Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, November 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ...

  • ଏବେ ଏକାଠି ହୋଇ ଆମକୁ ଭବିଷ୍ୟତ ପାଇଁ ଏକ ...

  • କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ: ମୋଦୀ- ...

  • ମହାନଦୀ ଜଳ ବିବାଦ: ଏହି ଦିନ ହେବ ...

  • ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ...

  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ...

  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ...

  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ...

  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବିଶେଶ୍ୱର ଓ ବୈଷ୍ଣବଙ୍କୁ ରାଷ୍ଟ୍ରପତି ଭବନ ଡାକରା

ବିଶେଶ୍ୱର ଓ ବୈଷ୍ଣବଙ୍କୁ ରାଷ୍ଟ୍ରପତି ଭବନ ଡାକରା

2021-07-07 10:11:28
14446
Share:
Facebook
Twitter
E-Mail
WhatsApp
Telegram
ବିଶେଶ୍ୱର ଓ ବୈଷ୍ଣବଙ୍କୁ ରାଷ୍ଟ୍ରପତି ଭବନ ଡାକରା


ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀମଣ୍ଡଳର ସମ୍ପ୍ରସାରଣ କରିବେ  । ସଂଧ୍ୟା ୬ଟାରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ କରାଯିବ ବୋଲି ଜଣାପଡ଼ିଛି  । ତେବେ ମୋଦିଙ୍କ ଟିମରେ ଓଡ଼ିଶାରୁ କିଏ ନୂଆ ମୁହଁ ଭାବେ ସ୍ଥାନ ପାଇବେ ତାହାକୁ ନେଇ କିଛି ଦିନ ଧରି ଚର୍ଚ୍ଚା ହେଉଥିବାବେଳେ ଆଜି ଏଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି । କାରଣ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଓଡ଼ିଶାର ୨ ଜଣ ନୂଆ ମନ୍ତ୍ରୀ ସାମିଲ ହେବା ନେଇ ସ୍ପଷ୍ଟ ହୋଇଯାଇଛିି ।  ସେମାନେ ହେଲେ ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ଣବ ଓ ମୟୂରଭଞ୍ଜ ସାଂସଦ ବିଶେଶ୍ୱର ଟୁଡୁ । ଉଭୟ ମନ୍ତ୍ରୀପଦ ରେସରେ ରହିଥିବାବେଳେ ଆଜି ସନ୍ଧ୍ୟାରେ ସେମାନଙ୍କୁ ରାଷ୍ଟ୍ରପତି ଭବନ ଯିବାକୁ କୁହାଯାଇଛି ।
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଘରକୁ ଶ୍ରୀ ଟୁଡୁ ଯାଇଥିଲେ ।  ପିଏମଓରୁ ଫୋନ ପାଇ ଶ୍ରୀ ଟୁଡୁ ମୋଦୀଙ୍କ ସେଭେନ ଲୋକକଲ୍ୟାଣ ମାର୍ଗସ୍ଥିତ ବାସଭବନକୁ ଯାଇଥିଲେ ।  ଏହି ଅବସରରେ ସେ କହିଛନ୍ତି ଯେ, ଫୋନ ଆସିଲା । ପ୍ରାଧାନମନ୍ତ୍ରୀଙ୍କ ବାସଭବନକୁ ଯାଇଥିଲି ।  ମୁଁ ଓ ଅଶ୍ୱିନୀ ବୈଷ୍ଣବ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଯାଇଥିଲୁ । ସନ୍ଧ୍ୟା ୫ଟାବେଳେ ଆମକୁ ରାଷ୍ଟ୍ରପତି ଭବନ ଆସିବାକୁ କୁହାଯାଇଛି ।  ଶପଥ ସମାରୋହରେ ଯୋଗଦେବାକୁ ଆମକୁ କୁହାଯାଇଛି ।  ପ୍ରଧାନମନ୍ତ୍ରୀ ଯାହା ଦାୟିତ୍ୱ ଦେବେ ମୁଁ ନିର୍ବାହ କରିବି ବୋଲି ଶ୍ରୀ ଟୁଡୁ କହିଛନ୍ତି । 
