Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ...

  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ...

  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ...

  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ...

  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ...

  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ...

  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି ...

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ...

ରାଜ୍ୟ
Home ›› ରାଜ୍ୟ ››କ୍ରାଇମବ୍ରାଞ୍ଚରେ ହାଜର ନହୋଇ ଘରେ ବୟାନ ରେକର୍ଡ କରିବାକୁ କ୍ରାଇମବ୍ରାଞ୍ଚକୁ ନିବେଦନ କଲେ ଦୀପାଳି ବିଶାଳ

କ୍ରାଇମବ୍ରାଞ୍ଚରେ ହାଜର ନହୋଇ ଘରେ ବୟାନ ରେକର୍ଡ କରିବାକୁ କ୍ରାଇମବ୍ରାଞ୍ଚକୁ ନିବେଦନ କଲେ ଦୀପାଳି ବିଶାଳ

2025-03-04 05:32:12
13645
Share:
Facebook
Twitter
E-Mail
WhatsApp
Telegram
କ୍ରାଇମବ୍ରାଞ୍ଚରେ ହାଜର ନହୋଇ ଘରେ ବୟାନ ରେକର୍ଡ କରିବାକୁ କ୍ରାଇମବ୍ରାଞ୍ଚକୁ ନିବେଦନ କଲେ ଦୀପାଳି ବିଶାଳ

