Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, January 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମାଞ୍ଜା ସୂତାରେ କଟିଗଲା ବେକ

  • ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ...

  • ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି, ତୁରନ୍ତ ...

  • ବିଷ ଇଞ୍ଜେକ୍ସନ ଦେଇ ୫୦୦ କୁକୁରଙ୍କୁ ...

  • ବିବାଦରେ ‘ଟକ୍ସିକ’ ବୋଲ୍ଡ ସିନ୍

  • ଆଇସିସି ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ...

  • ପୋଙ୍ଗଲ ପାଳିବା ସହ ପୂଜାର୍ଚ୍ଚନା କଲେ ...

  • ଏହି ଆପ୍‌ରେ ଟିକେଟ୍ ବୁକିଂ କଲେ ମିଳିବ ୩ ...

  • ମକର ସଂକ୍ରାନ୍ତି: ୩ରାଶିଙ୍କ ଭାଗ୍ୟ ହେବ ...

  • ବୃଦ୍ଧ ପିତାମାତାଙ୍କୁ ଅଣଦେଖା କଲେ ...

ରାଜ୍ୟ
Home ›› ରାଜ୍ୟ ››ଓଡିଶାରେ ଭୂକମ୍ପ ଝଟକା

ଓଡିଶାରେ ଭୂକମ୍ପ ଝଟକା

2025-02-25 04:44:16
13383
Share:
Facebook
Twitter
E-Mail
WhatsApp
Telegram
ଓଡିଶାରେ ଭୂକମ୍ପ ଝଟକା

ଭୁବନେଶ୍ଵର: ସକାଳୁ ସକାଳୁ ଓଡିଶାରେ ଭୂକମ୍ପ ଝଟକା । ରାଜଧାନୀ ଭୁବନେଶ୍ଵର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମୃଦୁ ଭୂକମ୍ପର ପ୍ରଭାବ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୧ ରେକର୍ଡ ହୋଇଛି। ସକାଳ ୬ଟା ୧୦ମିନିଟରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି । ୨ରୁ ୩ ସେକେଣ୍ଡ ଯାଏଁ ପ୍ରଭାବ ଅନୁଭୂତ ହୋଇଥିଲା । ଭୁବନେଶ୍ଵର, ବାଲେଶ୍ଵର, ପାରାଦୀପ ସମେତ କୋଲକାତାରେ ପ୍ରଭାବ ଅନୁଭୂତ ହୋଇଛି । ବଙ୍ଗୋପାସାଗରରେ ଭୂମିକମ୍ପର କେନ୍ଦ୍ରସ୍ଥଳ  ରହିଥିବା ସୂଚନା ମିଳିଛି। ପୁରୀରୁ ୨୮୬ ଓ ଭୁବନେଶ୍ଵରରୁ ୨୯୭ କିମି ଏବଂ ବ୍ରହ୍ମପୁରଠାରୁ ୩୯୪ କିମି ଦୂରରେ ଏହାର କେନ୍ଦ୍ରସ୍ଥଳ ରହିଛି।  ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନି।

Powered by Froala Editor

Tags earthquake

Related articles Odisha News Lens 4.1

  • ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି, ତୁରନ୍ତ ଇରାନ ଛାଡି ଦିଅନ୍ତୁ
    ଦେଶ-ଦେଶାନ୍ତର

    ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି, ତୁରନ୍ତ ଇରାନ ଛାଡି ଦିଅନ୍ତୁ

    15340
    Jan 14, 2026
  • ବିଷ ଇଞ୍ଜେକ୍ସନ ଦେଇ ୫୦୦ କୁକୁରଙ୍କୁ ମାରିଦେଲେ ସରପଞ୍ଚ
    ଦେଶ-ଦେଶାନ୍ତର

    ବିଷ ଇଞ୍ଜେକ୍ସନ ଦେଇ ୫୦୦ କୁକୁରଙ୍କୁ ମାରିଦେଲେ ସରପଞ୍ଚ

    14742
    Jan 14, 2026
  • ବୃଦ୍ଧ ପିତାମାତାଙ୍କୁ ଅଣଦେଖା କଲେ କଟିଯିବ ୧୦ପ୍ରତିଶତ ଦରମା
    ଦେଶ-ଦେଶାନ୍ତର

    ବୃଦ୍ଧ ପିତାମାତାଙ୍କୁ ଅଣଦେଖା କଲେ କଟିଯିବ ୧୦ପ୍ରତିଶତ ଦରମା

    14611
    Jan 13, 2026
  •  ଏହି ଆପ୍‌ରେ ଟିକେଟ୍ ବୁକିଂ କଲେ ମିଳିବ ୩ ପ୍ରତିଶତ ରିହାତି
    ଦେଶ-ଦେଶାନ୍ତର

    ଏହି ଆପ୍‌ରେ ଟିକେଟ୍ ବୁକିଂ କଲେ ମିଳିବ ୩ ପ୍ରତିଶତ ରିହାତି

    13543
    Jan 14, 2026
  • ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ଏବେବି ରହିଛି ଚାପ
    ଦେଶ-ଦେଶାନ୍ତର

    ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ଏବେବି ରହିଛି ଚାପ

    14089
    Jan 14, 2026
  • ମକର ସଂକ୍ରାନ୍ତି: ୩ରାଶିଙ୍କ ଭାଗ୍ୟ ହେବ ମାଲାମାଲ
    ବିଶେଷ

    ମକର ସଂକ୍ରାନ୍ତି: ୩ରାଶିଙ୍କ ଭାଗ୍ୟ ହେବ ମାଲାମାଲ

    13590
    Jan 14, 2026
  • ଆଇସିସି ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ବିରାଟ କୋହଲି ନମ୍ବର ୱାନ୍ ବ୍ୟାଟର
    ଦେଶ-ଦେଶାନ୍ତର

