Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଟ୍ରେନ ଅପହରଣରେ ଭାରତର ହାତ ଥିବା ଅଭିଯୋଗ ଆଣିଲା ପାକିସ୍ତାନ

ଟ୍ରେନ ଅପହରଣରେ ଭାରତର ହାତ ଥିବା ଅଭିଯୋଗ ଆଣିଲା ପାକିସ୍ତାନ

2025-03-12 11:38:32
15456
Share:
Facebook
Twitter
E-Mail
WhatsApp
Telegram
ଟ୍ରେନ ଅପହରଣରେ ଭାରତର ହାତ ଥିବା ଅଭିଯୋଗ ଆଣିଲା ପାକିସ୍ତାନ

ନୂଆଦିଲ୍ଲୀ:  ପାକିସ୍ତାନର ବଲୋଚିସ୍ତାନ ପ୍ରଦେଶରେ ବିଦ୍ରୋହୀ ଗୋଷ୍ଠୀ ବଲୋଚ ଲିବରେସନ ଆର୍ମି(ବିଏଲଏ) ଜାଫର ଏକ୍ସପ୍ରେସକୁ ଅପହରଣ କରିନେଇଛନ୍ତି। ଟ୍ରେନରେ ୪୦୦ରୁ ଅଧିକ ଯାତ୍ରୀ ଥିଲେ, ଯେଉଁଥିରେ ଅନେକ ସୈନ୍ୟ ରହିଥିଲେ। ସୁରକ୍ଷାକର୍ମୀଙ୍କ ସୂଚନା ଅନୁସାରେ, ପାକ୍‌ ସରକାର ଅତିକମରେ ୧୫୫ ଯାତ୍ରୀଙ୍କୁ ବନ୍ଧକମୁକ୍ତ କରିଛନ୍ତି। ଉଦ୍ଧାରକାର୍ଯ୍ୟ ସମୟରେ ୨୭ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ତେବେ ଏହା ଭିତରେ ପାକ୍‌ ପ୍ରଧାନମନ୍ତ୍ରୀ ଶାହବାଜ ଶରିଫଙ୍କ ପରାମର୍ଶଦାତା ରାଣା ସନାଉଲ୍ଲାହ ଭାରତ ବିରୋଧରେ ଅଭିଯୋଗ ଆଣିଛନ୍ତି। ବିଦ୍ରୋହୀମାନଙ୍କ ଦ୍ବାରା ଟ୍ରେନ ଅପହରଣ ହୋଇଯିବା ପରେ ନିଜର ଅପାରଗତା ଲୁଚାଇବା ଲାଗି ପାକିସ୍ତାନ ବିନା କୌଣସି ପ୍ରମାଣରେ ବଲୋଚ ବିଦ୍ରୋହୀମାନଙ୍କୁ ଭାରତ ସମଥର୍ନ କରୁଥିବା ଅଭିଯୋଗ ଆଣିଛି।

ପାକିସ୍ତାନର ଡନ ଟିଭି ଉପସ୍ଥାପକ ସନାଉଲ୍ଲାହଙ୍କୁ ପ୍ରଶ୍ନ କରିଥିଲେ ଯେ, ଆଫଗାନିସ୍ତାନରେ ରହୁଥିବା ତେହରିକ ଏ ତାଲିବାନ ପାକିସ୍ତାନ(ଟିଟିପି)ଠାରୁ ବିଏଲଏକୁ ସହାୟତା ମିଳୁଛି କି? ସେମାନଙ୍କ ମଧ୍ୟରେ କିଛି ସମ୍ପର୍କ ରହିଛି କି ? ଏହାର ଜବାବରେ ସନାଉଲ୍ଲାହ କହିଥିଲେ, ଏସବୁ ଭାରତ କରୁଛି। ଏଥିରେ କୌଣସି ସନ୍ଦେହ ନାହିଁ। ଭାରତ ସହଯୋଗରେ ସେମାନଙ୍କୁ ଆଫଗାନିସ୍ତାନରେ ସୁରକ୍ଷିତ ଆଶ୍ରୟ ମିଳୁଛି। ସେଠାରେ ବସି ସେମାନେ ସବୁ ପ୍ରକାର ଯୋଜନା କରୁଛନ୍ତି। ଏମାନେ ପାକିସ୍ତାନର ଶତ୍ରୁ। ଏମାନଙ୍କର କୌଣସି ରାଜନୈତିକ ଏଜେଣ୍ଡା ନାହିଁ। ସେମାନଙ୍କର କେବଳ ଗୋଟିଏ ଉଦ୍ଦେଶ୍ୟ ରହିଛି। ତାହା ହେଉଛି କେବଳ ଲୋକଙ୍କୁ ହତ୍ୟା କରିବା ଏବଂ ଲୁଟ୍‌ କରିବା। ତେବେ ପାକିସ୍ତାନର ଏପରି ଭିତ୍ତିହୀନ ଅଭିଯୋଗ ସମ୍ପର୍କରେ ଭାତର ପକ୍ଷରୁ କୌଣସି ପ୍ରତିକ୍ରିୟା ଦିଆଯାଇନାହିଁ।

Powered by Froala Editor

Tags Pakistan

Related articles Odisha News Lens 4.1

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13570
    Aug 16, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14976
    Aug 16, 2026
  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA
    ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    14976
    Aug 17, 2026
  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14220
    Aug 17, 2026
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    15019
    Aug 16, 2026
  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14394
    Aug 16, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14735
    Aug 16, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15472
    Aug 17, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14268
    Aug 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14394
    Aug 16, 2026
  • ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13570
    Aug 16, 2026
  • ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14976
    Aug 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17033
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17653
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17701
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18100
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15472
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13570
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14817
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14591
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14427
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14242
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14371
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15268
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14641
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14268
    Aug 17, 2026
  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14394
    Aug 16, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14976
    Aug 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In