ପଞ୍ଚାୟତ କାର୍ଯ୍ୟାଳୟର ତାଲା ଭାଙ୍ଗି ଲୁଟିନେଲେ
ହିନ୍ଦୋଳ: ବୁହାଳିପାଳ ପଞ୍ଚାୟତ କାର୍ଯ୍ୟାଳୟର ତାଲା ଭାଙ୍ଗି ଲୁଟ ହୋଇଥିବା ଅଭିଯୋଗ କରାଯାଇଛି। ଏସି, ଟିଭି ସହ ଅନ୍ୟ ସାମଗ୍ରୀ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ବିଳମ୍ବିତ ରାତିରେ ପଞ୍ଚାୟତ କାର୍ଯ୍ୟାଳୟର ତାଲା ଭାଙ୍ଗି ଲୁଟିନେଇଥିବା ଅଭିଯୋଗ ହୋଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି।
Powered by Froala Editor