Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ...

  • ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ...

  • ସେମିକନ୍ ଇଣ୍ଡିଆ 2026' ର ଶୁଭାରମ୍ଭ କଲେ ମୋଦୀ

  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ...

  • ଅଭିନୟରୁ ସନ୍ୟାସ ନେବେନି ଅମିତାଭ

  • ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ...

  • ନୂତନ ଜୋତା ଦେଇ ଡେଲିଭରି ବୟଙ୍କ ମନ ଜିତିଲେ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ...

  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ ...

  • ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ...

ଜିଲ୍ଲା ପରିକ୍ରମା
Home ›› ଜିଲ୍ଲା ପରିକ୍ରମା ››ଦାରିଦ୍ର‌୍ୟ କଷଣ : ୨୦୦ ଟଙ୍କାରେ ନାତିକୁ ଦେଇଦେଲା ଜେଜେମା’

ଦାରିଦ୍ର‌୍ୟ କଷଣ : ୨୦୦ ଟଙ୍କାରେ ନାତିକୁ ଦେଇଦେଲା ଜେଜେମା’

2025-03-20 20:05:13
17415
Share:
Facebook
Twitter
E-Mail
WhatsApp
Telegram
ଦାରିଦ୍ର‌୍ୟ କଷଣ : ୨୦୦ ଟଙ୍କାରେ ନାତିକୁ ଦେଇଦେଲା ଜେଜେମା’

ପୋଷି ପାରିବନି ବୋଲି ଜଣେ ଜେଜେମା’ ତାର ୭ ବର୍ଷର ନାତିକୁ ୨୦୦ ଟଙ୍କାରେ ବିକ୍ରି କରିଦେଇଛି । ଏଥିରେ ତାର କୌଣସି ଲୋଭ ନାହିଁ । ସେ ଟଙ୍କା ପାଇଁ ନୁହେଁ ବରଂ ଦାରିଦ୍ର‌୍ୟର ତାଡ଼ନାରେ ଛାତିର କୋହକୁ ଚାପି ଜେଜେମା ଏଭଳି ନିଷ୍ପତ୍ତି ନେଇଛି । ଏ ଘଟଣା ମୟୂରଭଞ୍ଜ ଜିଲ୍ଲା ମୋରଡା ବ୍ଲକ୍ ବଳଦିଆ ଗାଁର ।

ଗାଁର ଜଣେ ୬୫ ବର୍ଷୀୟ ବିଧବା ମନ୍ଦ ସୋରେନଙ୍କ ପାଖରେ କିଛି ନାହିଁ । ତାଙ୍କ ପାଖରେ ଘର, ଜମି, ନା କୌଣସି ସରକାରୀ ସହାୟତା ବୋଲି କିଛି ନାହିଁ । ବୃଦ୍ଧାଙ୍କର ସ୍ୱାମୀଙ୍କର ମୃତ୍ୟୁ ହୋଇସାରିଛି । ବୋହୂଙ୍କର ମଧ୍ୟ ମୃତ୍ୟୁ ଘଟିଛି । ତାଙ୍କ ପୁଅ ମଧ୍ୟ କୁଆଡେ ପଳାଇଯାଇଛି । ଏହି ପରିସ୍ଥିତିରେ ବୃଦ୍ଧାଜଣକ ୭ ବର୍ଷର ନାତିକୁ ଧରି ରାସଗୋବିନ୍ଦପୁର ବ୍ଲକର ରାୟପାଳ ଗାଁରେ ନିଜ ଭଉଣୀ ଘରେ ରହୁଥିଲେ ।

ନାତିର ପାଳନ-ପୋଷଣ କରୁଥିଲେ, ହେଲେ ବୟସ ବୃଦ୍ଧି ଏବଂ ଦୁର୍ବଳ କାରଣରୁ ନାତିର ସଠିକ ଭାବେ ଦେଖାରଖା କରିପାରିଲେନି । ଏହାପରେ ସେ ବାଧ୍ୟ ହୋଇ ଜଣେ ଅଜଣା ବ୍ୟକ୍ତିଙ୍କୁ ୨୦୦ ଟଙ୍କାରେ ବିକ୍ରି କରିଦେଇଥିଲେ । ଯାହା ଦ୍ୱାରା ତାଙ୍କ ନାତି ଭଲରେ ରହିବ ।

