Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ ଅଚାନକ ରୁଷରୁ ଅଶୋଧିତ ତୈଳ କ୍ରୟ ବନ୍ଦ ...

  • ଚୀନ୍ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ...

  • ସ୍ଲିପର ବସ୍‌ରେ ଲାଗିଲା ନିଆଁ, ୯ ଯାତ୍ରୀ ...

  • ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ...

  • ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ...

  • ଡିଜେ ସାଉଣ୍ଡ୍ ଭୟଙ୍କର ଶବ୍ଦରେ ...

  • ପୁଅ ମୃତ୍ୟୁ ପରେ ଶାଶୂଙ୍କୁ ଭରଣପୋଷଣ ଦେବେ ...

  • ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଗଭୀର ...

  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ...

  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ...

ରାଜ୍ୟ
Home ›› ରାଜ୍ୟ ››ବେଲପାହାଡ଼ ପୌରପରିଷଦରେ ପଶିଲା ଭିଜିଲାନ୍ସ

ବେଲପାହାଡ଼ ପୌରପରିଷଦରେ ପଶିଲା ଭିଜିଲାନ୍ସ

2025-03-07 11:47:14
15583
Share:
Facebook
Twitter
E-Mail
WhatsApp
Telegram
ବେଲପାହାଡ଼ ପୌରପରିଷଦରେ ପଶିଲା ଭିଜିଲାନ୍ସ

ଝାରସୁଗୁଡ଼ା: ବେଲପାହାଡ଼ ପୌରପରିଷଦରେ ପଶିଲା ଭିଜିଲାନ୍ସ। ଆଜି ଝାରସୁଗୁଡ଼ା ଭିଜିଲାନ୍ସ ଡିଏସପି କଳାବତି ବାଗଙ୍କ ନେତୃତ୍ବରେ ୪ଜଣିଆ ଟିମ୍ ଦୁର୍ନୀତିର ତଦନ୍ତ ଆରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ, ସ୍ବତନ୍ତ୍ର ଅଡିଟ୍‌ ପରେ ବେଲପାହାଡ଼ ମ୍ୟୁନିସିପାଲଟିରେ ହୋଇଥିବା ‌କୋଟି କୋଟି ଟଙ୍କାର ଦୁର୍ନୀତି ସାମ୍ନାକୁ ଆସଛି। ‌ହେରଫେର୍‌ କରିଥିବା ଅଧିକାରୀଙ୍କଠାରୁ ଟଙ୍କା ରିକଭରି କରିବା ପାଇଁ ସରକାରୀ ନିର୍ଦ୍ଦେଶ ଆସିବା ପରେ ଏହି ଘଟଣାକୁ ନେଇ ଏବେ ମ୍ୟୁନିସିପାଲଟିରେ ତମ୍ଭିତୋଫାନ ହୋଇଛି। ବିଶେଷକରି କରୋନା ମହାମାରୀ ସମୟରେ ମ୍ୟୁନିସିପାଲଟିରେ ଦିନିକିଆ ପାରିଶ୍ରମିକରେ କାମ କରୁଥିବା ୩ ଜଣ କର୍ମଚାରୀ ହିଁ ପ୍ରାୟ ୭୨ ଲକ୍ଷ ଟଙ୍କାରୁ ଅଗ୍ରୀମ ଉଠାଇ ନେଇଥିବା ବେଳେ ସେବାବଦ କୌଣସି ବିଲ୍‌ ଦାଖଲ କରିନାହାନ୍ତି କି ଉକ୍ତ ଅଗ୍ରୀମ ଟଙ୍କା ଭରଣା ମଧ୍ୟ କରିନାହାନ୍ତି। ଯାହା ସ୍ବତନ୍ତ୍ର ଅଡିଟ୍‌ ସମୟରେ ଧରାପଡ଼ିଛି।

ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ୨୦୧୬ରୁ ୨୦୨୩ ଅବଧି ମଧ୍ୟରେ ଭିନ୍ନ କାର୍ଯ୍ୟ ପାଇଁ ଏନ୍‌ଏମ୍‌ଆର୍‌ ଓ ଡିଏଲ୍‌ଆରେ ନିଯୁକ୍ତ ଏହି ୩ କର୍ମଚାରୀଙ୍କୁ ସୁପ୍ରିମ୍‌ ପାୱାର ପ୍ରଦାନ କରାଯାଇଥିଲା। ଏପରିକି ଏଟିଏସ୍‌ ଭାବେ ନିଯୁକ୍ତ କର୍ମଚାରୀ କେତେବେଳେ ଆମ୍ବୁଲାନ୍ସ ଚାଳକ ତ କେତେବେଳେ ପିଅନ ଭୂମିକାରେ ମଧ୍ୟ ରହିଛନ୍ତି। ଏହି ୩ ଜଣ କର୍ମଚାରୀଙ୍କ ଢାଲ କରି ସେହି ସମୟରେ ମନଇଚ୍ଛା ଟଙ୍କା ଉଠାଣ ହୋଇଥିବା ଜଣାପଡ଼ିଛି। ୩ ଜଣଙ୍କ ମଧ୍ୟରୁ ଜଣେ କର୍ମଚାରୀଙ୍କ ନାଁରେ ୧୮ ଲକ୍ଷ, ଜଣଙ୍କ ନାଁରେ ସାଢ଼େ ୩ ଲକ୍ଷ ଟଙ୍କା ଓ ଅନ୍ୟ ଜଣେ କର୍ମଚାରୀଙ୍କ ନାମରେ ୫୦ ଲକ୍ଷରୁ ଅଧିକ ଟଙ୍କାର ଅଗ୍ରୀମ ଉଠାଣ ହୋଇଛି। କର୍ମଚାରୀଙ୍କ ନାମରେ ଅଗ୍ରୀମ ପ୍ରଦାନ କରାଯିବାର ସ୍ବତନ୍ତ୍ର ନିୟମ ରହିଥିବା ବେଳେ କେଉଁ ପରିସ୍ଥିତିରେ ୧୦ରୁ ୧୫ ହଜାର ଟଙ୍କାର ଦରମା ପାଉଥିବା ଏହି କର୍ମଚାରୀଙ୍କୁ କିଭଳି ଭାବେ ଲକ୍ଷ ଲକ୍ଷ ଟଙ୍କାର ଅଗ୍ରୀମ ଦିଆଗଲା ତାକୁ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତମାମ୍‌ ଘଟଣା ସାମ୍ନାକୁ ଆସିବା ପରେ ମ୍ୟୁନିସିପାଲଟିରେ କର୍ମଚାରୀଙ୍କ ଚଉକି ବଦଳି କରାଯାଇଥିବା ବେଳେ ଅଫିସ୍‌ କାର୍ଯ୍ୟର ସୁପରିଚାଳନା ନେଇ ନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟାଳୟରୁ ୨ଟି ଚିଠି ମଧ୍ୟ ହୋଇଛି। ସେପଟେ, ମ୍ୟୁନିସିପାଲଟିର ଦୟାନିଧି ଖମାରୀ, ଗୁରୁଦେବ ପ୍ରଧାନ ଓ ମହେଶ ବିଶ୍ବାଳ ଲୋକଙ୍କ ଟଙ୍କା ଆତ୍ମସାତ୍‌ କରିଥିବା ନେଇ ମ୍ୟୁନିସିପାଲଟିର ଉପାଧ୍ୟକ୍ଷା ରୀନା ସୁନା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ।


Powered by Froala Editor

Tags vigilance

Related articles Odisha News Lens 4.1

  • ଚୀନ୍ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ବେଳେ ଚମକି ପଡ଼ିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଚୀନ୍ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ବେଳେ ଚମକି ପଡ଼ିଲେ ଟ୍ରମ୍ପ

