Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ...

  • ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ...

  • ଆହୁରି ୭ ଦିନ ହେବ ଭୟଙ୍କର ଗରମ

  • ବିଜୟ ସରକାରଙ୍କ ଠାରୁ ସମର୍ଥନ ...

  • ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ...

  • ନାନାବତୀ ହସ୍ପିଟାଲରେ ବିଗ୍ ବି ଅମିତାଭ ...

  • ଡଲାର ତୁଳନାରେ ଟଙ୍କା ମୂଲ୍ୟ ସର୍ବନିମ୍ନ ...

  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ...

  • ସରକାରଙ୍କ ନିୟନ୍ତ୍ରଣରେ ନାହିଁ ବିସିସିଆଇ

  • ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ

ରାଜ୍ୟ
Home ›› ରାଜ୍ୟ ››ସ୍ପାଇ କ୍ୟାମେରାରେ ମନ୍ଦିର ଭିତର ଭିଡିଓ ଉତ୍ତୋଳନ କରୁଥିଲେ ଯୁବକ, ହେଲେ ଗିରଫ

ସ୍ପାଇ କ୍ୟାମେରାରେ ମନ୍ଦିର ଭିତର ଭିଡିଓ ଉତ୍ତୋଳନ କରୁଥିଲେ ଯୁବକ, ହେଲେ ଗିରଫ

2025-03-17 07:39:12
15495
Share:
Facebook
Twitter
E-Mail
WhatsApp
Telegram
ସ୍ପାଇ କ୍ୟାମେରାରେ ମନ୍ଦିର ଭିତର ଭିଡିଓ ଉତ୍ତୋଳନ କରୁଥିଲେ ଯୁବକ, ହେଲେ ଗିରଫ

ପୁରୀ : ଶ୍ରୀମନ୍ଦିର ସୁରକ୍ଷା ବଳୟ ଭେଦ କରି ଜଣେ ଯୁବକ ଶନିବାର ସକାଳ ୯ଟା ବେଳେ ଗୁଇନ୍ଦା କ୍ୟାମେରାରେ ମନ୍ଦିର ଭିତର ଭିଡିଓ ଉତ୍ତୋଳନ କରୁଥିଲା। ଶ୍ରୀମନ୍ଦିରରେ କାର୍ଯ୍ୟରତ ପୁଲିସ ଉକ୍ତ ଯୁବକକୁ ଧରି ସିଂହଦ୍ବାର ପୁଲିସକୁ ହସ୍ତାନ୍ତର କରିଛି। ଯୁବକଜଣକ ହେଲେ ଭାସ୍କର ସାମନ୍ତ । ପୁଲିସ ଭାସ୍କରଙ୍କ ମେମୋରୀ କାର୍ଡ଼ ଯାଞ୍ଚ ପରେ ଶ୍ରୀମନ୍ଦିରର ଭିତରର ଭିଡିଓଗୁଡ଼ିକ ଏଥିରେ ସଂରକ୍ଷିତ ରହିଥିବା ଜାଣିଥିଲା। କ୍ୟାମେରାକୁ ଜବତ କରାଯିବା ସହ ଯୁବକକୁ ଗିରଫ କରାଯାଇଛି ବୋଲି ସିଂହଦ୍ବାର ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି। ଶତାଧିକ ପୁଲିସ ଶ୍ରୀମନ୍ଦିର ବାହାରେ ଏବଂ ଭିତରେ ମୁତୟନ ଥାଇ ବି ବାରମ୍ବାର ଭିଡିଓ ପ୍ରଘଟ ଘଟଣାକୁ ନେଇ ଶ୍ରଦ୍ଧାଳୁଙ୍କ ମନରେ ଅସନ୍ତୋଷ ତେଜିବାରେ ଲାଗିଛି। ବାରମ୍ବାର ଶ୍ରୀମନ୍ଦିର ଭିତର ଭିଡ଼ିଓ ପ୍ରଘଟ ଘଟଣାକୁ ନେଇ ଜଗନ୍ନାଥପ୍ରେମୀଙ୍କ ଭାବାବେଗରେ ଆଘାତ ଲାଗିଛି। ଚଳିତ ମାସ ୪ରେ ଲଭ ପାହାଦାନ ଏବଂ ଅର୍ପିତା ୧୪ ନାମକ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଭିଡିଓ ପ୍ରଘଟ ହୋଇଥିଲା। ନୃସିଂହ ମନ୍ଦିର ସମ୍ମୁଖରୁ ଏହି ଭିଡିଓ ନିଆଯାଇଥିବା ଜଣାପଡ଼ିଥିଲା। ଚଳିତ ବର୍ଷ ଜାନୁଆରୀ ୫ ତାରିଖ ଭୋର ସମୟରେ ଡ୍ରୋନ ଏବଂ ୧୨ ତାରିଖରେ ଶ୍ରୀମନ୍ଦିର ଭିତର ଫଟୋ ଉଠାଇ ସାମାଜିକ ଗଣମାଧ୍ୟମରେ ପ୍ରଘଟ ପରେ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା। ଜାନୁଆରୀ ୧୯ରେ ଶ୍ରୀମନ୍ଦିର ଗର୍ଭଗୃହର ସମ୍ବେଦନଶୀଳ ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହୋଇଥିଲା। ବୃନ୍ଦାବନର ବାଙ୍କେ ବିହାରୀ ଅନନ୍ତ ନାମକ ବ୍ୟକ୍ତି ନିଜ ଇନଷ୍ଟାଗ୍ରାମ ଓ ଫେସବୁକରେ ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ପ୍ରଘଟ କରିଥିଲେ। ଏହି ୩ଟି ଘଟଣାରେ ପୁଲିସ ମାମଲା ରୁଜୁ କରି ତଦନ୍ତ କରିଥିଲା; କିନ୍ତୁ ୩ଟି ଘଟଣା ମଧ୍ୟରୁ କେବଳ ବୃନ୍ଦାବନର ବାଙ୍କେ ବିହାରୀ ଅନନ୍ତ ଫେବୃଆରୀ ୧୯ରେ ସିଂହଦ୍ବାର ଥାନାରେ ହାଜର ହୋଇଥିଲା। ବର୍ତ୍ତମାନ ସୁଦ୍ଧା ଅନ୍ୟ ଘଟଣାରେ ପୁଲିସ ଅଭିଯୁକ୍ତଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରିନାହିଁ। ବର୍ତ୍ତମାନ ଅନ୍ୟ ଏକ ଭିଡିଓ ଉତ୍ତୋଳନ ପୁନର୍ବାର ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏନେଇ ଜିଲା ଆରକ୍ଷୀ ଅଧୀକ୍ଷକ ବିନୀତ ଅଗ୍ରୱାଲ କହିଛନ୍ତି, ଭିଡିଓ ଉତ୍ତୋଳନ କରିଥିବା ଭାସ୍କର ବିରୋଧରେ ସିଂହଦ୍ବାର ଥାନାରେ ମାମଲା ରୁଜୁ କରାଯାଇ ତାକୁ ଗିରଫ କରାଯାଇଛି ।

