Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, August 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବ୍ରିଟେନ, ଫ୍ରାନ୍ସ ଓ ୟୁକ୍ରେନ ପକ୍ଷରୁ ଚାଲିଛି ମିଳିତ ଶାନ୍ତି ପ୍ରସ୍ତାବ ପ୍ରସ୍ତୁତି

ବ୍ରିଟେନ, ଫ୍ରାନ୍ସ ଓ ୟୁକ୍ରେନ ପକ୍ଷରୁ ଚାଲିଛି ମିଳିତ ଶାନ୍ତି ପ୍ରସ୍ତାବ ପ୍ରସ୍ତୁତି

2025-03-03 10:23:52
14762
Share:
Facebook
Twitter
E-Mail
WhatsApp
Telegram
ବ୍ରିଟେନ, ଫ୍ରାନ୍ସ ଓ ୟୁକ୍ରେନ ପକ୍ଷରୁ ଚାଲିଛି ମିଳିତ ଶାନ୍ତି ପ୍ରସ୍ତାବ ପ୍ରସ୍ତୁତି

ଲଣ୍ଡନ : ରୁଷ୍ ସହିତ ୟୁକ୍ରେନରେ ଲାଗି ରହିଥିବା ଯୁଦ୍ଧକୁ ବନ୍ଦ କରିବା ଲାଗି ବ୍ରିଟେନ, ଫ୍ରାନ୍ସ ଓ ୟୁକ୍ରେନ ପକ୍ଷରୁ ଏକ ମିଳିତ ଶାନ୍ତି ପ୍ରସ୍ତାବ ପ୍ରସ୍ତୁତ କରାଯାଉଛି। ତିନି ରାଷ୍ଟ୍ର ପକ୍ଷରୁ ପ୍ରସ୍ତୁତ ମିଳିତ ଶାନ୍ତି ପ୍ରସ୍ତାବ ଆମେରିକାକୁ ଦିଆଯିବ। ଯାହାକୁ ଆମେରିକା କାର୍ଯ୍ୟକାରୀ କରିବା ଲାଗି ରୁଷ୍ ସହିତ ଆଲୋଚନା କରିବ। ମିଳିତ ଶାନ୍ତି ପ୍ରସ୍ତାବ ତିଆରି କରାଯିବା ସମ୍ପର୍କରେ ବ୍ରିଟେନ ପ୍ରଧାନମନ୍ତ୍ରୀ କେର୍‌ ଷ୍ଟାର୍ମର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ରିପୋର୍ଟ ଅନୁଯାୟୀ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୟୁକ୍ରେନରେ ଏକ ସ୍ଥାୟୀ ଶାନ୍ତି ପ୍ରତିଷ୍ଠା କରିବାକୁ ଚାହୁଁଛନ୍ତି। ବିଶ୍ବର କୌଣସି ପ୍ରକାର ଶାନ୍ତି ବୁଝାମଣା କରିବାକୁ ହେଲେ ଆମେରିକାର ଗ୍ୟାରେଣ୍ଟି ଆବଶ୍ୟକ ହୋଇଥାଏ। ତେଣୁ ରୁଷ୍ ଆକ୍ରମଣରୁ ୟୁକ୍ରେନକୁ ସୁରକ୍ଷା ଦେବା ପୂର୍ବକ ସ୍ଥାୟୀ ଶାନ୍ତି ପ୍ରତିଷ୍ଠାରେ ଆମେରିକାର ମଧ୍ୟସ୍ଥତା ଜରୁରୀ। ଆମେରିକାର ଏପରି ଆବଶ୍ୟକତାକୁ ଗୁରୁତ୍ବ ଦେଇ ବ୍ରିଟେନ, ଫ୍ରାନ୍ସ ଓ ୟୁକ୍ରେନ ସେମାନଙ୍କ ଶାନ୍ତି ପ୍ରସ୍ତାବ ଆମେରିକାକୁ ପ୍ରଦାନ କରିବେ। ଷ୍ଟାର୍ମର କହିଛନ୍ତି ଯେ ୟୁକ୍ରେନରେ ଶାନ୍ତି ପ୍ରତିଷ୍ଠାକୁ ୟୁରୋପୀୟ ୟୁନିୟନ ସମର୍ଥନ କରିବେ। ମାତ୍ର ଆମେରିକାର ଗ୍ୟାରେଣ୍ଟି ବିନା ଏହି ଶାନ୍ତିପ୍ରତିଷ୍ଠା ସଫଳ ହୋଇପାରିବ ନାହିଁ।
ରୁଷ୍ ସହିତ ଚାଲିଥିବା ଯୁଦ୍ଧ ବନ୍ଦ କରିବା ଲାଗି ଶୁକ୍ରବାର ରାତିରେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ସହିତ ୟୁକ୍ରେନ ରାଷ୍ଟ୍ରପତି ଭୋଲଡୋମିର ଜେଲେନସ୍କିଙ୍କ କଥାବାର୍ତ୍ତା ହୋଇଥିଲା। ମାତ୍ର ଏହି କଥାବାର୍ତ୍ତା ଶାନ୍ତିର ବାଟ ବାହାର କରିବା ପରିବର୍ତ୍ତେ ତିକ୍ତତା ବଢାଇଥିଲା। ଟ୍ରମ୍ପ ଓ ଜେଲେନସ୍କିଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ଏପରିକି ଜେଲେନସ୍କି ତାଙ୍କ ଆମେରିକା ଗସ୍ତ ଅଧାରୁ ବାତିଲ କରି ଫେରିଆସିଥିଲେ। ଏହି ଘଟଣା ପରେ ବ୍ରିଟେନ ଓ ଫ୍ରାନ୍ସ ଶାନ୍ତି କଥାବାର୍ତ୍ତା ଲାଗି ମଧ୍ୟସ୍ଥତା କରିବା ଲାଗି ଆଗେଇ ଆସିଛନ୍ତି। ବ୍ରିଟେନ ପ୍ରଧାନମନ୍ତ୍ରୀ ଷ୍ଟାର୍ମର ଶନିବାର ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରନ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଓ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ସହିତ କଥା ହୋଇ ସମାଧାନର ବାଟ ବହାର କରିବାର ଉଦ୍ୟମ ଚଳାଇଛନ୍ତି।

Powered by Froala Editor

Tags War

Related articles Odisha News Lens 4.1

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14789
    Aug 16, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13625
    Aug 16, 2026
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    15076
    Aug 16, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    15076
    Aug 16, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15535
    Aug 17, 2026
  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14285
    Aug 17, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    15031
    Aug 16, 2026
  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA
    ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15044
    Aug 17, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14334
    Aug 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15044
    Aug 17, 2026
  • ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    15076
    Aug 16, 2026
  • ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14285
    Aug 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17034
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17655
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17704
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18101
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15535
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13625
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14839
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14613
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14450
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14244
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14372
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15269
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14642
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହା କଲେ ହେବ ନାହିଁ ଗ୍ୟାସ୍

    15535
    Aug 17, 2026
  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15044
    Aug 17, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    15076
    Aug 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In