Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ ...

  • ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ...

  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ...

  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ...

  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ...

  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ...

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

ରାଜ୍ୟ
Home ›› ରାଜ୍ୟ ››ରାଷ୍ଟ୍ରପତି ଭବନକୁ ଗଲା ୧୮ଜଣଙ୍କ ନାମ!

ରାଷ୍ଟ୍ରପତି ଭବନକୁ ଗଲା ୧୮ଜଣଙ୍କ ନାମ!

2021-07-07 07:53:31
13804
Share:
Facebook
Twitter
E-Mail
WhatsApp
Telegram
ରାଷ୍ଟ୍ରପତି ଭବନକୁ ଗଲା ୧୮ଜଣଙ୍କ ନାମ!

ଭୁବନେଶ୍ୱର : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀମଣ୍ଡଳର ସମ୍ପ୍ରସାରଣ କରିବେ । ଏନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସଂଧ୍ୟା ୬ଟାରେ ଶପଥ ଗ୍ରହଣ ସମାରୋହ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।  ତେବେ ମୋଦୀଙ୍କ ଟିମରେ ୧୮ ଜଣ ନୂଆ ମନ୍ତ୍ରୀ ସାମିଲ ହୋଇପାରନ୍ତି ।  ରାଷ୍ଟ୍ରପତି ଭବନକୁ ୧୮ ଜଣଙ୍କ ନାମ ଯାଇଥିବା ସୂଚନା ମିଳିଛି ।  ତନ୍ମଧ୍ୟରୁ ଜ୍ୟୋତିରାନ୍ଦିତ୍ୟ ସିନ୍ଧିଆ, ସର୍ବାନନ୍ଦ ସୋନୱାଲ, ପଶୁପତି ପାରସ, ନାରାୟଣ ରାଣେ, ଭୂପେନ୍ଦ୍ର ଯାଦବ, ଅନୁପ୍ରିୟା ପଟେଲ, ମିନାକ୍ଷୀ ଲେଖି ଓ ଅଶ୍ୱିନ ବୈଷ୍ଣବଙ୍କ ନାମ ସାମିଲ ଥିବା ଜଣାଯାଇଛି । ସେହିପରି ରାଷ୍ଟ୍ରମନ୍ତ୍ରୀ ଥିବା ୩ ଜଣଙ୍କୁ କ୍ୟାବିନେଟ ପାହ୍ୟା ମିଳିବା ନେଇ ମଧ୍ୟ ସୂଚନା ମିଳିଛି  ।
ଅନ୍ୟପକ୍ଷରେ ଆଜି ସନ୍ଧ୍ୟାରେ କେନ୍ଦ୍ର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ କରାଯିବାନେଇ ଏବେ ଠୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ନେତାଙ୍କ ଭିଡ଼ ଜମିବାରେ ଲାଗିଛି ।  ସେଭେନ ଲୋକକଲ୍ୟାଣ ମାର୍ଗସ୍ଥିତ ପ୍ରଧାନମନ୍ତ୍ରୀଙ୍କ ଘରେ ଭିଡ଼ ଧୀରେ ଧୀରେ ଭିଡ଼ ହେବାରେ ଲାଗିଛି । ନୂଆ ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ପଦ ପାଇବା ନେଇ ଚର୍ଚ୍ଚାରେ ଥିବା ନେତା ମୋଦୀଙ୍କ ବାସଭବନରେ ପହଞ୍ଚୁଥିବା ଜଣାଯାଇଛି ।  ବିଜେପି ସଭାପତି ଜେ.ପି ନଡ୍ଡା ଓ ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ପହଞ୍ଚିଥିବା ଜଣାଯାଇଛି । 
ତେବେ ମୋଦିଙ୍କ ଟିମରେ ଓଡ଼ିଶାରୁ କିଏ ନୂଆ ମୁହଁ ଭାବେ ସ୍ଥାନ ପାଇବେ ତାହାକୁ ନେଇ ଚର୍ଚ୍ଚା ଜୋରଧରିଥିବାବେଳେ ଜାତୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ, ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ ମୋଦିଙ୍କ ଟିମରେ ସାମିଲ ହେବାର ଯଥେଷ୍ଟ ସମ୍ଭାବନା ରହିଛି  । 
ଅନ୍ୟପକ୍ଷରେ ବର୍ତ୍ତମାନର ସବୁଠୁ ବଡ଼ ଖବର ହେଲା ଅଶ୍ୱିନୀ ବୈଷ୍ଣବ ଏବେ ମୋଦୀଙ୍କ ଘରେ ପହଞ୍ଚିଥିବା ଜଣାଯାଇଛି । ଅନ୍ୟ ନେତାଙ୍କ ଭଳି ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ଣବ ମୋଦୀଙ୍କ ସେଭେନ ଲୋକକଲ୍ୟାଣ ମାର୍ଗସ୍ଥିତ ବାସଭବନରେ ପହଞ୍ଚିଛନ୍ତି । ବିଜେଡି ସମର୍ଥନରେ ବୈଷ୍ଣବ ବିଜେପିରୁ ରାଜ୍ୟସଭା ଯାଇଛନ୍ତି ।

Powered by Froala Editor

Tags Rastrapati bhawan

Related articles Odisha News Lens 4.1

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14465
    May 30, 2026
  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ...

    14028
    Jun 01, 2026
  •  ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ

    14146
    Jun 01, 2026
  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ...
    ଖେଳ ଖବର

    ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ...

    14685
    May 31, 2026
  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14176
    May 31, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ
    ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14816
    May 31, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14930
    May 30, 2026
  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫
    ଦେଶ-ଦେଶାନ୍ତର

    ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫

    14112
    May 31, 2026
  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15758
    May 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଖେଳ ଖବର

    ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ବିଜୟ

    14685
    May 31, 2026
  • ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14816
    May 31, 2026
  • ଦେଶ-ଦେଶାନ୍ତର

    ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ

    14146
    Jun 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16899
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17519
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17568
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17956
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14816
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14927
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14646
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15381
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14960
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15445
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15190
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15672
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14010
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ବିଜୟ

    14685
    May 31, 2026
  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15758
    May 31, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14816
    May 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In