Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ...

  • ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ...

  • ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ...

  • ଚାଲି ଚାଲି ଯାଉଥିବା ସମୟରେ ...

  • ଘୋଷଯାତ୍ରା ପାଇଁ ...

  • 'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା

  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ...

  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ...

  • ତୃଣନାଶକ ବିଷ ପାରାକ୍ୱେଟ ବ୍ୟବହାରକୁ ...

  • ରୁଷଠାରୁ ଶସ୍ତାରେ ତେଲ କିଣୁଥିବା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ଏହି ଲୋକପ୍ରିୟ ସେଲିବ୍ରିଟିଙ୍କ ବିରୋଧରେ ଏତଲା ଦାୟର, ଜାଣନ୍ତୁ କିଏ ?

ଏହି ଲୋକପ୍ରିୟ ସେଲିବ୍ରିଟିଙ୍କ ବିରୋଧରେ ଏତଲା ଦାୟର, ଜାଣନ୍ତୁ କିଏ ?

2025-03-20 11:13:45
16141
Share:
Facebook
Twitter
E-Mail
WhatsApp
Telegram
 ଏହି ଲୋକପ୍ରିୟ ସେଲିବ୍ରିଟିଙ୍କ ବିରୋଧରେ ଏତଲା ଦାୟର, ଜାଣନ୍ତୁ କିଏ ?

ନୂଆଦିଲ୍ଲୀ: ରାଣା ଦଗୁବାତୀ, ପ୍ରକାଶ ରାଜ, ବିଜୟ ଦେବରକୋଣ୍ଡା ଓ ମଞ୍ଚୁ ଲକ୍ଷ୍ମୀଙ୍କ ସମେତ ପ୍ରାୟ ୨୫ ଜଣ ଲୋକପ୍ରିୟ ସେଲିବ୍ରିଟି ତଥା ପ୍ରଭାବଶାଳୀ ବ୍ୟକ୍ତିଙ୍କ ବିରୋଧରେ ଏତଲା ଦାୟର କରିଛି ତେଲଙ୍ଗାନା ପୁଲିସ। ଏମାନଙ୍କ ବିରୋଧରେ ବେଆଇନ ବେଟିଂ ଆପ୍ସକୁ ପ୍ରୋତ୍ସାହନ ଦେଉଥିବା ଅଭିଯୋଗ ହୋଇଛି। ଯେଉଁମାନଙ୍କ ବିରୋଧରେ ତେଲଙ୍ଗାନା ପୁଲିସ ଏତଲା ଦାୟର କରିଛି ସେମାନଙ୍କ ମଧ୍ୟରେ ୬ ଜଣ ଟଲିଉଡ ତାରକା ଅଛନ୍ତି। ମିୟାପୁର ଥାନାରେ ଏତଲା ଦାୟର ହୋଇଛି। କୁହାଯାଉଛି ଯେ, ୩୨ ବର୍ଷୀୟ ବ୍ୟବସାୟୀ ଫନୀନ୍ଦ୍ର ଶର୍ମା ଏକ ପିଟିସନ ଦାଖଲ କରିଥିଲେ, ଯାହା ଆଧାରରେ ହାଇଦ୍ରାବାଦର ମିୟାପୁର ଥାନାରେ ଏତଲା ଦାୟର ହୋଇଛି।

ଏତଲା ଅନୁଯାୟୀ, ରାଣା ଦଗୁବାତୀ, ମଞ୍ଚୁ ଲକ୍ଷ୍ମୀ, ନିଧି ଅଗ୍ରୱାଲ, ବିଜୟ ଦେବରକୋଣ୍ଡା, ପ୍ରଣିତା ଏବଂ ଅନ୍ୟ ୧୮ ଜଣ ସୋସିଆଲ୍ ମିଡିଆ ଇନଫ୍ଲୁଏନସର ବେଟିଂ ଆପ୍‌କୁ ପ୍ରୋତ୍ସାହିତ କରୁଛନ୍ତି। ଏହା ପୂର୍ବରୁ ପ୍ରାୟ ସପ୍ତା‌ହେ ଆଗରୁ ପଞ୍ଜାଗୁଟ୍ଟା ପୁଲିସ ବେଟିଂ ଆପ୍‌କୁ ପ୍ରୋତ୍ସାହିତ କରିବା ଅଭିଯୋଗରେ ଇମ୍ରାନ ଖାନ, ହର୍ଷ ସାଇ, ଟେଷ୍ଟୀ ତେଜା, କିରଣ ଗୌଡ଼, ବିଷ୍ଣୁ ପ୍ରିୟା, ଶ୍ୟାମଳା, ରିତୁ ଚୌଧୁରୀ, ବଣ୍ଡାରୁ ଶେଷୟାନୀ ସୁପ୍ରିତା, ଅଜୟ, ସନୀ ଓ ସୁଧୀରଙ୍କ ସମେତ ୧୧ ଚଳଚ୍ଚିତ୍ର ସେଲିବ୍ରିଟି ଓ ସୋସିଆଲ ମିଡିଆ ଇନଫ୍ଲୁଏନସରଙ୍କ ବିରୋଧରେ ମାମଲା ରୁଜୁ କରିଥିଲା।

