Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, August 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ...

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ...

  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପାକିସ୍ତାନରେ ବିରାଟଙ୍କ ଲୋକପ୍ରିୟତା, ଶତକରେ ଖୁସିରେ ଝୁମି ଉଠିଲେ ପ୍ରଶଂସକ

ପାକିସ୍ତାନରେ ବିରାଟଙ୍କ ଲୋକପ୍ରିୟତା, ଶତକରେ ଖୁସିରେ ଝୁମି ଉଠିଲେ ପ୍ରଶଂସକ

2025-02-24 11:52:43
15165
Share:
Facebook
Twitter
E-Mail
WhatsApp
Telegram
ପାକିସ୍ତାନରେ ବିରାଟଙ୍କ ଲୋକପ୍ରିୟତା, ଶତକରେ ଖୁସିରେ ଝୁମି ଉଠିଲେ ପ୍ରଶଂସକ

ନୂଆଦିଲ୍ଲୀ : ଦୁବାଇରେ ପାକିସ୍ତାନ ସହ ଟିମ୍‌ ଇଣ୍ଡିଆର ହୋଇଥିବା ମ୍ୟାଚ୍‌ରେ ଭାରତର ଦମ୍‌ଦାର୍‌ ବିଜୟ ଦେଖିବାକୁ ମିଳିଛି। ମ୍ୟାଚ୍‌ରେ ବିରାଟଙ୍କ ବ୍ୟାଟିଂରେ ସଭିଏଁ ଝୁମି ଉଠିଛନ୍ତି। ଚମ୍ପିଆନ ଟ୍ରଫି ୨୦୨୫ରେ ଟିମ୍‌ ଇଣ୍ଡିଆର ପାକିସ୍ତାନ ସହ ମ୍ୟାଚ୍‌ରେ ବିରାଟ୍‌ କୋହଲି ଶତକ ରନ୍‌ ହାସଲ କରି କୋଟି କୋଟି ଦର୍ଶକଙ୍କ ମନରେ ରାଜ୍‌ କରିଛନ୍ତି। ଦିନିକିଆ ମ୍ୟାଚ୍‌ରେ କୋହଲିଙ୍କ ଏହା ୫୧ ତମ ଶତକ। କୋହଲି ଚଉକା ମାରି ନିଜର ଶତକ ପୂରଣ କରିବା ସହ ଟିମ୍‌ ଦମ୍‌ଦାର୍‌ ବିଜୟ ହାସଲ କରିଥିଲା। ଏହି ମୁକାବିଲାରେ କୋହଲି ୧୪ ହଜାର ରନ୍ ସଂଗ୍ରହ କରି ରେକର୍ଡ କରିଛନ୍ତି।

ବିରାଟଙ୍କ ଲୋକପ୍ରିୟତା ଖାଲି ଦେଶରେ ନୁହେଁ ବରଂ ପାକିସ୍ତାନରେ ମଧ୍ୟ ଦେଖିବାକୁ ମିଳିଛି । ପାକିସ୍ତାନରେ କ୍ରିକେଟ ପ୍ରଶଂସକମାନେ ବିରାଟଙ୍କ ଶତକରେ ଖୁସିରେ ଝୁମି ଉଠିଥିଲେ । ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ୍‌ ହେବା ସହ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରୁଛି । ଇସଲାମାବାଦରେ ମ୍ୟାଚ୍‌ର ଏକ ବିଶେଷ ସ୍କ୍ରିନିଙ୍ଗ୍‌ କରାଯାଇଥିଲା । ସେଥିରେ ଅନେକ ପାକିସ୍ତାନୀ ପ୍ରଶଂସକ କୋହଲିଙ୍କ ଶତକ ପୂରା କରିବା ମାତ୍ରେ ଉତ୍ସବ ପାଳନ କରିଥିବା ଦେଖାଯାଇଛି । ଏମାନଙ୍କ ମଧ୍ୟରେ ଯୁବତୀ ମଧ୍ୟ ସାମିଲ ରହିଛନ୍ତି। ସମସ୍ତ ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି । ଭିଡିଓକୁ ଦେଖିବା ପରେ ଲୋକେ ନିଜର ଭିନ୍ନ ଭିନ୍ନ ମତ ଦେଉଛନ୍ତି।

Powered by Froala Editor

Tags Virat kohili

Related articles Odisha News Lens 4.1

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14301
    Aug 17, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    15092
    Aug 16, 2026
  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ
    ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13456
    Aug 18, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    15047
    Aug 16, 2026
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    15092
    Aug 16, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14350
    Aug 17, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14805
    Aug 16, 2026
  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA
    ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15063
    Aug 17, 2026
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ
    ଦେଶ-ଦେଶାନ୍ତର

    ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    14876
    Aug 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13456
    Aug 18, 2026
  • ଦେଶ-ଦେଶାନ୍ତର

    ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    14876
    Aug 18, 2026
  • ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15551
    Aug 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17035
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17655
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17705
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18103
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15551
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13641
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14842
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14615
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14452
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14245
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14373
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15270
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14642
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    14876
    Aug 18, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14350
    Aug 17, 2026
  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14301
    Aug 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In