ସ୍ଥାନୀୟ ପଞ୍ଚାୟତ ସମିତିର ସଦସ୍ୟଙ୍କୁ ଏହି ମାମଲାର ସୂଚନା ମିଳିବା ପରେ ସେମାନେ ପ୍ରଶାସନକୁ ସୂଚନା ଦେଇଥିଲେ । ଏହାପରେ ରାସଗୋବିନ୍ଦପୁର ପୋଲିସ ସକ୍ରିୟ ହୋଇ ଶିଶୁ ଥାନାକୁ ଆଣିଥିଲେ । ସଂରକ୍ଷଣ ବିଭାଗ ଏବଂ ରାସଗୋବିନ୍ଦପୁରର CDPO ଅଧିକାରୀ ଥାନା ପହଞ୍ଚିଥିଲେ । ଜେଜେମାଆ-ନାତିଙ୍କୁ ସରକାରୀ ସରକ୍ଷଣରେ ନିଆଯାଇଛି । ସେମାନଙ୍କ ଥଇଥାନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଉଛି ବୋଲି ସୂଚନା ମିଳିଛି ।

Powered by Froala Editor

Tags nati

Related articles Odisha News Lens 4.1

  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ ...
    ବାଣିଜ୍ୟ

    ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ ...

    13895
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ,  ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା
    ବାଣିଜ୍ୟ

    EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15102
    Sep 17, 2026
  • ସେମିକନ୍ ଇଣ୍ଡିଆ 2026' ର ଶୁଭାରମ୍ଭ କଲେ ମୋଦୀ
    ଦେଶ-ଦେଶାନ୍ତର

    ସେମିକନ୍ ଇଣ୍ଡିଆ 2026' ର ଶୁଭାରମ୍ଭ କଲେ ମୋଦୀ

    13290
    Sep 17, 2026
  • ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍
    ଦେଶ-ଦେଶାନ୍ତର

    ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍

    14252
    Sep 16, 2026
  • ଅଭିନୟରୁ ସନ୍ୟାସ ନେବେନି ଅମିତାଭ
    ମନୋରଞ୍ଜନ

    ଅଭିନୟରୁ ସନ୍ୟାସ ନେବେନି ଅମିତାଭ

    15277
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ...

    14882
    Sep 16, 2026
  • ନୂତନ ଜୋତା ଦେଇ ଡେଲିଭରି ବୟଙ୍କ ମନ ଜିତିଲେ ଯୁବକ
    ଦେଶ-ଦେଶାନ୍ତର

    ନୂତନ ଜୋତା ଦେଇ ଡେଲିଭରି ବୟଙ୍କ ମନ ଜିତିଲେ ଯୁବକ

    15492
    Sep 17, 2026
  • ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ:  ଦୁଇ ଆତଙ୍କବାଦୀ ନିପାତ
    ଦେଶ-ଦେଶାନ୍ତର

    ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ: ଦୁଇ ଆତଙ୍କବାଦୀ ନିପାତ

    14138
    Sep 17, 2026
  • ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ
    ମନୋରଞ୍ଜନ

    ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

    13523
    Sep 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍

    14252
    Sep 16, 2026
  • ବାଣିଜ୍ୟ

    ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    13895
    Sep 17, 2026
  • ବାଣିଜ୍ୟ

    EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15102
    Sep 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17098
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17781
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17765
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18171
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14575
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16197
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14726
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    14036
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14844
    Aug 31, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15102
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    14882
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14647
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14317
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଭିନୟରୁ ସନ୍ୟାସ ନେବେନି ଅମିତାଭ

    15277
    Sep 17, 2026
  • ସେମିକନ୍ ଇଣ୍ଡିଆ 2026' ର ଶୁଭାରମ୍ଭ କଲେ ମୋଦୀ

    13290
    Sep 17, 2026
  • ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

    13523
    Sep 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In