Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, February 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ...

  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ...

  • ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

  • ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ...

  • ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ

  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ...

  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ...

  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, ...

  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ...

  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

Home ›› ››ଏବର୍ଷ ପାଳନ ହେଲାନି ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା, ଉପବାସରେ ରହିଲେ ଦିଅଁ

ଏବର୍ଷ ପାଳନ ହେଲାନି ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା, ଉପବାସରେ ରହିଲେ ଦିଅଁ

2025-03-02 07:02:29
14665
Share:
Facebook
Twitter
E-Mail
WhatsApp
Telegram
ଏବର୍ଷ ପାଳନ ହେଲାନି ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା, ଉପବାସରେ ରହିଲେ ଦିଅଁ

ଭୁବନେଶ୍ବର : ଏବର୍ଷ ପାଳନ ହେଲାନି ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା। ଶନିବାର ବୀରକିଶୋର ବଲ୍ଲଭ ନୀତିରୁ ଦିଅଁଙ୍କ ନୀତି ଆଗକୁ ବଢ଼ିନଥିଲା। ଅପରାହ୍ଣ ପ୍ରାୟ ସାଢ଼େ ୪ଟାରୁ ଦିଅଁଙ୍କ ସମସ୍ତ ନୀତି ବନ୍ଦ ‌େ‌ହାଇଗଲା। ଦ୍ବିପ୍ରହର ଧୂପ, ଟେରାଫିଟା, ସନ୍ଧ୍ୟା ଧୂପ ଓ ବଡ଼ସିଂହାର ହୋଇପାରିଲାନି। ନୀତିବନ୍ଦ ଯୋଗୁଁ ଉପବାସ ତଥା ଉଜାଗର ରହିଲେ ଦିଅଁ। ପରମ୍ପରା ରକ୍ଷା କରି ପାରୁନଥିବାରୁ ଦିଅଁଙ୍କ ଯାତ୍ରା ପରମ୍ପରା ଭଙ୍ଗ ହେବା ଯୋଗୁଁଁ ପ୍ରଶାସନକୁ ଦାୟୀ କରିଛନ୍ତି ଶ୍ରଦ୍ଧାଳୁ ଓ ସେବାୟତ। ପ୍ରତିବର୍ଷ ମହାଶିବରାତ୍ରୀ ଯିବାର ପ୍ରଥମ ଶନିବାର ମହାପ୍ରଭୁଙ୍କ ହାଣ୍ଡିଭଙ୍ଗା ଯାତ୍ରା ପଡ଼ିଥାଏ। ମହାପ୍ରଭୁ ସୁସଜ୍ଜିତ ପାଲିଙ୍କି ଓ ବିମାନରେ କପିଳେଶ୍ବର ମନ୍ଦିରକୁ ଯାତ୍ରା କରିଥାନ୍ତି। ସେଠାରେ ମହାପ୍ରଭୁଙ୍କ ସହ ଶନିଶ୍ଚରଙ୍କ ଭେଟଆଳତି ହୋଇଥାଏ। ଦିଅଁଙ୍କର ଏହି ପରମ୍ପରା ବହୁ ବର୍ଷଧରି ପାଳନ ହୋଇଆସୁଛି। କପିଳେଶ୍ବର ଓ ଲିଙ୍ଗରାଜ ସେବାୟତଙ୍କ ସମନ୍ବୟରେ ହାଣ୍ଡିଭଙ୍ଗା ଯାତ୍ରା ସମ୍ପନ୍ନ କରାଯାଏ। କିନ୍ତୁ ୨୦୧୫ ମସିହାରୁ ଏହି ଯାତ୍ରା ପରମ୍ପରାରେ ବ୍ୟତିକ୍ରମ ପରିଲକ୍ଷିତ ହେଉଛି। କପିଳେଶ୍ବର ମନ୍ଦିରରେ ମଲିଆ ଓ ଖୁଣ୍ଟିଆ ସେବାୟତଙ୍କ ଭିତରେ ସେବାପୂଜା ଅଧିକାର ବିବାଦକୁ ନେଇ ଲିଙ୍ଗରାଜଙ୍କ ଯାତ୍ରା ପରମ୍ପରା ଭାଙ୍ଗୁଛି। ଏହାକୁ ଦୃଷ୍ଟିରେ ରଖି ଲିଙ୍ଗରାଜଙ୍କ ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି ଓ ପୂଜାପଣ୍ଡା ନିଯୋଗ ସମ୍ପାଦକ ସଚ୍ଚିକାନ୍ତ ପୂଜାପଣ୍ଡା ଚଳିତବର୍ଷ ହାଣ୍ଡିଭଙ୍ଗା ଯାତ୍ରା ପାଳନ ହେବ କି ନାହିଁ ତାହା ଶ୍ରୀଲିଙ୍ଗରାଜ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କଠାରୁ ଜାଣିବାକୁ ଚାହିଁଥିଲେ। ଦିଅଁଙ୍କ ହାଣ୍ଡିଭଙ୍ଗା ଯାତ୍ରା ପରମ୍ପରା ସହ ମହାଶିବରାତ୍ରିରେ କପିଳେଶ୍ବରଙ୍କ ମଲିଆ ସେବାୟତଙ୍କ ୧୦୮ଜଳଲାଗି ପରମ୍ପରା ଜଡ଼ିତ ରହିଛି। ଏବର୍ଷ କପିଳେଶ୍ବର ମନ୍ଦିର ପ୍ରଶାସନ ତରଫରୁ ତାହା ପାଳନ କରାଯାଇ ନାହିଁ। ପୂର୍ବ ପରମ୍ପରା ରକ୍ଷା କରାଯାଇ ପାରୁନଥିବାରୁ ହାଣ୍ଡିଭଙ୍ଗା ଯାତ୍ରା ହୋଇପାରୁନି ବୋଲି ଲିଙ୍ଗରାଜ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଅତିରିକ୍ତ ଜିଲାପାଳ ରୁଦ୍ରନାରାୟଣ ମହାନ୍ତି କହିଛନ୍ତି। ୧୦ବର୍ଷ ହେବ ପରମ୍ପରା ବଞ୍ଚାଇ ପାରୁନଥିବା କପିଳେଶ୍ବର ମନ୍ଦିର ପ୍ରଶାସନକୁ ଲିଙ୍ଗରାଜ ସେବାୟତମାନେ ଦାୟୀ କରିଛନ୍ତି। ଏ ଦିଗରେ ଉଚ୍ଚସ୍ତରୀୟ ତଦନ୍ତ କରାଯାଇ ବିହିତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି। ସୂଚନାଯୋଗ୍ୟ, ଚଳିତବର୍ଷ ମକର ସଂକ୍ରାନ୍ତି ପୂର୍ବଦିନ ଲିଙ୍ଗରାଜଙ୍କ ନବାଙ୍କବେଢ଼ା ନୀତିରେ ବିବାଦ ଦେଖା ଦେଇଥିଲା। ଦୁଇ ନିଯୋଗଙ୍କୁ ନେଇ ବିବାଦ ବଢ଼ିଥିଲା। ଦିଅଁ ଶୀତକାକରରେ ଦୁଇଦିନ ଉପବାସ ରହିଥିଲେ। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଦିଅଁଙ୍କ ନୀତିବନ୍ଦ ଉପରେ ତୁରନ୍ତ ହସ୍ତକ୍ଷେପ କରିଥିଲେ। ମନ୍ଦିର ଟ୍ରଷ୍ଟବୋର୍ଡର ସଭାପତି ତଥା ଜିଲାପାଳ ଚଞ୍ଚଲ ରାଣାଙ୍କୁ ନୀତିକାନ୍ତି ସ୍ବାଭାବିକ କରିବାକୁ ନିର୍ଦେଶ ଦେଇଥିଲେ। ମନ୍ତ୍ରୀଙ୍କ ତାଗିଦ୍ ପରେ ଜିଲା ପ୍ରଶାସନ କ୍ରିୟାଶୀଳ ହୋଇ ନୀତିକାନ୍ତି ସ୍ବାଭାବିକ କରିଥିଲେ। କିନ୍ତୁ ଶନିବାର  ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ଥିଲେ ହେଁ ପରମ୍ପରା ରକ୍ଷା ଦିଗରେ କାହାର ନିଦ ନଭାଙ୍ଗିବା ଘଟଣାକୁ ସବୁ ମହଲରେ ନିନ୍ଦା କରାଯାଇଛି।