ଅଶ୍ୱିନୀ ବୈଷ୍ଣବ ମଧ୍ୟ ମୋଦୀଙ୍କ ଘରକୁ ଯାଇଥିଲେ । ଅନ୍ୟ ନେତାଙ୍କ ଭଳି ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ଣବ ମୋଦୀଙ୍କ ସେଭେନ ଲୋକକଲ୍ୟାଣ ମାର୍ଗସ୍ଥିତ ବାସଭବନକୁ ଯାଇଥିଲେ ।  ବିଜେଡି ସମର୍ଥନରେ ବୈଷ୍ଣବ ବିଜେପିରୁ ରାଜ୍ୟସଭା ଯାଇଛନ୍ତି । 
ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ନେଇ ଏବେ ଠୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ନେତାଙ୍କ ଭିଡ଼ ଜମିବାରେ ଲାଗିଛି ।  ସେଭେନ ଲୋକକଲ୍ୟାଣ ମାର୍ଗସ୍ଥିତ ପ୍ରଧାନମନ୍ତ୍ରୀଙ୍କ ଘରେ ଭିଡ଼ ଧୀରେ ଧୀରେ ଭିଡ଼ ହେବାରେ ଲାଗିଛି । ନୂଆ ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ପଦ ପାଇବା ନେଇ ଚର୍ଚ୍ଚାରେ ଥିବା ନେତା ମୋଦୀଙ୍କ ବାସଭବନରେ ପହଞ୍ଚୁଥିବା ଜଣାଯାଇଛି ।
ପ୍ରକାଶ ଯେ, ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀମଣ୍ଡଳର ସମ୍ପ୍ରସାରଣ କରିବେ । ଏନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସଂଧ୍ୟା ୬ଟାରେ ଶପଥ ଗ୍ରହଣ ସମାରୋହ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ମୋଦୀଙ୍କ ମନ୍ତ୍ରୀମଣ୍ଡଳରେ କିଛି ନୂଆ ମନ୍ତ୍ରୀ ସାମିଲ ହେବା ଓ କିଛି ମନ୍ତ୍ରୀ ବାଦ ପଡ଼ିବା ନେଇ ଚର୍ଚ୍ଚା ଜୋର ଧରିଛି । 
ଅନ୍ୟପକ୍ଷରେ ମୋଦୀଙ୍କ ଟିମରେ ୪୩ ଜଣ ନୂଆ ମନ୍ତ୍ରୀ ସାମିଲ ହୋଇପାରନ୍ତି । ସେମାନଙ୍କ ନାମ ରାଷ୍ଟ୍ରପତି ଭବନକୁ ଯାଇଥିବା ସୂଚନା ମିଳିଛି । ତନ୍ମଧ୍ୟରୁ ଜ୍ୟୋତିରାନ୍ଦିତ୍ୟ ସିନ୍ଧିଆ, ସର୍ବାନନ୍ଦ ସୋନୱାଲ, ପଶୁପତି ପାରସ, ନାରାୟଣ ରାଣେ, ଭୂପେନ୍ଦ୍ର ଯାଦବ, ଅନୁପ୍ରିୟା ପଟେଲ, ମିନାକ୍ଷୀ ଲେଖି ଓ ଅଶ୍ୱିନ ବୈଷ୍ଣବଙ୍କ ନାମ ସାମିଲ ଥିବା ଜଣାଯାଇଛି । ସେହିପରି ରାଷ୍ଟ୍ରମନ୍ତ୍ରୀ ଥିବା ୩ ଜଣଙ୍କୁ କ୍ୟାବିନେଟ ପାହ୍ୟା ମିଳିବା ନେଇ ମଧ୍ୟ ସୂଚନା ମିଳିଛି । ଏମାନଙ୍କ ନାମ ରାଷ୍ଟ୍ରପତିଙ୍କ ଅନୁମୋଦନ ପାଇଁ ଯାଇଥିବା ଜଣାଯାଇଛି ।

Powered by Froala Editor

Tags Ministry reshuffle

Related articles Odisha News Lens 4.1

  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ
    ଦେଶ-ଦେଶାନ୍ତର

    ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ

    15291
    Nov 16, 2026
  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ
    ଦେଶ-ଦେଶାନ୍ତର

    ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

    14797
    Nov 16, 2026
  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି
    ମନୋରଞ୍ଜନ

    ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15483
    Nov 16, 2026
  • ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ...
    ବାଣିଜ୍ୟ

    ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ...