    15361
    Sep 24, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ...

    15640
    Sep 23, 2026
  • ଡିଜେ ସାଉଣ୍ଡ୍ ଭୟଙ୍କର ଶବ୍ଦରେ ଛାତ୍ରୀଙ୍କୁ ହୃଦଘାତ
    ଦେଶ-ଦେଶାନ୍ତର

    ଡିଜେ ସାଉଣ୍ଡ୍ ଭୟଙ୍କର ଶବ୍ଦରେ ଛାତ୍ରୀଙ୍କୁ ହୃଦଘାତ

    13404
    Sep 24, 2026
  • ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର
    ମନୋରଞ୍ଜନ

    ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର

    15625
    Sep 24, 2026
  • ପୁଅ ମୃତ୍ୟୁ ପରେ ଶାଶୂଙ୍କୁ ଭରଣପୋଷଣ ଦେବେ ବୋହୂ
    ଦେଶ-ଦେଶାନ୍ତର

    ପୁଅ ମୃତ୍ୟୁ ପରେ ଶାଶୂଙ୍କୁ ଭରଣପୋଷଣ ଦେବେ ବୋହୂ

    14610
    Sep 24, 2026
  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି
    ଦେଶ-ଦେଶାନ୍ତର

    ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି

    13751
    Sep 23, 2026
  • ସ୍ଲିପର ବସ୍‌ରେ ଲାଗିଲା ନିଆଁ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ସ୍ଲିପର ବସ୍‌ରେ ଲାଗିଲା ନିଆଁ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ

    14838
    Sep 24, 2026
  • ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ

    14859
    Sep 24, 2026
  •  ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଗଭୀର ଅବପାତର ତୀବ୍ରତା ବଜାୟ ରଖିବା ସମ୍ଭାବନା
    ଦେଶ-ଦେଶାନ୍ତର

    ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଗଭୀର ଅବପାତର ତୀବ୍ରତା ବଜାୟ ରଖିବା ସମ୍ଭାବନା

    14210
    Sep 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର

    15625
    Sep 24, 2026
  • ଦେଶ-ଦେଶାନ୍ତର

    ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଗଭୀର ଅବପାତର ତୀବ୍ରତା ବଜାୟ ରଖିବା ସମ୍ଭାବନା

    14210
    Sep 24, 2026
  • ଦେଶ-ଦେଶାନ୍ତର

    ସ୍ଲିପର ବସ୍‌ରେ ଲାଗିଲା ନିଆଁ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ

    14838
    Sep 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17124
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17810
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17783
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18193
    Sep 06, 2023

ବିଶେଷ

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15511
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15146
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14516
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14763
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16394
    Sep 09, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

ଭୁବନେଶ୍ୱର : କଳାହାଣ୍ଡିର ଯୁବକଯୁବତୀଙ୍କ ପାଇଁ ଧନ୍ଦାମୂଳକ ତାଲିମ ଏବଂ ସ୍ଥାୟୀ ଜୀବିକା ନିର୍ବାହ ଏକ ଗୁରୁତ୍ୱପୂର୍ଣ୍ଣ ଆହ୍ୱାନ ହୋଇ ରହିଛି। ଏହି ଆବଶ୍ୟକତାକୁ ପୂରଣ କରି, ବେଦାନ୍ତ ଆଲୁମିନିୟମ ସ୍ଥାନୀୟ ଅଞ୍ଚଳର ଯୁ ...

  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14421
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15615
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15380
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14670
    Sep 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ

    14859
    Sep 24, 2026
  • ଡିଜେ ସାଉଣ୍ଡ୍ ଭୟଙ୍କର ଶବ୍ଦରେ ଛାତ୍ରୀଙ୍କୁ ହୃଦଘାତ

    13404
    Sep 24, 2026
  • ଭାରତ ଅଚାନକ ରୁଷରୁ ଅଶୋଧିତ ତୈଳ କ୍ରୟ ବନ୍ଦ କରିପାରିବ ନାହିଁ: ଅର୍ଥମନ୍ତ୍ରୀ

    15070
    Sep 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In