Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ...

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

  • ଇରାନର ସାତଦିନିଆ ଅସ୍ତ୍ରବିରତି ...

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆତ୍ମହତ୍ୟା ଧମକ ଆଇଆଇଟି ବାବା ଗିରଫ

ଆତ୍ମହତ୍ୟା ଧମକ ଆଇଆଇଟି ବାବା ଗିରଫ

2025-03-03 19:48:29
15126
Share:
Facebook
Twitter
E-Mail
WhatsApp
Telegram
ଆତ୍ମହତ୍ୟା ଧମକ ଆଇଆଇଟି ବାବା ଗିରଫ

ସୋସିଆଲ୍ ମିଡିଆରେ ଆଇଆଇଟି ବାବା ନାଁରେ ଚର୍ଚ୍ଚିତ ଥିବା ଅଭୟ ସିଂହଙ୍କୁ ଜୟପୁର ପୁଲିସ  ଗିରଫ କରିଛି । ଅଭୟ ସିଂହ ସୋସିଆଲ ମିଡିଆରେ ଆତ୍ମହତ୍ୟା ଧମକ ଦେଇଥିଲେ, ଯାହା ପରେ ଶିପ୍ରା ପଥ ପୁଲିସ, ରିଦ୍ଧି ସିଦ୍ଧି ପାର୍କରେ ଥିବା  କ୍ଲାସିକ୍ ହୋଟେଲରେ ପହଞ୍ଚି ଆଇଆଇଟି ବାବାଙ୍କୁ ହେପାଜତକୁ ନେଇଛି।

ସୂଚନାନୁସାରେ , ମହାକୁମ୍ଭ ଫେମ୍ ଆଇଆଇଟି ବାବା ଅଭୟ ସିଂହ ନିକଟ ଅତୀତରେ ବାରମ୍ବାର ବିବାଦରେ ଫସି ଚାଲିଛନ୍ତି । ପ୍ରଥମେ ଭାରତ–ପାକିସ୍ତାନ ମ୍ୟାଚ୍ ବିଷୟରେ ତାଙ୍କର ଭବିଷ୍ୟବାଣୀ ଏବଂ ତା’ପରେ ନ୍ୟୁଜ୍ ଚ୍ୟାନେଲ ଷ୍ଟୁଡିଓରେ ହାଇ–ଭୋଲଟେଜ୍ ଡ୍ରାମାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। 'ଆଇଆଇଟି ବାବା' ସେକ୍ଟର ୧୨୬ରେ ଥିବା ପୁଲିସ ଆଉଟପୋଷ୍ଟ ବାହାରେ ନ୍ୟାୟ ଦାବି କରି ବସିରହିଥିଲେ। କିନ୍ତୁ ପରେ ପୁଲିସ ତାଙ୍କୁ ବୁଝାଇବାରୁ ସେ ପ୍ରତିବାଦ ପ୍ରତ୍ୟାହାର କରିଥିଲେ।

ବର୍ତ୍ତମାନ ଅଭୟ ସିଂହଙ୍କ ପାଖରୁ ଗଞ୍ଜେଇ ଜବତ ହୋଇଛି । ତାଙ୍କ ଉପରେ ଏନଡିପିଏସ୍ ଆକ୍ଟ (NDPS ACT) ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ।

Powered by Froala Editor

Tags iit baba

Related articles Odisha News Lens 4.1

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....
    ବିଶେଷ

    ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14751
    Sep 29, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14683
    Sep 28, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14035
    Sep 28, 2026
  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15484
    Sep 29, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15505
    Sep 27, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13885
    Sep 28, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14680
    Sep 28, 2026
  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା
    ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    14184
    Sep 27, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13984
    Sep 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14680
    Sep 28, 2026
  • ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ମୋଦୀ

    15505
    Sep 27, 2026
  • ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15764
    Sep 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17135
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17823
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18204
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14751
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13819
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15702
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15268
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14642
    Sep 18, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14200
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15943
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14433
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15625
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ମୋଦୀ

    15505
    Sep 27, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14683
    Sep 28, 2026
  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15484
    Sep 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In