Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

ମନୋରଞ୍ଜନ
Home ›› ମନୋରଞ୍ଜନ ››ଗୋବିନ୍ଦାଙ୍କ ଛାଡ଼ପତ୍ର ଖବର ପରେ ଏମିତି ଜବାବ ଦେଲେ ସୁନୀତା

ଗୋବିନ୍ଦାଙ୍କ ଛାଡ଼ପତ୍ର ଖବର ପରେ ଏମିତି ଜବାବ ଦେଲେ ସୁନୀତା

2025-02-25 19:31:34
15389
Share:
Facebook
Twitter
E-Mail
WhatsApp
Telegram
ଗୋବିନ୍ଦାଙ୍କ ଛାଡ଼ପତ୍ର ଖବର ପରେ ଏମିତି ଜବାବ ଦେଲେ ସୁନୀତା

ବଲିଉଡ୍‌ରେ ଅନେକ ଦମ୍ପତିଙ୍କର ଛାଡପତ୍ର ନେଇ ଖବର ଅଧିକାଂଶ ସମୟରେ ଶୁଣିବାକୁ ମିଳିଥାଏ । ତେବେ ନିକଟରେ ବଲିଉଡ୍‌ର ସୁପରଷ୍ଟାର ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନୀତାଙ୍କର ଛାଡପତ୍ର ହେବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ଏହି ଦମ୍ପତିଙ୍କ ବିବାହକୁ ୩୭ ବର୍ଷ ପୂରଣ ହୋଇ ସାରିଛି। କିଛି ରିପୋର୍ଟ ଏବଂ ସୋସିଆଲ ମିଡିଆ ପୋଷ୍ଟରୁ ଜଣାଯାଇଛି ଯେ ଦୀର୍ଘ ୩୭ ବର୍ଷ ପରେ ସେମାନଙ୍କ ବୈବାହିକ ଜୀବନ ଭାଙ୍ଗିପାରେ।

ଖବର ଅନୁଯାୟୀ, ଏହି ଦମ୍ପତି ୧୧ ମାର୍ଚ୍ଚ ୧୯୮୭ରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ । ବିବାହ ପରେ ଉଭୟଙ୍କ ଜୀବନରେ ଅନେକ ଉତ୍ଥାନ-ପତ୍ତନ ଦେଖାଯାଇଥିଲା । ମାତ୍ର ବର୍ତ୍ତମାନ ଅଲଗା ହେବା ନେଇ ଖବର ଜୋର ଧରିଛି । ଛାଡପତ୍ରର କାରଣ କୁହାଯାଇଛି ଯେ ୩୦ ବର୍ଷ ବୟସ୍କା ଜଣେ ମରାଠୀ ଅଭିନେତ୍ରୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କ ଥିବାରୁ ଗୋବିନ୍ଦା ଏବଂ ସୁନୀତାଙ୍କ ମଧ୍ୟରେ ଛାଡପତ୍ର ହେବାକୁ ଯାଉଛି। ଏକ ରିପୋର୍ଟରେ କୁହାଯାଇଛି ଯେ ଉଭୟଙ୍କ ମଧ୍ୟରେ ମନାନ୍ତର କ୍ରମାଗତ ଭାବେ ବଢୁଥିଲା ଏବଂ ଭିନ୍ନ ଭିନ୍ନ ଜୀବନଶେଳୀ କାରଣରୁ ସେମାନଙ୍କ ବୈବାହିକ ସମ୍ପର୍କ ଏଭଳି ସ୍ଥିତିକୁ ଆସିଛି।

ଏହି ଗୁଜବ ପରେ ସୁନୀତା ଦେଇଥିବା ଏକ ସାକ୍ଷାତକାରରେ ସ୍ପଷ୍ଟ କରିଛନ୍ତି, "ଆମକୁ କେହି ଅଲଗା କରିପାରିବେ ନାହିଁ। ତାଙ୍କ ସହ ମୋର ବହୁତ ମଜ୍ଜା ହୁଏ। ଏମିତି କିଛି ଲୋକ ଅଛନ୍ତି ଯେଉଁମାନେ ଘର ଭାଙ୍ଗିବାକୁ ଚାହାଁନ୍ତି। ମୁଁ କାହାକୁ ଘର ଭାଙ୍ଗିବାକୁ ଦେବି ନାହିଁ। ମୁଁ ଜିତିବି କାରଣ ବାବା ମୋ ସାଙ୍ଗରେ ଅଛନ୍ତି।"


Powered by Froala Editor

Tags gobinda

Related articles Odisha News Lens 4.1

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13751
    Oct 17, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    13976
    Oct 17, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14665
    Oct 17, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13579
    Oct 17, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14054
    Oct 17, 2026
  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ
    ଦେଶ-ଦେଶାନ୍ତର

    ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

    13548
    Oct 17, 2026
  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    13941
    Oct 17, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15344
    Oct 17, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14773
    Oct 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ଲାଲକୃଷ୍ଣ ଆଡଭାନୀ

    14007
    Oct 17, 2026
  • ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13751
    Oct 17, 2026
  • ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14665
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17190
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17885
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17832
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18254
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15047
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14655
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14760
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15762
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14435
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14535
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13984
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15104
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15812
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    13976
    Oct 17, 2026
  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

    13548
    Oct 17, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13579
    Oct 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In