Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ...

  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ...

  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ...

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ...

  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ...

  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ...

  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ...

  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ...

  • ଆସନ୍ତାକାଲି ସେବା ତୀର୍ଥ ଭବନ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଏଲନ ମସ୍କଙ୍କ ନକଲ କରି ଚର୍ଚ୍ଚାରେ ଖାନ ୟୁସୁଫଜାଇ

ଏଲନ ମସ୍କଙ୍କ ନକଲ କରି ଚର୍ଚ୍ଚାରେ ଖାନ ୟୁସୁଫଜାଇ

2025-03-17 11:06:15
14743
Share:
Facebook
Twitter
E-Mail
WhatsApp
Telegram
ଏଲନ ମସ୍କଙ୍କ ନକଲ କରି ଚର୍ଚ୍ଚାରେ ଖାନ ୟୁସୁଫଜାଇ

 ନୂଆଦିଲ୍ଲୀ: ବଡ଼ ବଡ଼ ସେଲିବ୍ରିଟି ଏବଂ କ୍ରିକେଟରଙ୍କ ଡୁପ୍ଲିକେଟ ବା ନକଲ କରି ଅନେକ ବ୍ୟକ୍ତି ଚର୍ଚ୍ଚାକୁ ଆସିଛନ୍ତି। ସଚିନ ତେନ୍ଦୁଲକର, ଶିଖର ଧୱନ, ଅଲ୍ଲୁ ଅର୍ଜୁନ ବା ପୁଷ୍ପା ଚରିତ୍ରର ଡୁପ୍ଲିକେଟ ଅର୍ଥାତ ନକଲ କରି ଅନେକ ସାଧାରଣ ଲୋକ ପ୍ରଶଂସା ସାଉଁଟିଛନ୍ତି। ଏବେ ଏଲନ ମସ୍କଙ୍କ ନକଲ କରି ଚର୍ଚ୍ଚାକୁ ଆସିଛନ୍ତି ଆଉ ଜଣେ ବ୍ୟକ୍ତି। ଏହି ବ୍ୟକ୍ତି ଜଣକ ପାକିସ୍ତାନରେ ଏକ ରେଷ୍ଟୁରାଣ୍ଟରେ ନିଜ ସାଙ୍ଗମାନଙ୍କ ସହିତ ବିରିୟାନୀ ଖାଉଥିବା ନଜର ଆସିଛନ୍ତି। ସାମାଜିକ ଗଣମାଧ୍ୟମରେ ତାଙ୍କ ଭିଡିଓ ଏବଂ ଫଟୋ ବେଶ୍ ଭାଇରାଲ ହେବାରେ ଲାଗିଛି। ସେ ଦେଖିବାକୁ ଏଲନ ମସ୍କଙ୍କ ପରି, ଯାହାକୁ ନେଇ ଲୋକେ ଆଶ୍ଚର୍ଯ୍ୟ ମଧ୍ୟ ହୋଇଛନ୍ତି। ସାଙ୍ଗମାନେ ବି ତାଙ୍କୁ ଏଲନ ମସ୍କ ବୋଲି ଡାକୁଛନ୍ତି। କେହି କେହି ତାଙ୍କୁ ମସ୍କ ୨.୦ ବି ଡାକୁଛନ୍ତି। ତାଙ୍କ ପ୍ରକୃତ ନାମ ଖାନ ୟୁସୁଫଜାଇ। କିନ୍ତୁ ଲୋକେ ଏଲନ ମସ୍କ ଖାନ ୟୁସୁଫଜାଇ ନାମରେ ତାଙ୍କୁ ସମ୍ବୋଧନ କରୁଛନ୍ତି।

Powered by Froala Editor

Tags Duplicate Elon musk

Related articles Odisha News Lens 4.1

  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ
    ଦେଶ-ଦେଶାନ୍ତର

    ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ

    15261
    Feb 12, 2026
  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    14793
    Feb 13, 2026
  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ
    ଦେଶ-ଦେଶାନ୍ତର

    ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ

    13612
    Feb 13, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ
    ବିଶେଷ

    ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15531
    Feb 13, 2026
  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା
    ଅପରାଧ

    ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା

    14196
    Feb 12, 2026
  • ଆସନ୍ତାକାଲି ସେବା ତୀର୍ଥ ଭବନ କମ୍ପ୍ଲେକ୍ସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆସନ୍ତାକାଲି ସେବା ତୀର୍ଥ ଭବନ କମ୍ପ୍ଲେକ୍ସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

    14074
    Feb 12, 2026
  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ

    15080
    Feb 12, 2026
  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର
    ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15666
    Feb 12, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ
    ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15072
    Feb 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆସନ୍ତାକାଲି ସେବା ତୀର୍ଥ ଭବନ କମ୍ପ୍ଲେକ୍ସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

    14074
    Feb 12, 2026
  • ଦେଶ-ଦେଶାନ୍ତର

    ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ

    13612
    Feb 13, 2026
  • ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15072
    Feb 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17336
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17404
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17749
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16224
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15072
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15531
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16016
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    13952
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14677
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14948
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14458
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16066
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15347
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସନ୍ତାକାଲି ସେବା ତୀର୍ଥ ଭବନ କମ୍ପ୍ଲେକ୍ସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

    14074
    Feb 12, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15072
    Feb 14, 2026
  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ

    15080
    Feb 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In