Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

  • ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ...

  • ମନ୍ଦିରରୁ ନବବଧୂକୁ ଉଠାଇନେଲେ

  • ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର

  • ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ...

  • ବାଲକୋନିରୁ ଛେପ ପକାଉଥିବା ବେଳେ ୧୧ ହଜାର ...

  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ ...

  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ...

  • ବିଲୁପ୍ତପ୍ରାୟ ସ୍ଲୋ ଲୋରିସ୍‌ ଚିହ୍ନଟ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସେନା ଗାଡ଼ିକୁ ଗୁଳି ମାଡ କଲେ ଆତଙ୍କବାଦୀ, ପାଲଟା ଜବାବ ଦେଲେ ଯବାନ

ସେନା ଗାଡ଼ିକୁ ଗୁଳି ମାଡ କଲେ ଆତଙ୍କବାଦୀ, ପାଲଟା ଜବାବ ଦେଲେ ଯବାନ

2025-02-26 19:32:42
16202
Share:
Facebook
Twitter
E-Mail
WhatsApp
Telegram
ସେନା ଗାଡ଼ିକୁ ଗୁଳି ମାଡ କଲେ ଆତଙ୍କବାଦୀ, ପାଲଟା ଜବାବ ଦେଲେ ଯବାନ

ଜାମ୍ମୁ-କାଶ୍ମୀରର ରଜୌରୀ ଅନ୍ତର୍ଗତ ସୁନ୍ଦରବନି ଅଞ୍ଚଳରେ ବୁଧବାର ସେନା ଗାଡ଼ି ଉପରେ ଆକ୍ରମଣ ହୋଇଛି।  ଏଠାରେ ସେନା ଗାଡ଼ି ଉପରେ ଅନେକ ରାଉଣ୍ଡ ଗୁଳିଚାଳନା କରାଯାଇଛି। ଏହା ପରେ ସୁରକ୍ଷା ବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି।

ସୂଚନା ଅନୁଯାୟୀ, ଜମ୍ମୁର ରାଜୌରୀର ସୁନ୍ଦରବନୀ ସେକ୍ଟରରେ ବୁଧବାର ଅପରାହ୍ନ ପ୍ରାୟ ୧୨.୪୫ ସମୟରେ ଏକ ସେନା ଗାଡ଼ି ଉପରେ ୪ ରୁ ୫ ରାଉଣ୍ଡ ଗୁଳିଚାଳନା କରାଯାଇଥିଲା। ଏହି ଘଟଣା ଘଟାଇବା ପରେ ଆତଙ୍କବାଦୀମାନେ ତୁରନ୍ତ ଘଟଣାସ୍ଥଳରୁ ପଳାଇ ଯାଇଥିଲେ।

ଆତଙ୍କବାଦୀମାନେ ନିକଟ ଜଙ୍ଗଲରେ ଲୁଚି ରହିଥିଲେ। ସେହିବାଟ ଦେଇ ଯବାନଙ୍କ ଗାଡ଼ି ଯିବା ସମୟରେ ଗୁଳିମାଡ଼ କରିଥିଲେ। ଫଳରେ ଯବାନମାନଙ୍କ ପକ୍ଷରୁ ଆତଙ୍କବାଦୀଙ୍କ ଉପରକୁ ଗୁଳିମାଡ଼ କରାଯାଇଥିଲା। ଯାହାଫଳରେ ଆତଙ୍କୀମାନେ ଜଙ୍ଗଲ ଭିତରକୁ ପଳାଇଥିଲେ। ବର୍ତ୍ତମାନ ଏହି ଘଟଣାରେ କେହି ମୃତ କିମ୍ବା ଆହତ ହୋଇଥିବାର କୌଣସି ଖବର ମିଳିପାରିନାହିଁ। 

Powered by Froala Editor

Tags firing

Related articles Odisha News Lens 4.1

  • ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର
    ଦେଶ-ଦେଶାନ୍ତର

    ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର

    15116
    Oct 27, 2026
  • ମନ୍ଦିରରୁ ନବବଧୂକୁ ଉଠାଇନେଲେ
    ଦେଶ-ଦେଶାନ୍ତର

    ମନ୍ଦିରରୁ ନବବଧୂକୁ ଉଠାଇନେଲେ

    14434
    Oct 27, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ  ସ୍ତନ କର୍କଟ ସଚେତନତା ମାସ ...
    ବାଣିଜ୍ୟ

    କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ...

    14774
    Oct 26, 2026
  • ବିଲୁପ୍ତପ୍ରାୟ ସ୍ଲୋ ଲୋରିସ୍‌ ଚିହ୍ନଟ, ୧୯୩୦ ଦଶକରୁ ଗାଏବ ହୋଇଯାଇଥିଲେ
    ଦେଶ-ଦେଶାନ୍ତର

    ବିଲୁପ୍ତପ୍ରାୟ ସ୍ଲୋ ଲୋରିସ୍‌ ଚିହ୍ନଟ, ୧୯୩୦ ଦଶକରୁ ଗାଏବ ହୋଇଯାଇଥିଲେ

    15502
    Oct 26, 2026
  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା
    ବାଣିଜ୍ୟ

    ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    15707
    Oct 26, 2026
  • ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ୫ ରାଜ୍ୟକୁ ଆଲର୍ଟ
    ଦେଶ-ଦେଶାନ୍ତର

    ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ୫ ରାଜ୍ୟକୁ ଆଲର୍ଟ

    13575
    Oct 27, 2026
  • ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି
    ଦେଶ-ଦେଶାନ୍ତର

    ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

    14922
    Oct 27, 2026
  • ବାଲକୋନିରୁ ଛେପ ପକାଉଥିବା ବେଳେ ୧୧ ହଜାର ଭୋଲ୍ଟ ସକ୍ ଲାଗି ବୃଦ୍ଧ ମୃତ
    ଦେଶ-ଦେଶାନ୍ତର

    ବାଲକୋନିରୁ ଛେପ ପକାଉଥିବା ବେଳେ ୧୧ ହଜାର ଭୋଲ୍ଟ ସକ୍ ଲାଗି ବୃଦ୍ଧ ମୃତ

    15169
    Oct 27, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....
    ବିଶେଷ

    ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14344
    Oct 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାଲକୋନିରୁ ଛେପ ପକାଉଥିବା ବେଳେ ୧୧ ହଜାର ଭୋଲ୍ଟ ସକ୍ ଲାଗି ବୃଦ୍ଧ ମୃତ

    15169
    Oct 27, 2026
  • ବିଶେଷ

    ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14344
    Oct 27, 2026
  • ବାଣିଜ୍ୟ

    କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ...

    14774
    Oct 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17225
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17916
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17864
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18286
    Sep 06, 2023

ବିଶେଷ

  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14344
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    15766
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14867
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15599
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15761
    Oct 23, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    15707
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14276
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15123
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14819
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମନ୍ଦିରରୁ ନବବଧୂକୁ ଉଠାଇନେଲେ

    14434
    Oct 27, 2026
  • ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ୫ ରାଜ୍ୟକୁ ଆଲର୍ଟ

    13575
    Oct 27, 2026
  • ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

    14922
    Oct 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In