ଝାରସୁଗୁଡା : ପୂର୍ବତନ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବଦାସ ହତ୍ୟାକାଣ୍ଡ ମାମଲାରେ କ୍ରାଇମବ୍ରାଞ୍ଚରେ ଝିଅ ଦୀପାଳି ଦାସ ଓ ପୁଅ ବିଶାଳ ଦାସ ହାଜର ହୋଇନାହାନ୍ତି। ପାରିବାରିକ ସମସ୍ୟା ଯୋଗୁଁ ଆସିପାରିବେ ନାହିଁ ବୋଲି ବିଶାଲ ଓ ଦୀପାଳି କ୍ରାଇମବ୍ରାଞ୍ଚକୁ ଅବଗତ କରିଛନ୍ତି। ହାଜର ନହୋଇ ବରଂ ତାଙ୍କ ଘରକୁ ତଦନ୍ତକାରୀ ଦଳ ଆସି ବୟାନ ରେକର୍ଡ କରାଯିବା ପାଇଁ ସେ କ୍ରାଇମବ୍ରାଞ୍ଚକୁ ନିବେଦନ କରିଛନ୍ତି। କ୍ରାଇମବ୍ରାଞ୍ଚ କେବେ ବୟାନ ରେକର୍ଡ କରିବ ସେନେଇ ଜଣାଇବା ପାଇଁ ବିଶାଲ ଓ ଦୀପାଳି କହିଥିବା କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ହାଜର ହୋଇ ଆପତ୍ତି ଜଣାଇବା ପାଇଁ ଉଭୟଙ୍କୁ କ୍ରାଇମବ୍ରାଞ୍ଚ ନୋଟିସ କରିଥିଲା। ପୁଲିସ ଲଗାଇ ବାପାଙ୍କୁ ହତ୍ୟା କରାଯାଇଥିବା ଓ ସିବିଆଇ ତଦନ୍ତ ଚାହୁଁଥିବା କଥା ଦୀପାଳି କହିବା ପରେ ମାମଲା ଭିନ୍ନ ମୋଡ଼ ନେଇଛି।
ପୂର୍ବରୁ ଦୀପାଳି ତଦନ୍ତରେ ଅସନ୍ତୋଷ ପ୍ରକାଶ କରିବା ପରେ ସିବିଆଇ ତଦନ୍ତ ନେଇ ରାଜନୈତିକ ମହଲରେ ବୟାନବାଜି ଆରମ୍ଭ ହୋଇଥିଲା। କ୍ରାଇମବ୍ରାଞ୍ଚ ନୋଟିସ୍‌ ପରେ ରାଜନୀତି ସରଗରମ ହୋଇଛି। ଆଇନ ତା’ ବାଟ‌େ‌ର ଯାଉ ଓ ସତ ସାମ୍ନାକୁ ଆସୁ ବୋଲି ବିଜେଡି କହିଥିବା ବେଳେ କ୍ରାଇମବ୍ରାଞ୍ଚ ତଦନ୍ତ ଉପରେ ପ୍ରଶ୍ନ ଉଠାଇ ସିବିଆଇ ତଦନ୍ତ ଦାବି କରିଛି କଂଗ୍ରେସ। ତଦନ୍ତକୁ ନେଇ ଯଦି ସନ୍ତୁଷ୍ଟ ନାହାନ୍ତି, ତେବେ ଦୀପାଳି କ୍ରାଇମବ୍ରାଞ୍ଚକୁ ଜଣାନ୍ତୁ କିମ୍ବା ସିବିଆଇ ତଦନ୍ତ ପାଇଁ ସରକାରକୁ ଲେଖି ଜଣାନ୍ତୁ ବୋଲି ବିଜେପି କହିଛି। ହତ୍ୟାକାଣ୍ଡର କାରଣ ଏବେସୁଦ୍ଧା ଅସ୍ପଷ୍ଟ ରହିଛି। ରହସ୍ୟ ଉନ୍ମୋଚନ କରିବା ଲାଗି କ୍ରାଇମବ୍ରାଞ୍ଚ ପ୍ରକ୍ରିୟା ଆରମ୍ଭ କରିଛି। ସ୍ବର୍ଗତ ନବଙ୍କ ଝିଅ ତଥା ପୂର୍ବତନ ବିଧାୟିକା ଦୀପାଳି ଦାସ ଓ ପୁଅ ବିଶାଳ ଦାସଙ୍କ ବୟାନ ନିକଟରେ ତଦନ୍ତ ଅଟକିଛି। ସେମାନଙ୍କ ବୟାନ ପାଇଁ ଦୀପାଳି ଓ ବିଶାଲଙ୍କୁ କ୍ରାଇମବ୍ରାଞ୍ଚ ନୋଟିସ କରିଥିଲା। ୭ ଦିନ ମଧ୍ୟରେ ହାଜର ହୋଇ ନିଜର ମତ ଓ ତଥ୍ୟ ରଖିପାରିବେ ବୋଲି ନୋଟିସ୍‌ରେ କ୍ରାଇମବ୍ରାଞ୍ଚ ଦର୍ଶାଇଥିଲା। ଦୀପାଳି ଓ ବିଶାଲ କ୍ରାଇମ୍‌ବ୍ରାଞ୍ଚ୍‌କୁ କ’ଣ କହିବେ? ତଦନ୍ତରେ ତ୍ରୁଟି ରହିଛି ବୋଲି ଅଭିଯୋଗ ଆଣିବେ କି ? ତଦନ୍ତର କେଉଁ କେଉଁ ଦିଗକୁ ନେଇ ସେମାନେ ଆପତ୍ତି ଉଠାଇବେ ? ଏମିତି ବିଭିନ୍ନ ପ୍ରଶ୍ନ ସାଧାରଣ ଲୋକଙ୍କ ମଧ୍ୟରେ ସୃଷ୍ଟି ହୋଇଛି। ସୂଚନା ଥାଉକି, ୨୦୨୩ ଜାନୁଆରୀରେ ମନ୍ତ୍ରୀ ଶ୍ରୀ ଦାସଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ଘଟଣାରେ ସମ୍ପୃକ୍ତ ପୁଲିସ ଅଧିକାରୀ ଗୋପାଳ ଦାସକୁ ଗିରଫ କରାଯାଇଥିଲା। ଏହାର ତଦନ୍ତ ଦାୟିତ୍ବ କ୍ରାଇମ୍‌ବ୍ରାଞ୍ଚ ନେଇଥିଲା। ଦୀର୍ଘ ଦିନ ଧରି ତଦନ୍ତ କରି ଏହାର ଚାର୍ଜସିଟ୍‌ କୋର୍ଟରେ ଦାଖଲ କରିଥିଲା। ହେଲେ ତଦନ୍ତରେ ତ୍ରୁଟି ଥିବା ନେଇ ବୟାନବାଜି ହୋଇଥିଲା। ବିଭିନ୍ନ ରାଜନୈତିକ ଦଳର ସଦସ୍ୟମାନଙ୍କ ସହିତ ଗୋପାଳ ଦାସର ଓକିଲ ନରେଶ ନାଏକ ମଧ୍ୟ ପ୍ରଶ୍ନ ଉଠାଇଥିଲେ। ଧଳା ସାର୍ଟକୁ ହଳିଦିଆ ସାର୍ଟ ହେବା କଥା, ଗୁଳି ନ ମିଳିବା କଥା, ଅଧିକ ଗନ୍ ପଏଣ୍ଟ କଥା ଏବଂ ରକ୍ତଭିଜା ସାର୍ଟ ଓ ଟାୱେଲ ପୋଡ଼ି ଦେବା କଥା ଆଦିକୁ ନେଇ ତଦନ୍ତରେ ତ୍ରୁଟି ଥିବା ନେଇ ପ୍ରଶ୍ନ ଉଠିଥିଲା। ଏଥିପାଇଁ ସିବିଆଇ ତଦନ୍ତ ଦାବି ଉଠିଥିଲା। ବିଭିନ୍ନ ଆଡ଼ୁ ବୟାନବାଜିକୁ ନେଇ ଦୀପାଳି ସିବିଆଇ ତଦନ୍ତ ପାଇଁ ଲିଖିତ ଅଭିଯୋଗ କରିବେ ବୋଲି କଥା ଉଠିଥିଲା। ହେଲେ ସେ ଏପର୍ଯ୍ୟନ୍ତ ସିବିଆଇ ତଦନ୍ତ ପାଇଁ କୌଣସି ଲିଖିତ ଅଭିଯୋଗ କରିନାହାନ୍ତି। ଏବେ କୋର୍ଟରେ ମାମଲା ଚାଲିଥିବାବେଳେ କ୍ରାଇମ୍‌ବ୍ରାଞ୍ଚ ତାର ସମସ୍ତ ତଦନ୍ତ ଦସ୍ତାବିଜ, ଜବତ ସାମଗ୍ରୀ ଏବଂ ଚାର୍ଜସିଟ୍ ଦାଖଲ କରିସାରିଛି। ହେଲେ କ୍ରାଇମ୍‌ବ୍ରାଞ୍ଚର ତଦନ୍ତରେ ତ୍ରୁଟିକୁ ନେଇ ପ୍ରଶ୍ନ ଉଠିଥିଲା।

