Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

ମନୋରଞ୍ଜନ
Home ›› ମନୋରଞ୍ଜନ ››ଜାଗୃତି ହେଲେ ଅନୁଭବଙ୍କ ସାତ ଜନ୍ମର ସାଥୀ

ଜାଗୃତି ହେଲେ ଅନୁଭବଙ୍କ ସାତ ଜନ୍ମର ସାଥୀ

2025-03-11 20:07:39
17209
Share:
Facebook
Twitter
E-Mail
WhatsApp
Telegram
ଜାଗୃତି ହେଲେ ଅନୁଭବଙ୍କ ସାତ ଜନ୍ମର ସାଥୀ

ଦୀର୍ଘ ଦିନର ସମ୍ପର୍କ ପରେ ଓଲିଉଡ ଅଭିନେତା ଅନୁଭବ ମହାନ୍ତି ଜାଗୃତି ଶୁକ୍ଳାଙ୍କୁ ବିବାହ କରିଛନ୍ତି । ପରିବାର ସଦସ୍ୟ ଏବଂ ନିକଟ ସମ୍ପର୍କୀୟଙ୍କ ଉପସ୍ଥିତିରେ ରାଜ୍ୟ ବାହାରେ ବିବାହ ସମ୍ପନ୍ନ ହୋଇଛି। ବର ଏବଂ କନ୍ୟା ମାଳା ଆଦାନପ୍ରଦାନ କରୁଥିବାର ଅନେକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପ୍ରଶଂସକମାନେ ଉଭୟଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛନ୍ତି । ମାର୍ଚ୍ଚ ୮ ତାରିଖରେ ଉଭୟଙ୍କ ନିର୍ବନ୍ଧ ହୋଇଥିଲା । ନିର୍ବନ୍ଧ ଫଟୋ ସାମ୍ନାକୁ ଆସିବା ପରଠୁ ଉଭୟଙ୍କ ବିବାହକୁ ନେଇ ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଥିଲା । ଗୋପନୀୟତା ବଜାୟ ରଖିବା ପାଇଁ ଓଡ଼ିଶା ବାହାରେ ମଧ୍ୟ ନିର୍ବନ୍ଧ କରାଯାଇଥିଲା।

ଜାଗୃତି ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ନିର୍ବନ୍ଧ ଉତ୍ସବର ଫଟୋ ପୋଷ୍ଟ କରିଥିଲେ। ତାଙ୍କ ପୋଷ୍ଟରେ ଲେଖା ଥିଲା, ମୁଁ ମୋର ସବୁଠାରୁ ଭଲ ବନ୍ଧୁ ଅନୁଭବ ମହାନ୍ତିଙ୍କୁ ହଁ କହିଲି। ଆମ ପରିବାରର ଆଶୀର୍ବାଦ ଏବଂ ବନ୍ଧୁମାନଙ୍କ ନିରନ୍ତର ସମର୍ଥନ ପାଇଁ ମୋର ହୃଦୟ କୃତଜ୍ଞତାରେ ଉଛୁଳି ପଡୁଛି। ବନ୍ଧୁତାର ଏହି ବନ୍ଧନ କିଛି ସୁନ୍ଦର ରୂପ ନେଇଛି, ଏବଂ ମୁଁ ଆମର ପ୍ରେମ କାହାଣୀ ଏକାଠି ଲେଖିବାକୁ ଆଉ ଅପେକ୍ଷା କରିପାରୁନାହିଁ।

Powered by Froala Editor

Tags anubhav

Related articles Odisha News Lens 4.1

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13540
    Oct 17, 2026
  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ
    ଦେଶ-ଦେଶାନ୍ତର

    ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

    13509
    Oct 17, 2026
  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13707
    Oct 17, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14731
    Oct 17, 2026
  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ  ଲାଲକୃଷ୍ଣ ଆଡଭାନୀ
    ଦେଶ-ଦେଶାନ୍ତର

    ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ଲାଲକୃଷ୍ଣ ଆଡଭାନୀ

    13967
    Oct 17, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15303
    Oct 17, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14622
    Oct 17, 2026
  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    13899
    Oct 17, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14010
    Oct 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14622
    Oct 17, 2026
  • ଦେଶ-ଦେଶାନ୍ତର

    ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    13899
    Oct 17, 2026
  • ଦେଶ-ଦେଶାନ୍ତର

    ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

    13509
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17190
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17885
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17831
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18254
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15010
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14651
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14756
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15758
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14431
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14502
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13984
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15104
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15811
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14622
    Oct 17, 2026
  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13707
    Oct 17, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14010
    Oct 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In