Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, February 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁଲତାନପୁର କୋର୍ଟରେ ରାହୁଲ

  • ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ...

  • ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ ...

  • MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

  • ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

  • ଚାଷ ଉଜାଡ଼ିଲା ଅବକାରୀ : ଅଫିମକୁ ଚାଇନା ଶାଗ ...

  • ଏପଷ୍ଟିନ୍‌ ଲିଙ୍କ୍‌, ବ୍ରିଟେନ୍‌ର ...

  • ଦେଶକୁ ନକ୍ସଲମୁକ୍ତ କରିବାକୁ ବଡ଼ ଅପରେସନ ...

  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ...

Home ›› ››କର୍ଣ୍ଣାଟକରେ ଇସ୍ରାଏଲ ଯୁବତୀଙ୍କୁ ଗଣଦୁଷ୍କର୍ମ: ୩ ପୁରୁଷ ବନ୍ଧୁଙ୍କୁ ମାରି ହ୍ରଦକୁ ଫିଙ୍ଗି ଦେଲେ ଦୁର୍ବୃତ୍ତ

କର୍ଣ୍ଣାଟକରେ ଇସ୍ରାଏଲ ଯୁବତୀଙ୍କୁ ଗଣଦୁଷ୍କର୍ମ: ୩ ପୁରୁଷ ବନ୍ଧୁଙ୍କୁ ମାରି ହ୍ରଦକୁ ଫିଙ୍ଗି ଦେଲେ ଦୁର୍ବୃତ୍ତ

2025-03-08 10:20:19
15136
Share:
Facebook
Twitter
E-Mail
WhatsApp
Telegram
କର୍ଣ୍ଣାଟକରେ ଇସ୍ରାଏଲ ଯୁବତୀଙ୍କୁ ଗଣଦୁଷ୍କର୍ମ: ୩ ପୁରୁଷ ବନ୍ଧୁଙ୍କୁ ମାରି ହ୍ରଦକୁ ଫିଙ୍ଗି ଦେଲେ ଦୁର୍ବୃତ୍ତ

ବେଙ୍ଗାଲୁରୁ: କର୍ଣ୍ଣାଟକରୁ ଆସିଛି ଏକ ଛାତିଥରା ଘଟଣା ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି ଆଉ ଏ ଲଜ୍ଜାଜନକ ଘଟଣା ପାଇଁ ସାରା ବିଶ୍ବରେ ଭାରତ ପୁଣି ଥରେ ନିନ୍ଦିତ ହୋଇଛି । କର୍ଣ୍ଣାଟକରେ ଇସ୍ରାଏଲ ଯୁବତୀଙ୍କୁ ଗଣଦୁଷ୍କର୍ମ ହୋଇଥିବା ନେଇ ସାଙ୍ଘାତିକ ଅଭିଯୋଗ ହୋଇଛି । ଇସରାଏଲ ଯୁବତୀଙ୍କ ସମେତ ଦୁଇ ଜଣ ଯୁବତୀଙ୍କୁ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଛନ୍ତି । ଏଥିସହ ସେମାନଙ୍କ ସାଥିରେ ଥିବା ୩ ଜଣ ପୁରୁଷ ବନ୍ଧୁଙ୍କୁ ମଧ୍ୟ ମାଡ ମାରି ହ୍ରଦକୁ ଫିଙ୍ଗି ଦେଇଛନ୍ତି ଦୁର୍ବୃତ୍ତ ।

ତେବେ ନିଖୋଜ ୩ ଜଣ ପୁରୁଷ ବନ୍ଧୁଙ୍କ ଭିତରୁ ଜଣଙ୍କ ମୃତଦେହ ଆଜି ଉଦ୍ଧାର ହୋଇଛି । ମୃତକ ଜଣଙ୍କ ଓଡିଶାର ହୋଇଥିବା ବେଳେ ତାଙ୍କ ଘର ଓଡିଶାର କେଉଁ ଜିଲ୍ଲାରେ ତାହା ସ୍ପଷ୍ଟ ଜଣାପଡିନି ।

ସେପଟେ ମିଳିଥିବା ସୂଚନା ଅନୁସାରେ ଗୁରୁବାର ପ୍ରାୟ ରାତି  ୧୧ରୁ ସାଢେ ୧୧ଟା ଭିତରେ ସାନପୁର ହ୍ରଦ ନିକଟରେ ଏଭଳି ଭୟଙ୍କର କାଣ୍ଡ ଘଟିଛି । ଇସ୍ରାଏଲ ଯୁବତୀ ଏବଂ ସେ ଯାହାଙ୍କ ଘରେ ରହୁଥିଲେ ସେ  ଯୁବତୀଙ୍କ ସମେତ ଅନ୍ୟ ୩ ଜଣ ପୁରୁଷ ବନ୍ଧୁ ହ୍ରଦ କୂଳରେ ମସ୍ତି କରୁଥିଲେ । ଏହି ସମୟରେ ବାଇକରେ ୩ ଜଣ ଆସି ସେମାନଙ୍କୁ ପେଟ୍ରୋଲ୍ ପମ୍ପ କଥା ପଚାରିଲେ । ଯୁବତୀ ଜଣଙ୍କ ଆଖପାଖରେ କୌଣସି ପେଟ୍ରୋଲ୍ ପମ୍ପ ନଥିବା  କହିବା ପରେ ଦୁର୍ବୃତ୍ତମାନେ ସେମାନଙ୍କୁ ଟଙ୍କା ମାଗିଥିଲେ ଏବଂ ଏମାନେ ଟଙ୍କା ଦେବାକୁ ରାଜି ନହେବାରୁ ଗଣ୍ଡଗୋଳ ଏବଂ ମାରପିଟ ପରିସ୍ଥିତି ସୃଷ୍ଟି ହୋଇଥିଲା । ୩ ଦୁର୍ବୃତ୍ତ ୩ ଜଣ ପୁରୁଷ ବନ୍ଧୁଙ୍କୁ ଧକ୍କାମାରି ହ୍ରଦରେ ପକାଇ ଦେଇଥିଲେ ଏବଂ ୨ ଯୁବତୀଙ୍କ ସହ ଗଣଦୁଷ୍କର୍ମ କରିଥିବା ସୂଚନା ମିଳିଛି ।

