ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ପରଲୋକ
ଭୁବନେଶ୍ୱର : ପରଲୋକରେ ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ଭୋର ସାଢେ ୩ଟାରେ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ସେ ଲଗାତାର ୪ଥର ବିଧାୟକ ହୋଇଥିଲେ । ୨୦୦୪ରୁ ୨୦୧୯ ପର୍ଯ୍ୟନ୍ତ ୪ଥର ବିଜେଡିରୁ ବିଧାୟକ ଥିଲେ ଅନନ୍ତ । ତାଙ୍କ ପରଲୋକ ପରେ ନିର୍ବାଚନ ମଣ୍ଡଳୀ ସହ ଦଳୀୟ କର୍ମୀଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ।
Powered by Froala Editor