    ଆଇସିସି ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ବିରାଟ କୋହଲି ନମ୍ବର ୱାନ୍ ବ୍ୟାଟର

    15328
    Jan 14, 2026
  • ପୋଙ୍ଗଲ ପାଳିବା ସହ ପୂଜାର୍ଚ୍ଚନା କଲେ ମୋଦୀ
    ଦେଶ-ଦେଶାନ୍ତର

    ପୋଙ୍ଗଲ ପାଳିବା ସହ ପୂଜାର୍ଚ୍ଚନା କଲେ ମୋଦୀ

    14923
    Jan 14, 2026
  • ବିବାଦରେ ‘ଟକ୍ସିକ’ ବୋଲ୍ଡ ସିନ୍
    ମନୋରଞ୍ଜନ

    ବିବାଦରେ ‘ଟକ୍ସିକ’ ବୋଲ୍ଡ ସିନ୍

    14448
    Jan 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏହି ଆପ୍‌ରେ ଟିକେଟ୍ ବୁକିଂ କଲେ ମିଳିବ ୩ ପ୍ରତିଶତ ରିହାତି

    13543
    Jan 14, 2026
  • ଦେଶ-ଦେଶାନ୍ତର

    ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ଏବେବି ରହିଛି ଚାପ

    14089
    Jan 14, 2026
  • ଦେଶ-ଦେଶାନ୍ତର

    ବୃଦ୍ଧ ପିତାମାତାଙ୍କୁ ଅଣଦେଖା କଲେ କଟିଯିବ ୧୦ପ୍ରତିଶତ ଦରମା

    14611
    Jan 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17292
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17372
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17718
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16192
    Apr 03, 2021

ବିଶେଷ

  • ମକର ସଂକ୍ରାନ୍ତି: ୩ରାଶିଙ୍କ ଭାଗ୍ୟ ହେବ ମାଲାମାଲ

    13590
    Jan 14, 2026
  • ଘରୋଇ ମଏଶ୍ଚରାଇଜର ଲଗାଇ ତ୍ଵଚାକୁ ରଖନ୍ତୁ ସୁସ୍ଥ

    13795
    Jan 13, 2026
  • ପ୍ରତିଦିନ ଖାଆନ୍ତୁ ଗୋଟିଏ କଞ୍ଚାକଦଳୀ

    16008
    Jan 10, 2026
  • ଗ୍ୟାଷ୍ଟିକରୁ ରକ୍ଷା ପାଇବା ପାଇଁ ଆପଣାନ୍ତୁ ଏହି ଉପାୟ

    14626
    Jan 09, 2026
  • କେଶକୁ ଘନ କରିବ ଏହି ସ୍ପ୍ରେ

    15672
    Jan 07, 2026

ବାଣିଜ୍ୟ

୧.୪୦ ଲକ୍ଷ ଟପିଲା ସୁନା

ପୁଣି ବଢିଛି ସୁନା ଓ ରୂପା ଦାମ୍‌ । ସୁନା ଗତ ସପ୍ତାହରେ ସାମାନ୍ୟ କମିଥିବା ବେଳେ ଏବେ ପୁଣି ନୂଆ ରେକର୍ଡ ଆଡକୁ ମାଡିଯାଉଛି । ୨୪କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୧.୪୦ଲକ୍ଷ ଅତିକ୍ରମ କରିଛି । ସେହିପରି ରୂପା ଦର ୧୨୦୦୦ରୁ ଅଧିକ ବୃଦ୍ଧି ପାଇଛି ।

ଭୁବନେଶ୍ବରରେ ୨୨ କ୍ୟାରେଟ୍‌ ସୁନାର ୧୦ ଗ୍ରାମ୍&zw ...

  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15460
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14427
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14528
    Dec 23, 2025
  • ସିମେଣ୍ଟ ମାନୁଫାକ୍‌ଚରର୍ସ ଆସୋସିଏସନ (ସିଏମ୍‌ଏ) ପ୍ରେସିଡେଣ୍ଟ ଭାବରେ ଶ୍ରୀ ପାର୍ଥ ଜିନ୍ଦଲଙ୍କ ନାମ ଘୋଷଣା କଲା; ଡ. ରାଘବପତ୍‌ ସିଂଘାଣିଆ ଭାଇସ୍‌ ପ୍ରେସିଡେଣ୍ଟ ଘୋଷିତ

    14237
    Dec 18, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ଏବେବି ରହିଛି ଚାପ

    14089
    Jan 14, 2026
  • ବୃଦ୍ଧ ପିତାମାତାଙ୍କୁ ଅଣଦେଖା କଲେ କଟିଯିବ ୧୦ପ୍ରତିଶତ ଦରମା

    14611
    Jan 13, 2026
  • ଏହି ଆପ୍‌ରେ ଟିକେଟ୍ ବୁକିଂ କଲେ ମିଳିବ ୩ ପ୍ରତିଶତ ରିହାତି

    13543
    Jan 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In