Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ...

  • ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ...

  • ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ...

  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ...

  • ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ ...

  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ...

  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅଧିକାରୀମା‌ନେ ମୋତେ ମାଡ଼ ମାରି ନାହାନ୍ତି କିନ୍ତୁ ଗାଳିଗୁଲଜ କରୁଛନ୍ତି : ରାନ୍ୟା

ଅଧିକାରୀମା‌ନେ ମୋତେ ମାଡ଼ ମାରି ନାହାନ୍ତି କିନ୍ତୁ ଗାଳିଗୁଲଜ କରୁଛନ୍ତି : ରାନ୍ୟା

2025-03-10 19:19:18
14612
Share:
Facebook
Twitter
E-Mail
WhatsApp
Telegram
ଅଧିକାରୀମା‌ନେ ମୋତେ ମାଡ଼ ମାରି ନାହାନ୍ତି କିନ୍ତୁ ଗାଳିଗୁଲଜ କରୁଛନ୍ତି : ରାନ୍ୟା

ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ ବିମାନବନ୍ଦରରୁ କନ୍ନଡ ଅଭିନେତ୍ରୀ ରାନ୍ୟା ରାଓଙ୍କୁ ସୁନା ଚୋରା ଚାଲାଣ ମାମଲାରେ ଗିରଫ କରାଯାଇଛି। ଗିରଫ ପରେ ରାନ୍ୟାଙ୍କୁ କୋର୍ଟରେ ହାଜର କରାଯିବା ସହ ତାଙ୍କୁ ୧୪ଦିନିଆ ନ୍ୟାୟିକ ହେପାଜତକୁ ପଠାଇ ଦିଆଯାଇଛି।

ସୋମବାର ରାନ୍ୟାଙ୍କୁ କୋର୍ଟରେ ହାଜର କରାଯାଇଥିଲା। କୋର୍ଟରେ ଶୁଣାଣି ସମୟରେ ରାନ୍ୟା କାନ୍ଦିକାନ୍ଦି ବିଚାରପତିଙ୍କୁ କହିଥିଲେ,‘ ଡାଇରେକ୍ଟର ଅଫ ରେଭିନ୍ୟୁ ଇଣ୍ଟେଲିଜେନ୍ସ (ଡିଆରଆଇ)ର ଅଧିକାରୀମା‌ନେ ମୋତେ ମାଡ଼ ମାରି ନାହାନ୍ତି କିନ୍ତୁ ପ୍ରଚୁର ମାତ୍ରାରେ ମାନସିକ ନିର୍ଯାତନା ଦେବା ସହିତ ଗାଳିଗୁଲଜ କରିଥିଲେ।’

ରାନ୍ୟାଙ୍କ ଏଭଳି ଅଭିଯୋଗ ପରେ ଡିଆରଆଇ ଅଭିନେତ୍ରୀଙ୍କ ଅଭିଯୋଗକୁ ଖଣ୍ଡନ କରି କହିଛନ୍ତି। ରାନ୍ୟାଙ୍କୁ ଯାଞ୍ଚ ସମୟରେ କୌଣସି ପ୍ରକାର ଗାଳିଗୁଲଜ କି ମାନସିକ ନିର୍ଯାତନା ଦିଆଯାଇ ନାହିଁ ବୋଲି କହିଛନ୍ତି ଅଧିକାରୀ। ଓଲଟି ସେ ଯାଞ୍ଚରେ କୌଣସି ପ୍ରକାର ସହଯୋଗ କରୁ ନାହାନ୍ତି। ପ୍ରମାଣ ଦେଖାଇବା ପରେ ବି ସେ ନିଜ ଦୋଷକୁ ସ୍ବୀକାର ନକରି ଅଯଥା କଥାକୁ ଓଲଟପାଲଟ କରି କହୁଛନ୍ତି ବୋଲି କହିଛନ୍ତି ଡିଆରଆଇ ଅଧିକାରୀ।

ଗତବର୍ଷ ୩୦ ଥର ଦୁବାଇକୁ ଯାଇଥିଲେ ରାନ୍ୟା। ଶେଷରେ ତାଙ୍କ ନିକଟରୁ ଜବତ ହୋଇଥିଲା ପ୍ରାୟ ୧୩ କୋଟି ଟଙ୍କାର ସୁନା। ତେଣେ ବେଙ୍ଗାଳୁରୁସ୍ଥିତ ଘରେ ରେଡ ହେବା ପରେ ମୋଟ ୧୭ କୋଟି ୨୯ ଲକ୍ଷ ଟଙ୍କା ଜବତ ହୋଇଥିଲା। ସୁନା ସ୍ମଗଲିଂ ଲାଗି ରାନ୍ୟାଙ୍କୁ କିଲୋ ପିଛା ଦିଆଯାଉଥିଲା ୧ ଲକ୍ଷ ଟଙ୍କା। ସେ ପ୍ରତିଥର ପ୍ରାୟ ୧୨/୧୩ କିଲୋ ସୁନା ଆଣୁଥିବାରୁ ଟ୍ରିପ ପିଛା ତାଙ୍କୁ ପ୍ରାୟ ୧୨-୧୩ ଲକ୍ଷ ଟଙ୍କା ମିଳୁଥିଲା। ବରିଷ୍ଠ ପୋଲିସ ଅଧିକାରୀ, ନେତା ଏହି ରାକେଟ ପଛରେ ଥିବା ସନ୍ଦେହ କରାଯାଉଛି।

Powered by Froala Editor

Tags ranya

Related articles Odisha News Lens 4.1

  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ

    14165
    Oct 29, 2026
  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ
    ଦେଶ-ଦେଶାନ୍ତର

    ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ

    14709
    Oct 29, 2026
  •  ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା
    ଦେଶ-ଦେଶାନ୍ତର

    ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା

    13791
    Oct 29, 2026
  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ

    14058
    Oct 29, 2026
  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ
    ଦେଶ-ଦେଶାନ୍ତର

    ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ

    15138
    Oct 30, 2026
  • ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ  ଅମିତ ଶାହ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

    14728
    Oct 30, 2026
  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି
    ଦେଶ-ଦେଶାନ୍ତର

    ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

    14338
    Oct 29, 2026
  • ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ...
    ଦେଶ-ଦେଶାନ୍ତର

    ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ...

    14903
    Oct 30, 2026
  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !
    ମନୋରଞ୍ଜନ

    ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

    14954
    Oct 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ଦୁର୍ଘଟଣାଗ୍ରସ୍ତ

    14903
    Oct 30, 2026
  • ଦେଶ-ଦେଶାନ୍ତର

    ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ

    14709
    Oct 29, 2026
  • ଦେଶ-ଦେଶାନ୍ତର

    ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା

    13791
    Oct 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17237
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17936
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17878
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18303
    Sep 06, 2023

ବିଶେଷ

  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15117
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14836
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16029
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14956
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15688
    Oct 23, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16103
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14294
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15137
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14838
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ

    14165
    Oct 29, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15117
    Oct 30, 2026
  • ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା

    13791
    Oct 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In