Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ...

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଘୋଷଣା ହେଲା ଜେଇଇ ମେନ୍‌ ତୃତୀୟ, ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ତାରିଖ

ଘୋଷଣା ହେଲା ଜେଇଇ ମେନ୍‌ ତୃତୀୟ, ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ତାରିଖ

2021-07-06 16:45:51
15509
Share:
Facebook
Twitter
E-Mail
WhatsApp
Telegram
ଘୋଷଣା ହେଲା ଜେଇଇ ମେନ୍‌ ତୃତୀୟ, ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ତାରିଖ

ନୂଆଦିଲ୍ଲୀ: ପ୍ରତୀକ୍ଷାର ଅନ୍ତ ଘଟିଛି । ଘୋଷଣା ହୋଇଛି ଜେଇଇ ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ଲାଗି ପରୀକ୍ଷା ତାରିଖ । ଜୁଲାଇ ଓ ଅଗଷ୍ଟ ମାସରେ ପରୀକ୍ଷା ହେବ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରୀୟାଲ୍ ନିଶଙ୍କ ସୂଚନା ଦେଇଛନ୍ତି । 

ତୃତୀୟ ପର୍ଯ୍ୟାୟ ପରୀକ୍ଷା ଜୁଲାଇ ୨୦ରୁ ୨୫ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ । ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ଜୁଲାଇ ୨୭ରୁ ଅଗଷ୍ଟ ୨ ତାରିଖ ମଧ୍ୟରେ  ଆୟୋଜନ କରାଯିବ । କରୋନା ଯୋଗୁ ଯେଉଁ ଛାତ୍ରଛାତ୍ରୀମାନେ ରେଜିଷ୍ଟର୍ କରିପାରିନଥିଲେ, ସେମାନେ ପୁଣିଥରେ ଆବେଦନ କରିପାରିବେ । ଶିକ୍ଷାମନ୍ତ୍ରୀଙ୍କ ଏହି ଘୋଷଣା ପରେ ଛାତ୍ରଛାତ୍ରୀ ଆଶ୍ୱସ୍ତ ହୋଇଛନ୍ତି । 

ତୃତୀୟ ସେସନ୍ ପାଇଁ ଆବେଦନ ଜୁଲାଇ ୬ରୁ ଜୁଲାଇ ୮ ତାରିଖ ଭିତରେ କରିପାରିବେ । ସେହିପରି ଚତୁର୍ଥ ସେସନ୍ ପାଇଁ ଜୁଲାଇ ୯ରୁ ୧୨ ତାରିଖ ଭିତରେ ଆବେଦନ କରିପାରିବେ । ରେଜିଷ୍ଟ୍ରେସନ୍ ସମୟରେ ପ୍ରାର୍ଥୀମାନେ ନିଜ ପସନ୍ଦର ପରୀକ୍ଷା କେନ୍ଦ୍ର ମଧ୍ୟ ବଦଳାଇ ପାରିବେ ବୋଲି ଶିକ୍ଷାମନ୍ତ୍ରୀ କହିଛନ୍ତି । ଜେଇଇ ମେନ୍‌ ପରୀକ୍ଷା ୪ଥର ଆୟୋଜିତ ହେଉଛି । ଯେଉଁ ପରୀକ୍ଷା ପର୍ଯ୍ୟାୟରେ ଛାତ୍ରଛାତ୍ରୀଙ୍କ ସ୍କୋର ଅଧିକ ହେବ ତାହାକୁ ସାମିଲ କରାଯିବ ।

କରୋନା ମହାମାରୀ ଯୋଗୁ ଏପ୍ରିଲ୍ ଓ ମେ’ ସେସନ୍ ପରୀକ୍ଷାକୁ ନ୍ୟାଶନାଲ୍ ଟେଷ୍ଟିଂ ଏଜେନ୍ସି (ଏନଟିଏ) ସ୍ଥଗିତ କରିଥିଲା । ଜେଇଇ ମେନ୍ ୨୦୨୧ର ଦୁଇଟି ସେସନ୍ ଫେବୃଆରୀ ଓ ମାର୍ଚ୍ଚର ପରୀକ୍ଷା ହୋଇସାରିଛି । ଏପ୍ରିଲ ସେସନ୍ ପରୀକ୍ଷା ୨୭, ୨୮, ୩୦ରେ ହେବାର ଥିଲା । ମେ’ ସେସନର ପରୀକ୍ଷା ମେ’ ୨୪ରୁ ୨୮ ତାରିଖ ପର୍ଯ୍ୟନ୍ତ ହେବା ପାଇଁ ସ୍ଥିର ହୋଇଥିଲା ।

Powered by Froala Editor

Tags jee main date declare

Related articles Odisha News Lens 4.1

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15556
    Jul 08, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    14122
    Jul 08, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14582
    Jul 07, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15246
    Jul 08, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା
    ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14449
    Jul 08, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13652
    Jul 07, 2026
  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...

    15126
    Jul 07, 2026
  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ
    ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13817
    Jul 07, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13490
    Jul 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14449
    Jul 08, 2026
  • ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14468
    Jul 08, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ଆଦିପୂର୍ଣ୍ଣ’ ପଦକ

    15126
    Jul 07, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18035
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15231
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15567
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15373
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15238
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14662
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15838
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15708
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13814
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14926
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13490
    Jul 08, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15556
    Jul 08, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14468
    Jul 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In