Powered by Froala Editor

Tags Celebraty

Related articles Odisha News Lens 4.1

  • ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ ଶାଲିଗ୍ରାମ ଗର୍ଗ ଗିରଫ
    ଦେଶ-ଦେଶାନ୍ତର

    ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ ଶାଲିଗ୍ରାମ ଗର୍ଗ ଗିରଫ

    13305
    Jul 16, 2026
  • ଘୋଷଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତିଙ୍କ ଶୁଭକାମନା
    ଦେଶ-ଦେଶାନ୍ତର

    ଘୋଷଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତିଙ୍କ ଶୁଭକାମନା

    14829
    Jul 16, 2026
  • 'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା
    ମନୋରଞ୍ଜନ

    'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା

    13666
    Jul 16, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ
    ବିଶେଷ

    ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    13828
    Jul 15, 2026
  • ତୃଣନାଶକ ବିଷ ପାରାକ୍ୱେଟ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷିଦ୍ଧ କଲେ ଭାରତ ସରକାର
    ଦେଶ-ଦେଶାନ୍ତର

    ତୃଣନାଶକ ବିଷ ପାରାକ୍ୱେଟ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷିଦ୍ଧ କଲେ ଭାରତ ସରକାର

    15290
    Jul 15, 2026
  • ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ
    ଦେଶ-ଦେଶାନ୍ତର

    ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ

    14873
    Jul 16, 2026
  • ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ଜାରି
    ମନୋରଞ୍ଜନ

    ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ଜାରି

    14701
    Jul 16, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ...

    13714
    Jul 16, 2026
  • ରୁଷଠାରୁ ଶସ୍ତାରେ ତେଲ କିଣୁଥିବା ଦେଶଗୁଡ଼ିକ ଉପରେ ଆମେରିକା ସଂସଦରେ ଆସିଥିବା ...
    ଦେଶ-ଦେଶାନ୍ତର

    ରୁଷଠାରୁ ଶସ୍ତାରେ ତେଲ କିଣୁଥିବା ଦେଶଗୁଡ଼ିକ ଉପରେ ଆମେରିକା ସଂସଦରେ ଆସିଥିବା ...

    15044
    Jul 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ ଶାଲିଗ୍ରାମ ଗର୍ଗ ଗିରଫ

    13305
    Jul 16, 2026
  • ଦେଶ-ଦେଶାନ୍ତର

    ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ

    14873
    Jul 16, 2026
  • ମନୋରଞ୍ଜନ

    'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା

    13666
    Jul 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16979
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17589
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17642
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18043
    Sep 06, 2023

ବିଶେଷ

  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    13828
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14606
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14891
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15642
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15749
    Jul 06, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

ମହିଳା ଏବଂ କିଶୋରୀମାନଙ୍କୁ ଋତୁସ୍ରାବ ଏବଂ ସ୍ୱଚ୍ଛତା ବିଷୟରେ ନିଜ ପସନ୍ଦ ଅନୁଯାୟୀ ପଦକ୍ଷେପ ନେବାକୁ ସକ୍ଷମ କରିଛି

ଭୁବନେଶ୍ୱର, ୧୪/୦୭/୨୦୨୬ : ସାରା ଭାରତରେ ମହିଳା ଏବଂ କିଶୋରୀମାନଙ୍କ ପାଇଁ ଋତୁସ ...

  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15809
    Jul 14, 2026
  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ୱିଜଡମ୍‌’ କାର୍ଯ୍ୟକ୍ରମ ଆୟୋଜନ କଲା

    13759
    Jul 14, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା

    14662
    Jul 01, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15850
    Jun 30, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଘୋଷଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତିଙ୍କ ଶୁଭକାମନା

    14829
    Jul 16, 2026
  • ତୃଣନାଶକ ବିଷ ପାରାକ୍ୱେଟ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷିଦ୍ଧ କଲେ ଭାରତ ସରକାର

    15290
    Jul 15, 2026
  • ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ

    14873
    Jul 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In