ଧକ୍କା ଦେଲା ମୋ ବସ୍, ୨ ଗୁରୁତର

ଭୁବନେଶ୍ୱର: ମୋ ବସ ଧକ୍କାରେ ୨ଜଣ ଯୁବକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।ଆଜି ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟର କ୍ୟାଣ୍ଟିନ ଛକରେ ୨ଜଣ ଯୁବକଙ୍କୁ ମୋ ବସ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ୨ଜଣ ଯୁବକ ଗୁରୁତର ଭାବେ ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ସେମାନଙ୍କୁ ଉଦ୍ଧା କରି ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।
Powered by Froala Editor