Powered by Froala Editor

Tags Arrested

Related articles Odisha News Lens 4.1

  • ସରକାରଙ୍କ ନିୟନ୍ତ୍ରଣରେ ନାହିଁ ବିସିସିଆଇ
    ଦେଶ-ଦେଶାନ୍ତର

    ସରକାରଙ୍କ ନିୟନ୍ତ୍ରଣରେ ନାହିଁ ବିସିସିଆଇ

    14992
    May 19, 2026
  • ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ

    15817
    May 19, 2026
  • ନାନାବତୀ ହସ୍ପିଟାଲରେ ବିଗ୍ ବି ଅମିତାଭ ବଚ୍ଚନ
    ମନୋରଞ୍ଜନ

    ନାନାବତୀ ହସ୍ପିଟାଲରେ ବିଗ୍ ବି ଅମିତାଭ ବଚ୍ଚନ

    14968
    May 20, 2026
  • ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି
    ଦେଶ-ଦେଶାନ୍ତର

    ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି

    14902
    May 20, 2026
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14593
    May 20, 2026
  • ବିଜୟ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର ପାଇଁ ଧମକ ଦେଲା ସିପିଆଇ(ଏମ୍‌)
    ରାଜନୀତି

    ବିଜୟ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର ପାଇଁ ଧମକ ଦେଲା ସିପିଆଇ(ଏମ୍‌)

    13549
    May 20, 2026
  • ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ଫୁଟେଜ୍ ନେଇ ତଦନ୍ତ, ଶାଶୂ କହିଲେ ବୋହୂ ...
    ଅପରାଧ

    ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ଫୁଟେଜ୍ ନେଇ ତଦନ୍ତ, ଶାଶୂ କହିଲେ ବୋହୂ ...

    15508
    May 20, 2026
  • ଆହୁରି ୭ ଦିନ ହେବ ଭୟଙ୍କର ଗରମ
    ଦେଶ-ଦେଶାନ୍ତର

    ଆହୁରି ୭ ଦିନ ହେବ ଭୟଙ୍କର ଗରମ

    14438
    May 20, 2026
  • ଡଲାର ତୁଳନାରେ ଟଙ୍କା ମୂଲ୍ୟ ସର୍ବନିମ୍ନ ସ୍ତରସ୍ତରରେ
    ଦେଶ-ଦେଶାନ୍ତର

    ଡଲାର ତୁଳନାରେ ଟଙ୍କା ମୂଲ୍ୟ ସର୍ବନିମ୍ନ ସ୍ତରସ୍ତରରେ

    15388
    May 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆହୁରି ୭ ଦିନ ହେବ ଭୟଙ୍କର ଗରମ

    14438
    May 20, 2026
  • ଦେଶ-ଦେଶାନ୍ତର

    ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ

    15817
    May 19, 2026
  • ମନୋରଞ୍ଜନ

    ନାନାବତୀ ହସ୍ପିଟାଲରେ ବିଗ୍ ବି ଅମିତାଭ ବଚ୍ଚନ

    14968
    May 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16867
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17481
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17533
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17919
    Sep 06, 2023

ବିଶେଷ

  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    13947
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14318
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15457
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15066
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15567
    May 14, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15409
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15149
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15641
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13971
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14593
    May 20, 2026
  • ଡଲାର ତୁଳନାରେ ଟଙ୍କା ମୂଲ୍ୟ ସର୍ବନିମ୍ନ ସ୍ତରସ୍ତରରେ

    15388
    May 20, 2026
  • ନାନାବତୀ ହସ୍ପିଟାଲରେ ବିଗ୍ ବି ଅମିତାଭ ବଚ୍ଚନ

    14968
    May 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In