Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ...

  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ...

  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ...

  • ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ...

  • ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ...

  • ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ...

ରାଜ୍ୟ
Home ›› ରାଜ୍ୟ ››ଶକ୍ତି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଶକ୍ତି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

2025-03-04 05:03:49
15098
Share:
Facebook
Twitter
E-Mail
WhatsApp
Telegram
ଶକ୍ତି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକ‌େ‌ସବା ଭବନଠାରେ ଶକ୍ତି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ବୈଠକରେ ଆଗାମୀ ଗ୍ରୀଷ୍ମଋତୁରେ ବିଦ୍ୟୁତ୍‍ ଯୋଗାଣ ସୁନିଶ୍ଚିତ କରିବା ପାଇଁ ଏବଂ ପି.ଏମ୍‍. ସୂର୍ଯ୍ୟଘର ଯୋଜନାରେ ରାଜ୍ୟରେ ଅଧିକ ଲୋକଙ୍କୁ ସାମିଲ୍‍ କରିବା ସମ୍ପର୍କରେ ଆଲୋଚନା ହୋଇଥିଲା। ବୈଠକରେ ଶକ୍ତି ବିଭାଗର ବଜେଟ୍‍ ଖର୍ଚ୍ଚ ଅତିକମ୍‌ରେ ୮୫% କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଖରାଦିନେ ସାଧାରଣତଃ ଓଭରଲୋଡିଂ ସମସ୍ୟା ଯୋଗୁ ବିଦ୍ୟୁତ୍‍ କାଟ ହୋଇଥାଏ। ଏହାକୁ ପ୍ରତିହତ କରିବା ପାଇଁ ଫିଡର ଓ ଟ୍ରାନ୍ସଫରମରଗୁଡ଼ିକୁ ଅପଗ୍ରେଡ୍‍ କରିବା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ। ବିଦ୍ୟୁତ୍‍ ଯୋଗାଣ କ୍ଷେତ୍ରରେ ଏକ ସୁଦୃଢ଼ ବ୍ୟାକ୍‍ଅପ୍‍ ବ୍ୟବସ୍ଥା ରଖିବାକୁ ସେ କହିଥିଲେ। ପିକ୍‍ ଆୱାରର ଚାହିଦାକୁ ମେଣ୍ଟାଇବା ପାଇଁ ବିଭିନ୍ନ ଶକ୍ତି ଉତ୍ପାଦନକାରୀ କମ୍ପାନୀଙ୍କ ସହିତ ଆଲୋଚନା କରି ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଶକ୍ତି ଉପଲବ୍ଧ କରିବାକୁ ସେ ପରାମର୍ଶ ଦେଇଥିଲେ। ଆବଶ୍ୟକସ୍ଥଳେ କେନ୍ଦ୍ର ସରକାରଙ୍କ ସାହାଯ୍ୟ ନେବା ପାଇଁ ମଧ୍ୟ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଉପଭୋକ୍ତାଙ୍କ ସୁବିଧା ପାଇଁ ବିଦ୍ୟୁତ୍‍ କାଟ ସମୟରେ ତ୍ବରିତ ରେସପନ୍ସ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଭାବେ କ୍ରିୟାଶୀଳ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ। ଖରାଦିନ ପାଇଁ ରାଜ୍ୟରେ ନିରବଚ୍ଛିନ୍ନ ବିଦ୍ୟୁତ୍‍ ଯୋଗାଣ ପାଇଁ କାର୍ଯ୍ୟରତ ସମସ୍ତ ବିଦ୍ୟୁତ୍‍ ବିତରଣ କମ୍ପାନୀ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଥିଲେ। ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ଅନାବଶ୍ୟକ ଭାବେ ହେଉଥିବା ବିଦ୍ୟୁତ୍‍ ଶକ୍ତିର ଅପଚୟକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ବିଭାଗୀୟ ସଚିବଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଥିଲେ। ଆଗାମୀ ଦିନରେ ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ସେନ୍‍ସରଯୁକ୍ତ ବିଦ୍ୟୁତ୍‍ ଉପକରଣ ବ୍ୟବହାର କରିବାକୁ ମୁଖ୍ୟମନ୍ତ୍ରୀ କହିଥିଲେ। ଏହାଦ୍ୱାରା ଆମର ଶକ୍ତି ସଂରକ୍ଷଣ ହୋଇପାରିବ ବୋଲି ସେ କହିଥିଲେ। ପି.ଏମ୍‍. ସୂର୍ଯ୍ୟଘର ଯୋଜନାରେ ଅଧିକ ସଂଖ୍ୟକ ଲୋକଙ୍କୁ ସାମିଲ କରିବା ପାଇଁ ରାଜ୍ୟରେ ବ୍ୟାପକ ସୂଚନା ଅଭିଯାନ କରିବାକୁ ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ବୈଠକରେ ଉପ-ମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ, ଶକ୍ତି ବିଭାଗର ପ୍ରମୁଖ ସଚିବ ବିଶାଲ ଦେବ, ଓପିଟିସିଏଲ୍‍ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦେଶକ ଭାସ୍କର ଜ୍ୟୋତି ଶର୍ମା, ରାଜ୍ୟର ଚାରୋଟି ଯାକ ବିଦ୍ୟୁତ ବିତରଣ କମ୍ପାନୀର ସିଇଓ ଏବଂ ଶକ୍ତି ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