Powered by Froala Editor

Tags Lingaraj tempel

Related articles Odisha News Lens 4.1

  • ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ
    ଦେଶ-ଦେଶାନ୍ତର

    ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

    15486
    Feb 26, 2026
  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ

    15041
    Feb 25, 2026
  • ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ
    ମନୋରଞ୍ଜନ

    ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ

    13559
    Feb 26, 2026
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ
    ଦେଶ-ଦେଶାନ୍ତର

    ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14081
    Feb 26, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍
    ବିଶେଷ

    ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13770
    Feb 26, 2026
  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’
    ମନୋରଞ୍ଜନ

    ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

    15114
    Feb 25, 2026
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା
    ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14233
    Feb 25, 2026
  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ
    ମନୋରଞ୍ଜନ

    ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ

    14506
    Feb 25, 2026
  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ
    ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13535
    Feb 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

    15486
    Feb 26, 2026
  • ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14233
    Feb 25, 2026
  • ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13535
    Feb 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17353
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17423
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17768
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16242
    Apr 03, 2021

ବିଶେଷ

  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13770
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    15079
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15868
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16156
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14555
    Feb 20, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15118
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14969
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14482
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16094
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13535
    Feb 26, 2026
  • ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ଦୁର୍ନୀତି’ ସଂକ୍ରାନ୍ତ ଅଧ୍ୟାୟ

    15350
    Feb 26, 2026
  • ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ

    13559
    Feb 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In