Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, August 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ...

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ...

  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

ରାଜ୍ୟ
Home ›› ରାଜ୍ୟ ››୧୭ ତାରିଖ ଯାଏଁ ହିଟ୍‌ୱେଭ୍‌ ସମ୍ଭାବନା, ୪ ଜିଲ୍ଲାକୁ ସତର୍କତା

୧୭ ତାରିଖ ଯାଏଁ ହିଟ୍‌ୱେଭ୍‌ ସମ୍ଭାବନା, ୪ ଜିଲ୍ଲାକୁ ସତର୍କତା

2025-03-13 06:09:44
15059
Share:
Facebook
Twitter
E-Mail
WhatsApp
Telegram
୧୭ ତାରିଖ ଯାଏଁ ହିଟ୍‌ୱେଭ୍‌ ସମ୍ଭାବନା,  ୪ ଜିଲ୍ଲାକୁ ସତର୍କତା

ଭୁବନେଶ୍ବର : ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହେଲାଣି। ବୌଦ୍ଧ ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ପାର୍ କରିଥିବାବେଳେ ୨୦ ସହରରେ ତାପମାତ୍ରା ୩୭ ଡିଗ୍ରୀ କିମ୍ବା ତା’ଉପରେ ରେକର୍ଡ କରାଯାଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ଚେତାବନୀ ଆସନ୍ତା ୫ ଦିନ ମଧ୍ୟରେ ତାପମାତ୍ରା ଆହୁରି ୨-୩ ଡିଗ୍ରୀ ବୃଦ୍ଧି ପାଇବ। ତିନି ଦିନ ଯାଏଁ ରାତି ତାପମାତ୍ରା ଅପରିବର୍ତ୍ତିତ ରହିବ ଓ ଏହାପରେ ୨-୩ ଡିଗ୍ରୀ ବୃଦ୍ଧି ପାଇବ। ଆସନ୍ତାକାଲିଠାରୁ ୧୭ ତାରିଖ ଯାଏଁ ରାଜ୍ୟର ପଶ୍ଚିମାଞ୍ଚଳରେ ହିଟ୍‌ୱେଭ୍‌ ବା ଗ୍ରୀଷ୍ମଲହରୀ ପ୍ରବାହିତ ହେବାର ସମ୍ଭାବନା ରହିଛି। ଏପରିକି କେତେକ ସ୍ଥାନରେ ରାତି ତାପମାତ୍ରା ଅସ୍ବାଭାବିକ ଭାବେ ବୃଦ୍ଧି ପାଇବ ବୋଲି ଚେତାବନୀ ଦିଆଯାଇଛି। ଆସନ୍ତାକାଲି ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର ଓ ବୌଦ୍ଧ ଜିଲାକୁ ହିଟ୍‌ୱେଭ୍‌ ନେଇ ୟେଲୋ ୱାର୍ଣ୍ଣିଂ ରହିଛି। ଏହି ସମୟରେ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ଅସହ୍ୟ ଖରା ଓ ଝାଞ୍ଜି ଅନୁଭୂତ ହେବ। ପାଣିପାଗ ରିପୋର୍ଟ ଅନୁଯାୟୀ ବୁଧବାର ବୌଦ୍ଧରେ ସର୍ବାଧିକ ୪୦.୫ ଡିଗ୍ରୀ, ବଲାଙ୍ଗୀରରେ ୩୯.୯, ଟିଟିଲାଗଡ଼ରେ ୩୯.୫, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ୩୯.୪, ସମ୍ବଲପୁରରେ ୩୯.୩, ବାରିପଦାରେ ୩୯ ଡିଗ୍ରୀ ରହିଛି। ୧୩ ସହରରେ ୩୭ କିମ୍ବା ୩୮ ଡିଗ୍ରୀ ଉପରେ ତାପମାତ୍ରା ରହିଛି। ଭୁବନେଶ୍ବରରେ ୩୬.୬ ଡିଗ୍ରୀ ତାପମାତ୍ରା ରହିଥିବାବେଳେ କଟକରେ ୩୭ ତାପମାତ୍ରା ରେକର୍ଡ଼ ହୋଇଛି। ୧୪ରୁ ୧୫ ତାରିଖ ଯାଏଁ ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ବୌଦ୍ଧ, ସୁନ୍ଦରଗଡ଼, ଅନୁଗୋଳ ଜିଲାକୁ ୟେଲୋ ୱାର୍ଣ୍ଣିଂ ରହିଛି। ୧୫ରୁ ଖରା ଆହୁରି ବଢ଼ିବ। ୧୫ରୁ ୧୬ ତାରିଖ ଯାଏଁ ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର ଏବଂ ବୌଦ୍ଧ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ରହିଛି। ସୁବର୍ଣ୍ଣପୁର, ଅନୁଗୋଳ, ସୁନ୍ଦରଗଡ଼, ମୟୂରଭଞ୍ଜ ଓ ବରଗଡ଼ ଜିଲାକୁ ୟେଲୋ ୱାର୍ଣ୍ଣିଂ ରହିଛି। ଏହି ସମୟରେ ସୁନ୍ଦରଗଡ଼, ବଲାଙ୍ଗୀର, ବରଗଡ଼ ଏବଂ ବୌଦ୍ଧ ଜିଲାରେ ରାତିରେ ମଧ୍ୟ ଅସହ୍ୟ ଗରମ ଅନୁଭୂତ ହେବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଖରା ଓ ଝାଞ୍ଜିକୁ ଲକ୍ଷ୍ୟ କରି ବାହାରକୁ ଯିବା ସମୟରେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ଦୀର୍ଘ ସମୟ ଧରି ଖରା‌ରେ ବୁଲାବୁଲି ନ କରିବା, ଛୋଟ ପିଲା, ବୃଦ୍ଧବୃଦ୍ଧା, ରୋଗୀଙ୍କୁ ସିଧାସଳଖ ଖରାରେ ଅଧିକ ସମୟ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ଅଧିକ ପାଣି, ତୋରାଣି, ଓଆରଏସ୍ ପରି ତରଳ ପଦାର୍ଥ ସେବନ ଓ ନିଶାଦ୍ରବ୍ୟ, ଚା’ କଫିଠାରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି। ମୁଣ୍ଡବିନ୍ଧା, ବାନ୍ତି, ଦୁର୍ବଳ ଅନୁଭବ କଲେ ତୁରନ୍ତ ଡାକ୍ତରଙ୍କୁ ପରାମର୍ଶ କରିବାକୁ କୁହାଯାଇଛି।

Powered by Froala Editor

Tags Temperature

Related articles Odisha News Lens 4.1

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14353
    Aug 17, 2026
  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA
    ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15066
    Aug 17, 2026
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ
    ଦେଶ-ଦେଶାନ୍ତର

    ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    14881
    Aug 18, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14808
    Aug 16, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    15095
    Aug 16, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    15050
    Aug 16, 2026
  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ
    ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13460
    Aug 18, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15554
    Aug 17, 2026
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    15095
    Aug 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14304
    Aug 17, 2026
  • ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15066
    Aug 17, 2026
  • ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    15095
    Aug 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17035
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17655
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17705
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18103
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15554
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13644
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14842
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14615
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14452
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14245
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14373
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15270
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14642
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14304
    Aug 17, 2026
  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13460
    Aug 18, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14353
    Aug 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In