Powered by Froala Editor

Tags Cm

Related articles Odisha News Lens 4.1

  • ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ଶାହାଙ୍କ ଅଭ୍ୟାସ: ...
    ଦେଶ-ଦେଶାନ୍ତର

    ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ଶାହାଙ୍କ ଅଭ୍ୟାସ: ...

    14678
    Aug 19, 2026
  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର
    ଦେଶ-ଦେଶାନ୍ତର

    ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର

    13387
    Aug 20, 2026
  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା
    ମନୋରଞ୍ଜନ

    ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

    13824
    Aug 19, 2026
  •  ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ...
    ଦେଶ-ଦେଶାନ୍ତର

    ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ...

    14075
    Aug 19, 2026
  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ
    ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14518
    Aug 20, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15603
    Aug 19, 2026
  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

    14874
    Aug 19, 2026
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ
    ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    13783
    Aug 20, 2026
  • ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ ଉପହାର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ ଉପହାର, ଜାଣନ୍ତୁ କ’ଣ ?

    14207
    Aug 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ଶାହାଙ୍କ ଅଭ୍ୟାସ: ଖଡ୍‌ଗେ

    14678
    Aug 19, 2026
  • ଦେଶ-ଦେଶାନ୍ତର

    ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ସ୍ଥାନରେ ଇଡି ଚଢ଼ଉ

    14075
    Aug 19, 2026
  • ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    13783
    Aug 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17043
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17661
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17712
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18110
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15946
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13865
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14896
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14667
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14505
    Aug 07, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

ଶିକ୍ଷା, ନେତୃତ୍ୱ ଓ ବିକାଶର ସୁଯୋଗ ମାଧ୍ୟମରେ ଭବିଷ୍ୟତ ଗଢ଼ିବା

ଭୁବନେଶ୍ୱର : ବେଦାନ୍ତ ଆଲୁମିନିୟମ କୋଇଲା ଖଣିର ପରିଚାଳନାଗତ ସଫଳତା ପଛରେ ଏକ ଦୃଢ କାର୍ଯ୍ୟବଳ ରହିଛି ଯାହା ବ୍ୟବସାୟ ସହିତ ତାଳଦେଇ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13998
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14261
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14378
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15277
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର

    13387
    Aug 20, 2026
  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

    14874
    Aug 19, 2026
  • ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ଶାହାଙ୍କ ଅଭ୍ୟାସ: ଖଡ୍‌ଗେ

    14678
    Aug 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In