Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ...

  • ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ...

  • ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ...

  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ...

  • ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ ...

  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ...

  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ମୋଦୀଙ୍କୁ ମରିସସ୍‌ର ସର୍ବୋଚ୍ଚ ସମ୍ମାନ

ମୋଦୀଙ୍କୁ ମରିସସ୍‌ର ସର୍ବୋଚ୍ଚ ସମ୍ମାନ

2025-03-12 11:27:56
14960
Share:
Facebook
Twitter
E-Mail
WhatsApp
Telegram
 ମୋଦୀଙ୍କୁ ମରିସସ୍‌ର ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମରିସସ୍‌ର ସର୍ବୋଚ୍ଚ ସମ୍ମାନ ‘ଦ ଗ୍ରାଣ୍ଡ କମାଣ୍ଡର ଅଫ୍ ଦ ଅର୍ଡର ଅଫ୍ ଦ ଷ୍ଟାର ଆଣ୍ଡ କି ଅଫ୍‌ ଦ ଇଣ୍ଡିଆନ ଓସେନ୍‌’ ପ୍ରଦାନ ଲାଗି ଘୋଷଣା କରାଯାଇଛି। ମରିସସ୍‌ ପ୍ରଧାନମନ୍ତ୍ରୀ ନବୀନଚଦ୍ର ରାମଗୁଲାମ ମଙ୍ଗଳବାର ମୋଦୀଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବା ସମ୍ପର୍କରେ ଘୋଷଣା କରିଛନ୍ତି। ମରିସସ୍‌ର ଜାତୀୟ ଦିବସ ଉତ୍ସବରେ ମୋଦୀଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। ମରିସସ୍‌ର ଏହି ସର୍ବୋଚ୍ଚ ସମ୍ମାନ ପାଇବାରେ ମୋଦୀ ହେଉଛନ୍ତି ପ୍ରଥମ ଭାରତୀୟ। ମରିସସ୍‌ର ସର୍ବୋଚ୍ଚ ସମ୍ମାନ ପ୍ରଦାନ ଲାଗି ରାମଗୁଲାମଙ୍କ ଘୋଷଣାକୁ ମୋଦୀ ସାଦର ଗ୍ରହଣ କରିବା ସହିତ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୋଦୀ କହିଛନ୍ତି ଯେ ଏହି ନିଷ୍ପତ୍ତିକୁ ମୁଁ ସାଦର ଗ୍ରହଣ କରୁଛି। ଏହି ସମ୍ମାନ ଭାରତ ଓ ମରିସସ୍‌ର ସମ୍ପର୍କକୁ ଆହୁରି ନିବିଡ କରିବ। ମୋଦୀ ମରିସସ୍‌ର ଜାତୀୟ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ମଙ୍ଗଳବାର ଠାରୁ ମୋଦୀ ଦୁଇଦିନିଆ ମରିସସ୍‌ ଗସ୍ତରେ ଯାଇଛନ୍ତି। ଗସ୍ତର ପ୍ରଥମ ଦିନରେ ମୋଦୀ ପାମ୍ପଲମୋସେସ୍‌ର ସାର୍ ସିୱସାଗର୍ ରାମଗୁଲାମ ବୋଟାନିକ୍ ଗାର୍ଡେନ୍‌ରେ ସାର୍ ସିୱସାଗର୍ ରାମଗୁଲାମ ଏବଂ ସାର୍ ଅନିରୁଦ୍ଧ ଜଗନ୍ନାଥଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ମାଲ୍ୟାର୍ପଣ ସମାରୋହରେ ମୋଦୀଙ୍କ ସହ ମରିସସ୍‌ର ପ୍ରଧାନମନ୍ତ୍ରୀ ରାମଗୁଲାମ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ମରିସସ୍‌ର ପ୍ରଗତି ଏବଂ ଭାରତ-ମରିସସ୍ ସମ୍ପର୍କ ପାଇଁ ଏକ ଦୃଢ଼ ଭିତ୍ତିଭୂମି ନିର୍ମାଣରେ ଦୁଇ ନେତାଙ୍କ ଯୋଗଦାନକୁ ମନେ ପକାଇଥିଲେ। ଏହା ପୂର୍ବରୁ ମୋଦୀ ମରିସସ୍‌ର ରାଷ୍ଟ୍ରପତି ଧରମବୀର ଗୋକୁଳଙ୍କୁ ଓ ମରିସସ୍‌ର ପ୍ରଥମ ମହିଳା ବୃନ୍ଦା ଗୋକୁଳଙ୍କୁ ସାକ୍ଷାତ କରିଥିଲେ। ସାକ୍ଷାତ କାଳରେ ମୋଦୀ ସେମାନଙ୍କୁ ପ୍ରୟାଗରାଜର ତ୍ରିବେଣୀ ସଙ୍ଗମର ପବିତ୍ର ଜଳ, ବିହାରର ମଖାନା ଓ ଭଗବାନ ଗଣେଶଙ୍କ ପ୍ରତିମୂର୍ତ୍ତି ଉପହାର ଦେଇଥିଲେ। ଏହି ଅବସରରେ ରାଷ୍ଟ୍ରପତି ଗୋକୁଳ ଓ ପ୍ରଥମ ମହିଳା ବୃନ୍ଦାଙ୍କୁ ଓସିଆଇ କାର୍ଡ ପ୍ରଦାନ କରିଥିଲେ। ସେହିପରି ପ୍ରଥମ ମହିଳା ବୃନ୍ଦାଙ୍କୁ ବନାରସୀ ଶାଢି ଉପହାର ଦେଇଥିଲେ। ସାକ୍ଷାତ ପରେ ମୋଦୀଙ୍କୁ ରାଷ୍ଟ୍ରପତି ଗୋକୁଳ ରାଜଭବନରେ ରାଜକୀୟ ଭୋଜନରେ ଆପ୍ୟାୟିତ କରିଥିଲେ।

Powered by Froala Editor

Tags Modi

Related articles Odisha News Lens 4.1

  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି
    ଦେଶ-ଦେଶାନ୍ତର

    ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

    14429
    Oct 29, 2026
  •  ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା
    ଦେଶ-ଦେଶାନ୍ତର

    ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା

    13883
    Oct 29, 2026
  • ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ  ଅମିତ ଶାହ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

    14824
    Oct 30, 2026
  • ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ...
    ଦେଶ-ଦେଶାନ୍ତର

    ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ...

    15002
    Oct 30, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....
    ବିଶେଷ

    ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15209
    Oct 30, 2026
  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !
    ମନୋରଞ୍ଜନ

    ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

    15045
    Oct 29, 2026
  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ
    ଦେଶ-ଦେଶାନ୍ତର

    ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ

    14800
    Oct 29, 2026
  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ

    14150
    Oct 29, 2026
  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ

    14257
    Oct 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

    15045
    Oct 29, 2026
  • ଦେଶ-ଦେଶାନ୍ତର

    ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

    14429
    Oct 29, 2026
  • ଦେଶ-ଦେଶାନ୍ତର

    ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ

    15234
    Oct 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17237
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17937
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17878
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18303
    Sep 06, 2023

ବିଶେଷ

  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15209
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14846
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16039
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14966
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15700
    Oct 23, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16103
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14294
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15137
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14841
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

    14429
    Oct 29, 2026
  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

    15045
    Oct 29, 2026
  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ

    15234
    Oct 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In