବୋଚ୍ଚ ପରାମର୍ଶଦାତା ପଦରୁ ଇସ୍ତଫା ଦେଲେ ମସ୍କ

    15287
    May 29, 2025
  • ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ
    ବିଶେଷ

    ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ

    15705
    May 29, 2025
  • ଲସ୍କର-ଏ-ତୈବାର ଦୁଇ ଆତଙ୍କବାଦୀ କଲେ ଆତ୍ମସମର୍ପଣ
    ଦେଶ-ଦେଶାନ୍ତର

    ଲସ୍କର-ଏ-ତୈବାର ଦୁଇ ଆତଙ୍କବାଦୀ କଲେ ଆତ୍ମସମର୍ପଣ

    14530
    May 29, 2025
  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ,  ୪ ମୃତ, ୨୭ ଗୁରୁତର
    ଦେଶ-ଦେଶାନ୍ତର

    ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୪ ମୃତ, ୨୭ ଗୁରୁତର

    14159
    May 30, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ

    15705
    May 29, 2025
  • ବିଶେଷ

    ଚା’ ସହିତ ଏହି ଜିନିଷ ଖାଇବା ମନା

    14318
    May 29, 2025
  • ଦେଶ-ଦେଶାନ୍ତର

    ପାକିସ୍ତାନର ଗୁଳିବର୍ଷାରେ ପ୍ରାଣ ହରାଇଥିବା ଏହି ପରିବାରକୁ ନିଯୁକ୍ତି ପତ୍ର ବାଣ୍ଟିଲେ ଅମିତ ଶାହ

    13738
    May 30, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16634
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16924
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15464
    Apr 03, 2021

ବିଶେଷ

  • ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ

    15705
    May 29, 2025
  • ଚା’ ସହିତ ଏହି ଜିନିଷ ଖାଇବା ମନା

    14318
    May 29, 2025
  • ରୁଦ୍ରାକ୍ଷ ପାଣି ଶରୀର ପାଇଁ କେତେ ଉପକାରୀ ଜାଣନ୍ତୁ...

    14479
    May 28, 2025
  • ଏକ କିଲୋ ଆମ୍ବକୁ ୨.୭ ଲକ୍ଷ ଟଙ୍କା

    15525
    May 28, 2025
  • ଏହି ଖାଦ୍ୟ ଗରମ କରି ଖାଇଲେ ସୃଷ୍ଟି ହୋଇଥାଏ ମାରାତ୍ମକ rogo

    14168
    May 26, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15680
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16293
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14006
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14800
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମାତ୍ର ୪୫ ମିନିଟ୍‌ରେ ଏହି ଦୁଇ ବୀର ତିଆରି କରିଥିଲେ ‘ଅପରେସନ ସିନ୍ଦୂର’ ଲୋଗୋ

    15562
    May 28, 2025
  • ଟ୍ରମ୍ପଙ୍କ ସର୍ବୋଚ୍ଚ ପରାମର୍ଶଦାତା ପଦରୁ ଇସ୍ତଫା ଦେଲେ ମସ୍କ

    15287
    May 29, 2025
  • ବାତିଲ ହେଲା ମୋଦୀଙ୍କ ସିକ୍କିମ୍‌ ଗସ୍ତ

    14589
    May 29, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In