Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝିଅର ଚିକିତ୍ସା କରିପାରିଲାନି ମା’, ...

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ...

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ...

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ...

  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ...

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ...

  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ...

  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ...

  • ଆମେରିକାରେ କାମ କରୁଥିବା ବିଦେଶୀ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କନ୍ୟା ସନ୍ତାନକୁ ଜନ୍ମ ଦେଲେ ସୀମା ହାଇଦର, ଖୁସିରେ ଝୁମିଲେ ସଚିନ

କନ୍ୟା ସନ୍ତାନକୁ ଜନ୍ମ ଦେଲେ ସୀମା ହାଇଦର, ଖୁସିରେ ଝୁମିଲେ ସଚିନ

2025-03-18 20:13:35
15486
Share:
Facebook
Twitter
E-Mail
WhatsApp
Telegram
କନ୍ୟା ସନ୍ତାନକୁ ଜନ୍ମ ଦେଲେ ସୀମା ହାଇଦର, ଖୁସିରେ ଝୁମିଲେ ସଚିନ

ଏବେ ସୀମା ହାଇଦର ଏବଂ ସଚିନ ମୀନାଙ୍କ ଘରେ ହସ ଫୁଟିଛି। ଦୁହେଁ ଶିଶୁ କନ୍ୟାଙ୍କ ମା’ବାପା ହୋଇସାରିଛନ୍ତି। ଯିଏକି ସଚୀନଙ୍କର ପ୍ରଥମ ସନ୍ତାନ ହୋଇଥିବା ବେଳେ ସୀମାଙ୍କର ପଞ୍ଚମ ସନ୍ତାନ। ଏହା ପୂର୍ବରୁ ସୀମା ହାଇଦରଙ୍କ ପ୍ରଥମ ସ୍ବାମୀଙ୍କଠାରୁ ଚାରିଟି ସନ୍ତାନ ଅଛନ୍ତି। ସୀମା ସୋମବାର ଗ୍ରେଟର ନୋଏଡାର କୃଷ୍ଣା ହସ୍ପିଟାଲରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି।

ସେ ମଙ୍ଗଳବାର ଭୋର ୪ଟାରେ ଏକ ସୁସ୍ଥ ଶିଶୁକନ୍ୟା ଜନ୍ମ ଦେଇଥିଲେ। ପରିବାର ପକ୍ଷରୁ କୁହାଯାଇଛି ଯେ ମାଆ ଏବଂ ପିଲା ଉଭୟ ସୁସ୍ଥ ଅଛନ୍ତି ଏବଂ ଖୁବ୍ ଶୀଘ୍ର ସେମାନଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯିବ। ସେ ତାଙ୍କ ଝିଅର ଜନ୍ମରେ ବହୁତ ଖୁସି।

ସୀମା ହାଇଦର ଯିଏ ୨୦୨୩ ମସିହାରେ ନୋଏଡାର ସଚିନଙ୍କ ପ୍ରେମରେ ପଡି ସୁଦୂର ପାକିସ୍ତାନରୁ ଭାରତକୁ ଚାଲିଆସିଥିଲେ। ସେ ଏକା ନୁହଁନ୍ତି ସାଙ୍ଗରେ ତାଙ୍କ ପିଲାଙ୍କୁ ମଧ୍ୟ ଆଣିଥିଲେ। ଆଉ ସଚୀନ ମଧ୍ୟ ସେ ପିଲାଙ୍କୁ ଆପଣାଇ ନେଇଥିଲେ। ସୀମା ହାଇଦର ୨୦୨୩ରେ ନେପାଳରେ ହିନ୍ଦୁ ରୀତିନୀତି ଅନୁସାରେ ସଚିନ ମୀନାଙ୍କୁ ବିବାହ କରିଥିଲେ। ଏବେ ଦୁହିଁଙ୍କର ଗୋଟିଏ ଝିଅ ଅଛି।

ସୀମା ହାଇଦର ଭାରତରେ ଏକ ଝିଅକୁ ଜନ୍ମ ଦେବା ପରେ, ଏହି ପ୍ରଶ୍ନ ଏବେ ଅନେକ ଲୋକଙ୍କ ମନରେ ଆସୁଛି ଯେ ତାଙ୍କ ଝିଅ ଭାରତୀୟ ନାଗରିକତା ପାଇବ କି?  ଯଦି ଆମେ ଏହି ସମ୍ବନ୍ଧୀୟ ଆଇନ ବିଷୟରେ କଥା ହେବା, ତେବେ ଭାରତୀୟ ନାଗରିକତା ଆଇନ, ୧୯୫୫ ଅନୁଯାୟୀ, ଭାରତରେ ଜନ୍ମିତ ଯେକୌଣସି ଶିଶୁ ଭାରତୀୟ ନାଗରିକତା ପାଏ। ଯେତେବେଳେ ତାଙ୍କ ପିତାମାତାଙ୍କ ମଧ୍ୟରୁ ଜଣେ ଭାରତୀୟ ନାଗରିକ ହୁଅନ୍ତି ଏବଂ ଅନ୍ୟ ଜଣେ ଅବୈଧ ପ୍ରବାସୀ ନୁହଁନ୍ତି। ସୀମା ହାଇଦର ବେଆଇନ ଭାବରେ ଭାରତରେ ପ୍ରବେଶ କରିଥିଲେ। ଏପରି ପରିସ୍ଥିତିରେ, ତାଙ୍କ ଝିଅକୁ ଭାରତୀୟ ନାଗରିକତା ପାଇବାରେ ନିଶ୍ଚିତ ଭାବରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। 

Powered by Froala Editor

Tags sima-sachin

Related articles Odisha News Lens 4.1

  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା
    ଦେଶ-ଦେଶାନ୍ତର

    ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା

    13364
    Oct 11, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15621
    Oct 11, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13821
    Oct 11, 2026
  •  କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...
    ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...

    14505
    Oct 11, 2026
  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ
    ଦେଶ-ଦେଶାନ୍ତର

    ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13468
    Oct 11, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15696
    Oct 10, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...
    ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...

    13826
    Oct 11, 2026
  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15248
    Oct 11, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା
    ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13660
    Oct 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13821
    Oct 11, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15621
    Oct 11, 2026
  • ଦେଶ-ଦେଶାନ୍ତର

    ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା

    13364
    Oct 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17171
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17861
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17819
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18235
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14502
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14608
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15615
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14288
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16025
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15796
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15025
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15548
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14026
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    14025
    Oct 11, 2026
  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15248
    Oct 11, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର କରିପାରିବେ ନାହିଁ

    13826
    Oct 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In