    14871
    Nov 17, 2026
  • ମହାନଦୀ ଜଳ ବିବାଦ: ଏହି ଦିନ ହେବ ପରବର୍ତ୍ତୀ ଶୁଣାଣି
    ଦେଶ-ଦେଶାନ୍ତର

    ମହାନଦୀ ଜଳ ବିବାଦ: ଏହି ଦିନ ହେବ ପରବର୍ତ୍ତୀ ଶୁଣାଣି

    14375
    Nov 17, 2026
  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ
    ଦେଶ-ଦେଶାନ୍ତର

    ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ

    15272
    Nov 16, 2026
  • କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ: ମୋଦୀ- ଟ୍ରମ୍ପ ହେବେ ଏକାଠି
    ଦେଶ-ଦେଶାନ୍ତର

    କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ: ମୋଦୀ- ଟ୍ରମ୍ପ ହେବେ ଏକାଠି

    14615
    Nov 17, 2026
  • ଏବେ ଏକାଠି ହୋଇ ଆମକୁ ଭବିଷ୍ୟତ ପାଇଁ ଏକ ନୂତନ ମାର୍ଗ ପ୍ରସ୍ତୁତ କରିବାକୁ ପଡିବ: ମୋଦୀ
    ଦେଶ-ଦେଶାନ୍ତର

    ଏବେ ଏକାଠି ହୋଇ ଆମକୁ ଭବିଷ୍ୟତ ପାଇଁ ଏକ ନୂତନ ମାର୍ଗ ପ୍ରସ୍ତୁତ କରିବାକୁ ପଡିବ: ମୋଦୀ

    14806
    Nov 17, 2026
  • ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ସାଂସ୍କୃତିକ ପରିଷଦ ଦ୍ୱାରା ...
    ଖେଳ ଖବର

    ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ସାଂସ୍କୃତିକ ପରିଷଦ ଦ୍ୱାରା ...

    14363
    Nov 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ପରମ୍ପରାର ଅନୁସନ୍ଧାନ କରୁଥିବା ଏକ ଗବେଷଣା ...

    14662
    Nov 17, 2026
  • ଦେଶ-ଦେଶାନ୍ତର

    ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ

    15272
    Nov 16, 2026
  • ଦେଶ-ଦେଶାନ୍ତର

    ଏବେ ଏକାଠି ହୋଇ ଆମକୁ ଭବିଷ୍ୟତ ପାଇଁ ଏକ ନୂତନ ମାର୍ଗ ପ୍ରସ୍ତୁତ କରିବାକୁ ପଡିବ: ମୋଦୀ

    14806
    Nov 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17287
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17993
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17947
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18361
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14724
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14355
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15695
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14479
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14556
    Nov 05, 2026

ବାଣିଜ୍ୟ

ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ହସ୍ପିଟାଲ

ଭୁବନେଶ୍ୱର : ବିଶ୍ୱ ପ୍ରିମାଚ୍ୟୁରିଟି ଦିବସ ଅବସରରେ ଆୟୁ ଫାଉଣ୍ଡେସନ୍ ଏବଂ ଅଙ୍କୁରା ହସ୍ପିଟାଲ ପକ୍ଷରୁ ଆୟୋଜିତ ୫ କିଲୋମିଟର ପଦଯାତ୍ରାରେ ପରିବାର ସମେତ ଶହଶହ ଲୋକ ଏକାଠି ହୋଇଥିଲେ। ସମୟ ପୂର୍ବରୁ ଜନ୍ମହୋଇଥିବା କି ...

  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ପରମ୍ପରାର ଅନୁସନ୍ଧାନ କରୁଥିବା ଏକ ଗବେଷଣା ଭିତ୍ତିକ ପ୍ରଦର୍ଶନୀ

    14662
    Nov 17, 2026
  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    13967
    Nov 16, 2026
  • ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍

    14201
    Nov 14, 2026
  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    15426
    Nov 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15483
    Nov 16, 2026
  • ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ହସ୍ପିଟାଲ

    14871
    Nov 17, 2026
  • ଏବେ ଏକାଠି ହୋଇ ଆମକୁ ଭବିଷ୍ୟତ ପାଇଁ ଏକ ନୂତନ ମାର୍ଗ ପ୍ରସ୍ତୁତ କରିବାକୁ ପଡିବ: ମୋଦୀ

    14806
    Nov 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In