Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଓଜନ କମାଇବାର ସହଜ ଉପାୟ

  • ଭାରତ ସହିତ ମିଶି କାମ କରିବାକୁ ଖୁବ ...

  • ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ...

  • ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ...

  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ...

  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ...

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ...

  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ...

Home ›› ››ଏ.ଆର. ରେହମାଙ୍କ ଛାତିରେ ଯନ୍ତ୍ରଣା

ଏ.ଆର. ରେହମାଙ୍କ ଛାତିରେ ଯନ୍ତ୍ରଣା

2025-03-16 19:29:40
16175
Share:
Facebook
Twitter
E-Mail
WhatsApp
Telegram
ଏ.ଆର. ରେହମାଙ୍କ ଛାତିରେ ଯନ୍ତ୍ରଣା

ଓସ୍କାର ବିଜେତା ସଙ୍ଗୀତଜ୍ଞ ତଥା କଣ୍ଠଶିଳ୍ପୀ ଏଆର ରେହମାନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରବିବାର ସକାଳେ ରେହମାନଙ୍କର ଛାତିରେ ପ୍ରବଳ ଯନ୍ତ୍ରଣା ହୋଇଥିଲା । ତାଙ୍କୁ ତୁରନ୍ତ ଚେନ୍ନାଇର ଗ୍ରୀମ୍ସ ରୋଡରେ ଥିବା ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତରମାନେ ତାଙ୍କ ଉପରେ ଇସିଜି ଏବଂ ଇକୋକାର୍ଡିଓଗ୍ରାମ ସମେତ ଅନେକ ପରୀକ୍ଷା କରିଥିଲେ। ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସାରେ ଲାଗିଥିବା ସୂଚନା ରହିଛି । ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଡାକ୍ତରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ସଙ୍ଗୀତ ଦୁନିଆର ବାଦଶାହ ଭାବେ ପରିଚିତ ଏଆର ରେହମାନ୍ । ପିଲାଦିନରୁ ସଙ୍ଗୀତ ପ୍ରତି ରୁଚି ରଖିଥିବା ରେହମାନ୍ ପରବର୍ତ୍ତୀ ସମୟରେ ସଙ୍ଗୀତକୁ ହିଁ ଜୀବନ କରିନେଇଛନ୍ତି । ମାତ୍ର ୪ ବର୍ଷ ବୟସରୁ ପିଆନୋ ବଜାଇବା ଶିଖିଥିଲେ । କେବଳ ପିଆନୋ ନୁହେଁ ବରଂ ପିଲାଟି ଦିନରୁ ଏକାଧିକ ବାଦ୍ୟଯନ୍ତ୍ର ବଜାଇବାରେ ଦକ୍ଷତା ହାସଲ କରିଥିଲେ ରେହମାନ୍ । ରେହମାନଙ୍କ ବାପା ଆର କେ ଶେଖର ତାମିଲ ଓ ମାଲାୟାଲାମ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ମ୍ୟୁଜିକ କମ୍ପୋଜର ଥିଲେ । ଏହିଭଳି ଭାବେ ତାଙ୍କର ସଙ୍ଗୀତ ଯାତ୍ରା ଆରମ୍ଭ ହୋଇଥିଲା । ଫିଲ୍ମ ’ଦିଲ ସେ ’, ’ଲଗାନ୍’, ଯୋଦ୍ଧା ଅକବର , ’ତାଲ୍’ ’ଦିଲ୍ଲୀ ୬’, ’ରଙ୍ଗ ଦେ ବସନ୍ତୀ’, ’ରକ୍ ଷ୍ଟାର’ ଆଦି ମୁଭିରେ ତାଙ୍କ ଗୀତ ହିଟ୍ ହୋଇଛି ।  ଏବେ ତାଙ୍କର ଅପ୍ରତ୍ୟାଶିତ ହସ୍ପିଟାଲରେ ଭର୍ତ୍ତି ହେବା ଖବର ପ୍ରଶଂସକଙ୍କୁ ଗଭୀର ଭାବେ ମର୍ମାହତ କରିଛି। ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରାଯାଉଛି।


Powered by Froala Editor

Tags rehman

Related articles Odisha News Lens 4.1

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15305
    Mar 26, 2026
  •  ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ଅବତରଣ କଲା ଇଣ୍ଡିଗୋ ଏୟାରଲାଇନ୍ସର ବିମାନ
    ଦେଶ-ଦେଶାନ୍ତର

    ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ଅବତରଣ କଲା ଇଣ୍ଡିଗୋ ଏୟାରଲାଇନ୍ସର ବିମାନ

    14403
    Mar 28, 2026
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14699
    Mar 27, 2026
  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ
    ଦେଶ-ଦେଶାନ୍ତର

    ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13829
    Mar 27, 2026
  • ଓଜନ କମାଇବାର ସହଜ ଉପାୟ
    ବିଶେଷ

    ଓଜନ କମାଇବାର ସହଜ ଉପାୟ

    15489
    Mar 28, 2026
  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା
    ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15379
    Mar 26, 2026
  • ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା
    ଦେଶ-ଦେଶାନ୍ତର

    ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା

    13862
    Mar 28, 2026
  • ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ଗିରଫ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ...
    ଦେଶ-ଦେଶାନ୍ତର

    ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ଗିରଫ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ...

    15010
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା
    ବିଶେଷ

    ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14946
    Mar 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15379
    Mar 26, 2026
  • ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15305
    Mar 26, 2026
  • ଦେଶ-ଦେଶାନ୍ତର

    ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13829
    Mar 27, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17388
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17452
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17801
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16272
    Apr 03, 2021

ବିଶେଷ

  • ଓଜନ କମାଇବାର ସହଜ ଉପାୟ

    15489
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14946
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15376
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15024
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    14006
    Mar 22, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15024
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15531
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13829
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14271
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ଅବତରଣ କଲା ଇଣ୍ଡିଗୋ ଏୟାରଲାଇନ୍ସର ବିମାନ

    14403
    Mar 28, 2026
  • ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ଗିରଫ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି

    15010
    Mar 28, 2026
  • ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା

    13862
    Mar 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In