Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, December 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର

  • ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏର ...

  • ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ...

  • ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣା: ଚାରି ...

  • କେଶ ଝଡିବା ରୋକିବ ଏହି ମାସ୍କ

  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ...

  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର ...

  • ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ...

  • ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା

  • ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ

ରାଜ୍ୟ
Home ›› ରାଜ୍ୟ ››ଜମି ପାଇଁ ଦୁଇ ଗୋଷ୍ଠୀ ମୁହାଁମୁହିଁ, ୭ ଗୁରୁତର

ଜମି ପାଇଁ ଦୁଇ ଗୋଷ୍ଠୀ ମୁହାଁମୁହିଁ, ୭ ଗୁରୁତର

2025-02-24 06:44:23
13713
Share:
Facebook
Twitter
E-Mail
WhatsApp
Telegram
ଜମି ପାଇଁ ଦୁଇ ଗୋଷ୍ଠୀ ମୁହାଁମୁହିଁ, ୭ ଗୁରୁତର

କେନ୍ଦ୍ରାପଡା: ଜମି ପାଇଁ ଦୁଇ ଗୋଷ୍ଠୀ ମୁହାଁମୁହିଁ। ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡା ଆଳି ଥାନା ମାଣିକପାଟଣା ଗାଁରେ। ଜମିଜମା ବିବାଦକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ଏଥିରେ ୭ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ଗତକାଲି ରାତିରେ ଏଭଳି ଅଘଟଣ ସାମ୍ନାକୁ ଆସିଛି। ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ପ୍ରଥମେ ଆଳି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ସେମାନଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Powered by Froala Editor

Tags Marpit

Related articles Odisha News Lens 4.1

  • ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ
    ଦେଶ-ଦେଶାନ୍ତର

    ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ

    14900
    Dec 11, 2025
  • ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣା: ଚାରି ଫ୍ଲାଇଟ୍ ଅପରେସନ୍ସ ଇନ୍ସପେକ୍ଟରଙ୍କୁ ...
    ଦେଶ-ଦେଶାନ୍ତର

    ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣା: ଚାରି ଫ୍ଲାଇଟ୍ ଅପରେସନ୍ସ ଇନ୍ସପେକ୍ଟରଙ୍କୁ ...

    13600
    Dec 12, 2025
  • ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା
    ଦେଶ-ଦେଶାନ୍ତର

    ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା

    13763
    Dec 11, 2025
  • ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର
    ବିଶେଷ

    ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର

    13706
    Dec 13, 2025
  • ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ଜାଣନ୍ତୁ କାହିଁକି?
    ଦେଶ-ଦେଶାନ୍ତର

    ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ଜାଣନ୍ତୁ କାହିଁକି?

    15645
    Dec 12, 2025
  • ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ଶ୍ରମିକ ମୃତ

    14847
    Dec 11, 2025
  • କେଶ ଝଡିବା ରୋକିବ ଏହି ମାସ୍କ
    ବିଶେଷ

    କେଶ ଝଡିବା ରୋକିବ ଏହି ମାସ୍କ

    15508
    Dec 12, 2025
  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା
    ମନୋରଞ୍ଜନ

    ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା

    15598
    Dec 11, 2025
  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌
    ମନୋରଞ୍ଜନ

    ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌

    15218
    Dec 11, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌

    15218
    Dec 11, 2025
  • ବିଶେଷ

    ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର

    13706
    Dec 13, 2025
  • ଦେଶ-ଦେଶାନ୍ତର

    ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ଶ୍ରମିକ ମୃତ

    14847
    Dec 11, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17194
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17283
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17628
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16101
    Apr 03, 2021

ବିଶେଷ

  • ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର

    13706
    Dec 13, 2025
  • କେଶ ଝଡିବା ରୋକିବ ଏହି ମାସ୍କ

    15508
    Dec 12, 2025
  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

    15331
    Dec 11, 2025
  • କାର୍ଯ୍ୟରତ ବ୍ୟକ୍ତି କିପରି ହୃଦରୋଗକୁ କରିବେ ନିୟନ୍ତ୍ରଣ ଜାଣନ୍ତୁ......

    16079
    Dec 09, 2025
  • ଧୂପକାଠି ଧୂଆଁ କରିଥାଏ ଏହି କ୍ଷତି....

    13932
    Dec 09, 2025

ବାଣିଜ୍ୟ

ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

ଟାଟା ମୋଟର୍ସ ସିଏରାର ୨୪ ପ୍ରକାର ମଡେଲ ଲଞ୍ଚ ହୋଇଛି । ଟାଟା ସିଏରାର ଏକ୍ସ-ଶୋରୁମ୍ ମୂଲ୍ୟ ୧୧.୪୯ ଲକ୍ଷରୁ ଆରମ୍ଭ ହୋଇ ୧୮.୪୯ ଲକ୍ଷ ପର୍ଯ୍ୟନ୍ତ ରହିଛି। ଟାଟା ସିଏରା ୫-ସିଟ୍ ବିଶିଷ୍ଟ ମଡେଲ ଭାରତୀୟ ବଜାରରେ ଲଞ୍ଚ୍ ହୋଇଥିଲା। ଲଞ୍ଚ୍ ସମୟରେ କେବଳ ସିଏରାର ମୂଳ ମଡେଲର ମୂଲ୍ୟ ପ୍ରକାଶ କରାଯାଇଥିଲା। ଏବେ ୨୪ ପ୍ରକାର ମଡ ...

  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15139
    Dec 08, 2025
  • ଏସଏସ୍‌ଆଇ ପକ୍ଷରୁ ୧୫୦ ଯୁବ ଆଥ୍‌ଲେଟଙ୍କ ପାଇଁ କଳିଙ୍ଗ ଷ୍ଟାଡିୟମ୍‌ରେ ପ୍ରଥମ ବୋନ୍‌ ମିନେରାଲ ଡେନ୍‌ସିଟି କ୍ୟାମ୍ପ ଆୟୋଜିତ

    14236
    Dec 06, 2025
  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

    14956
    Nov 20, 2025
  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    15192
    Nov 15, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା

    13763
    Dec 11, 2025
  • ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର

    13706
    Dec 13, 2025
  • ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ଜାଣନ୍ତୁ କାହିଁକି?

    15645
    Dec 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In