ଘଟଣା ପରେ କର୍ଣ୍ଣାଟକ କାଣ୍ଡ ସାରା ଭାରତର ଛବିକୁ ବିଶ୍ବ ଦରବାରରେ ଲଜ୍ଜିତ କରିଥିବା ବେଳେ ଘଟଣାରେ ସମ୍ପୃକ୍ତ ଅଭିଯୁ୍କ୍ତଙ୍କୁ ଧରିବାକୁ ପୋଲିସ ସ୍ବତନ୍ତ୍ର ଟିମ୍ ଗଠନ କରି ତଦନ୍ତ କରୁଛି । 

Powered by Froala Editor

Tags murder

Related articles Odisha News Lens 4.1

  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା
    ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    13965
    Feb 20, 2026
  • ସୁଲତାନପୁର କୋର୍ଟରେ ରାହୁଲ
    ଦେଶ-ଦେଶାନ୍ତର

    ସୁଲତାନପୁର କୋର୍ଟରେ ରାହୁଲ

    14605
    Feb 20, 2026
  • ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ସଭାପତି
    ଦେଶ-ଦେଶାନ୍ତର

    ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ସଭାପତି

    15357
    Feb 20, 2026
  • ଚାଷ ଉଜାଡ଼ିଲା ଅବକାରୀ : ଅଫିମକୁ ଚାଇନା ଶାଗ କହି ଦେଇଥିଲେ ମଞ୍ଜି
    ଅପରାଧ

    ଚାଷ ଉଜାଡ଼ିଲା ଅବକାରୀ : ଅଫିମକୁ ଚାଇନା ଶାଗ କହି ଦେଇଥିଲେ ମଞ୍ଜି

    14146
    Feb 20, 2026
  • ଏପଷ୍ଟିନ୍‌ ଲିଙ୍କ୍‌,  ବ୍ରିଟେନ୍‌ର ପୂର୍ବତନ ଯୁବରାଜ ଗିରଫ
    ଦେଶ-ଦେଶାନ୍ତର

    ଏପଷ୍ଟିନ୍‌ ଲିଙ୍କ୍‌, ବ୍ରିଟେନ୍‌ର ପୂର୍ବତନ ଯୁବରାଜ ଗିରଫ

    14279
    Feb 20, 2026
  • MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

    14357
    Feb 20, 2026
  • ୨୭ରେ ମୁକ୍ତିଲାଭ କରିବ
    ମନୋରଞ୍ଜନ

    ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

    14690
    Feb 20, 2026
  • ଦେଶକୁ ନକ୍ସଲମୁକ୍ତ କରିବାକୁ ବଡ଼ ଅପରେସନ ଆରମ୍ଭ
    ଦେଶ-ଦେଶାନ୍ତର

    ଦେଶକୁ ନକ୍ସଲମୁକ୍ତ କରିବାକୁ ବଡ଼ ଅପରେସନ ଆରମ୍ଭ

    13728
    Feb 20, 2026
  • ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ କଂଗ୍ରେସ କର୍ମୀଙ୍କ  ପ୍ରତିବାଦ ପ୍ରଦର୍ଶନ
    ଦେଶ-ଦେଶାନ୍ତର

    ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ କଂଗ୍ରେସ କର୍ମୀଙ୍କ ପ୍ରତିବାଦ ପ୍ରଦର୍ଶନ

    13796
    Feb 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

    14357
    Feb 20, 2026
  • ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    13965
    Feb 20, 2026
  • ଦେଶ-ଦେଶାନ୍ତର

    ଏପଷ୍ଟିନ୍‌ ଲିଙ୍କ୍‌, ବ୍ରିଟେନ୍‌ର ପୂର୍ବତନ ଯୁବରାଜ ଗିରଫ

    14279
    Feb 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17345
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17411
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17757
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16231
    Apr 03, 2021

ବିଶେଷ

  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    13965
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15160
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15873
    Feb 17, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15887
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    16304
    Feb 13, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14958
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14470
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16077
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15362
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

    15446
    Feb 20, 2026
  • ସୁଲତାନପୁର କୋର୍ଟରେ ରାହୁଲ

    14605
    Feb 20, 2026
  • ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

    14690
    Feb 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In