Powered by Froala Editor

Tags naba das murder case

Related articles Odisha News Lens 4.1

  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ  ନିଖୋଜ
    ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14676
    Oct 04, 2026
  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ

    13590
    Oct 04, 2026
  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...
    ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14555
    Oct 03, 2026
  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13483
    Oct 04, 2026
  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ
    ଜିଲ୍ଲା ପରିକ୍ରମା

    ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    15022
    Oct 04, 2026
  •  କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ
    ବାଣିଜ୍ୟ

    କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14076
    Oct 04, 2026
  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...

    13322
    Oct 04, 2026
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...
    ଦେଶ-ଦେଶାନ୍ତର

    ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...

    14068
    Oct 04, 2026
  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ...
    ଦେଶ-ଦେଶାନ୍ତର

    ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ...

    15286
    Oct 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14076
    Oct 04, 2026
  • ଦେଶ-ଦେଶାନ୍ତର

    ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତନ୍ୟାହୁ

    14068
    Oct 04, 2026
  • ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ଶୁଭେନ୍ଦୁ ଅଧିକାରୀ

    13322
    Oct 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17149
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17841
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17804
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18216
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15422
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14094
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15833
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15400
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14773
    Sep 18, 2026

ବାଣିଜ୍ୟ

କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

ପ୍ରାକୃତିକ ତେଲ ତ୍ବଚା ଏବଂ ବାଳ ନିମନ୍ତେ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ନଡ଼ିଆ ତେଲ,ବାଦାମ ତେଲ,ଅଲିଭ ତେଲର ଫାଇଦା ବିଷୟରେ ତ ଆପଣ ଜାଣିଥିବେ କିନ୍ତୁ ଆପଣ କ’ଣ କେବେ ଅଣ୍ଡା ତେଲ ଟ୍ରାଇ କରିଛନ୍ତି? ଆସନ୍ତୁ ଜାଣିବା ଅଣ୍ଡା ତେଲ କିପରି ଭାବରେ ଆମ ବାଳ ପାଇଁ ଲାଭଦାୟକ ହୋଇଥାଏ।

ଅଣ୍ଡା ତେଲ ଅଣ୍ଡାର କେଶର ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13751
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15385
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15049
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14399
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14676
    Oct 04, 2026
  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15172
    Oct 03, 2026
  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13483
    Oct 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In