Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ...

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ...

  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

  • ଭାରତରେ ହେବାକୁ ଥିବା ବ୍ରିକ୍ସ ...

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

ରାଜ୍ୟ
Home ›› ରାଜ୍ୟ ››୮ ରେ ଏକ କୋଟି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା

୮ ରେ ଏକ କୋଟି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା

2025-03-01 07:03:36
14468
Share:
Facebook
Twitter
E-Mail
WhatsApp
Telegram
୮ ରେ ଏକ କୋଟି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ବର : ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସରେ ଏକ କୋଟି ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ପ୍ରଥମ ପର୍ଯ୍ୟାୟର ୪ଟି କିସ୍ତିରେ ପ୍ରାୟ ୯୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ଯୋଜନାରେ ଅନ୍ତର୍ଭୁକ୍ତ କରି ୫ହଜାର ଟଙ୍କା ଲେଖାଏଁ ଦିଆଯାଇଛି। ଏନ୍‌ପିସିଆର ଠିକ୍ ହୋଇଥିବାରୁ ୨ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ପୁଣି ସୁଭଦ୍ରା ଯୋଜନାରେ ସାମିଲ କରି କୋଟିଏ ହିତାଧିକାରୀଙ୍କୁ ଦ୍ବିତୀୟ ପର୍ଯ୍ୟାୟର କିସ୍ତି ଟଙ୍କା ଦିଆଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରହ୍ମପୁରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରି ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ହସ୍ତାନ୍ତର କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ଶ୍ରୀମତୀ ପରିଡ଼ା କହିଥିଲେ, ସୁଭଦ୍ରାରେ ମହିଳାଙ୍କ ସଂଖ୍ୟା କୋଟିଏ ଛୁଇଁବ ବୋଲି ପୂର୍ବରୁ ସରକାର କହିଥିଲେ। ମାର୍ଚ୍ଚ ୮ରେ ଏହି ଲକ୍ଷ୍ୟ ପୂରଣ ହେବାକୁ ଯାଉଛି। ମହିଳା ଓ ଶିଶୁ ବିକାଶ ବିଭାଗ ସଚିବଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଗଠିତ ସୁଭଦ୍ରା ଦଳ କୋଟିଏ ମହିଳାଙ୍କ ପାଖରେ ଆର୍ଥିକ ସହାୟତା ପହଞ୍ଚାଇବାରେ ସକ୍ଷମ ହେବେ। ବ୍ରହ୍ମପୁରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରି ମହିଳାଙ୍କୁ ଆର୍ଥିକ କ୍ଷେତ୍ରରେ ସ୍ବାବଲମ୍ବୀ କରିବାକୁ କିସ୍ତି ଟଙ୍କା ଦିଆଯିବ। ପ୍ରଥମ ପର୍ଯ୍ୟାୟରେ ୫ହଜାର ଟଙ୍କା ପାଇଥିବା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଦ୍ବିତୀୟ ପର୍ଯ୍ୟାୟରେ ୫ହଜାର ଟଙ୍କା ଦିଆଯିବ। ଯେଉଁ ୨ଲକ୍ଷରୁ ଊର୍ଦ୍ଧ୍ବ ମହିଳା ପ୍ରଥମ ପର୍ଯ୍ୟାୟର କିସ୍ତି ଟଙ୍କା ପାଇନାହାନ୍ତି ସେମାନଙ୍କ ବ୍ୟାଙ୍କ ଖାତାକୁ ପ୍ରଥମ ଏବଂ ଦ୍ବିତୀୟ ପର୍ଯ୍ୟାୟର କିସ୍ତି ଟଙ୍କା ମିଶି ମୋଟ ୧୦ ହଜାର ଟଙ୍କା ପଠାଯିବ। ବାଲ୍ୟବିବାହ ରୋକିବାରେ ମାନସିକସ୍ତରରେ ଝିଅମାନେ ପ୍ରସ୍ତୁତ ହୁଅନ୍ତୁ। ସମାଜରେ ନିଜକୁ କିଶୋରୀ ଅବସ୍ଥାରେ ବିଭିନ୍ନ ଘଟଣାକୁ ସମ୍ମୁଖୀନ ହେବାର ସାହସ ରଖନ୍ତୁ। ଏଥିପାଇଁ ଯୋଗ କରିବାକୁ ପଡ଼ିବ ଏବଂ ନିୟମିତ ଭାବେ ଅଭ୍ୟାସ କରିବାକୁ ହେବ। ମା’ମାନେ ମଧ୍ୟ ନିଜ ଝିଅକୁ କିଶୋରୀ ଅବସ୍ଥାରେ ଏଥିପାଇଁ ପ୍ରସ୍ତୁତ କରାଇବା ଦରକାର। ମହିଳାମାନେ ସଶକ୍ତ ହେଲେ ନାରୀଶକ୍ତି ସକ୍ରିୟ ହେବ ବୋଲି ଶ୍ରୀମତୀ ପରିଡ଼ା କହିଥିଲେ।

Powered by Froala Editor

Tags Suvadra yojana

Related articles Odisha News Lens 4.1

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13940
    Sep 11, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...

    14794
    Sep 12, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15571
    Sep 11, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13866
    Sep 11, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    13904
    Sep 12, 2026
  • ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...
    ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...

    14116
    Sep 11, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14597
    Sep 10, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13745
    Sep 10, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍
    ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13595
    Sep 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13866
    Sep 11, 2026
  • ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହିଁକି?

    14116
    Sep 11, 2026
  • ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର କୋରାପୁଟ କଫି

    14794
    Sep 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17090
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17762
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17756
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18162
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13940
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16026
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14596
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13905
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14712
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14042
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14694
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15033
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14993
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13866
    Sep 11, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13745
    Sep 10, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    13904
    Sep 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In