Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

  • ଇରାନର ସାତଦିନିଆ ଅସ୍ତ୍ରବିରତି ...

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର ...

ରାଜ୍ୟ
Home ›› ରାଜ୍ୟ ››ବିରୋଧୀଙ୍କୁ ହଜମ ଗୋଲି ଦରକାର: ମୁଖ୍ୟମନ୍ତ୍ରୀ

ବିରୋଧୀଙ୍କୁ ହଜମ ଗୋଲି ଦରକାର: ମୁଖ୍ୟମନ୍ତ୍ରୀ

2025-03-08 09:47:33
15588
Share:
Facebook
Twitter
E-Mail
WhatsApp
Telegram
ବିରୋଧୀଙ୍କୁ ହଜମ ଗୋଲି ଦରକାର: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ଆମ ସରକାରର ସଫଳତାକୁ ହଜମ କରିପାରୁନାହାନ୍ତି ନିନ୍ଦୁକ। ଏଥିଲାଗି ବିରୋଧୀଙ୍କୁ ହଜମ ଗୋଲି ଦରକାର।ପୂର୍ବ ସରକାର ମହିଳା ସଶକ୍ତିକରଣକୁ କେବଳ ସ୍ଲୋଗାନରେ ସୀମିତ ରଖିଥିଲେ। ପୂର୍ବ ଫାଇଭ୍ ଟି ସରକାର ଗରିବଙ୍କ ଦୁଃଖ ବୁଝିନାହାନ୍ତି। ଗତ ସରକାର ଇଭେଣ୍ଟ ମ୍ୟାନେଜମେଣ୍ଟର ସରକାର ଥିଲା। ପୂର୍ବ ସରକାରକୁ ଟାରେଗ୍ଟ୍ କରି ବ୍ରହ୍ମପୁରରେ ଆୟୋଜିତ ସୁଭଦ୍ରା ଟଙ୍କା ବିତରଣ କାର୍ଯ୍ୟକ୍ରମରେ ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହୁରି କହିଛନ୍ତି, ମୁଁ ସେମାନଙ୍କୁ ପଚାରୁଛି ବିଗତ ସରକାର ୨୪ ବର୍ଷ ହେଲା କେବଳ ମହିଳାଙ୍କ ନାଁର ସ୍ଲୋଗାନ ଦେଉଥିଲେ । ଆମେ ସରକାରକୁ ଆସିବାର ୨୪ ଘଣ୍ଟାରେ 'ସୁଭଦ୍ରା' ନିଷ୍ପତ୍ତି ନେଲୁ । ୩ ମାସରେ ପ୍ରଥମ କିସ୍ତି ଓ ୯ ମାସରେ ଦ୍ଵିତୀୟ କିସ୍ତି ଡିବିଟି ମାଧ୍ୟମରେ ଦେଇଛୁ। ଏହା ହିଁ ହେଉଛି ଡବଲ୍ ଇଞ୍ଜିନ୍ ସରକାରର ସଫଳତା । ଆମେ ନଅ ମାସରେ ଏକ କୋଟି ମହିଳାଙ୍କୁ ସୁଭଦ୍ରା ଯୋଜନାରେ ଟଙ୍କା ଦେଲୁ। ଆଜି ୫ ଲକ୍ଷରୁ ଅଧିକ ଲକ୍ଷପତି ଦିଦି ସୃଷ୍ଟି କରିଛନ୍ତି ଓଡ଼ିଶା ସରକାର। ଏଭଳି କ୍ଷେତ୍ରରେ ଓଡ଼ିଶା ସାରା ଦେଶରେ ଦ୍ବିତୀୟ। ଗରିବଙ୍କ ଝିଅ ବାହାଘର କରିବେ ଆମ ସରକାର। ଏଥିଲାଗି ଆମେ ମୁଖ୍ୟମନ୍ତ୍ରୀ କନ୍ୟା ରତ୍ନ ଯୋଜନା ଆରମ୍ଭ କରିଛୁ। ସମସ୍ତଙ୍କର ଇଚ୍ଛା ଥାଏ ମହାପ୍ରଭୁଙ୍କ ଦର୍ଶନ କରିବାକୁ। ଏଥିପାଇଁ ଆମ ସରକାର ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା କରିଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନ୍ତର୍ଜାତୀୟ ମହିଳା ଦିବସର ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ରାଜ୍ୟ ତଥା ରାଜ୍ୟ ବାହାରେ ଥିବା ସମସ୍ତ ମା' ଓ ଭଉଣୀମାନଙ୍କୁ ଅନ୍ତର୍ଜାତୀୟ ମହିଳା ଦିବସରେ ଶୁଭେଚ୍ଛା ଜଣାଉଛି। 'ସୁଭଦ୍ରା' କେବଳ ଏକ ଯୋଜନା ନୁହେଁ, ମହିଳାମାନଙ୍କ କଲ୍ୟାଣ ଦିଗରେ ଏହା ଆମର ଏକ ସଂକଳ୍ପ। ଏହା ଓଡ଼ିଶାର 'ସୁଭଦ୍ରା'ମାନଙ୍କ ଲାଗି ଗୌରବର ମୁହୂର୍ତ୍ତ। ନାରୀ ହେଉଛି ପ୍ରକୃତି ଓ ସମାଜର ବାସ୍ତବ ବିନ୍ଧାଣୀ। ନାରୀଙ୍କୁ ସବୁଠି ଉଚ୍ଚ ସ୍ଥାନ ଦିଆଯାଇଛି। ଆମ ସଂସ୍କୃତିରେ କନ୍ୟା ପୂଜନ ଦେଖିବାକୁ ମିଳେ। ପ୍ରାଚୀନ ସଂସ୍କୃତିରେ ମଧ୍ୟ ନାରୀଙ୍କୁ ପୂଜା କରା ଯାଉଥିଲା । ମହିଳା ସଶକ୍ତିକରଣ ବିନା ପରିବାର, ସମାଜ, ରାଜ୍ୟ ତଥା ଦେଶର ସାମଗ୍ରିକ ବିକାଶ ଅସମ୍ଭବ । ଏହାକୁ ହୃଦୟଙ୍ଗମ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦିଗଦର୍ଶନରେ ସରକାର କାମ କରୁଛି ।

Powered by Froala Editor

Tags Cm

Related articles Odisha News Lens 4.1

  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14547
    Sep 28, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15378
    Sep 27, 2026
  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା
    ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    14057
    Sep 27, 2026
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି
    ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15472
    Sep 27, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13757
    Sep 28, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15638
    Sep 27, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14563
    Sep 28, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...
    ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...

    13663
    Sep 27, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13919
    Sep 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13757
    Sep 28, 2026
  • ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14563
    Sep 28, 2026
  • ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13919
    Sep 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17135
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17822
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18204
    Sep 06, 2023

ବିଶେଷ

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13693
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15687
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15252
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14627
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14865
    Sep 11, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14088
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15943
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14432
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15624
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ଚୋର

    13663
    Sep 27, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15638
    Sep 27, 2026
  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13757
    Sep 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In