Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, December 27, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୈନିକ ୧୦ମିନିଟ୍ ଖବରକାଗଜ ପଢିବେ ...

  • ସରକାରୀ ବଙ୍ଗଳା ଖାଲି କଲେ ରାବ୍ରି ଦେବୀ

  • ମସଜିଦରେ ବିସ୍ଫୋରଣ: ପ୍ରାଣ ହରାଇଲେ ୮ ଜଣ

  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ...

  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ...

  • ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ...

  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

  • ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ...

  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

  • ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ...

Home ›› ››ଏହି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

ଏହି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

2025-03-21 07:05:07
14483
Share:
Facebook
Twitter
E-Mail
WhatsApp
Telegram
ଏହି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ବର: ଆଭ୍ୟନ୍ତରୀଣ ଓଡ଼ିଶାରୁ ଦକ୍ଷିଣ ବିଦର୍ଭ ପର୍ଯ୍ୟନ୍ତ ଏକ ନିମ୍ନ ଚାପରେଖା ସକ୍ରିୟ ରହିଛି। ଏହି ନିମ୍ନ ଚାପରେଖା ଏବଂ ବଙ୍ଗୋପସାଗରରେ ସକ୍ରିୟ ଗୁରୁଚାପ ବଳୟର ଉପସ୍ଥିତି ପ୍ରଭାବରେ ଦେଶର ପୂର୍ବ ଓ ସଂଲଗ୍ନ କେନ୍ଦ୍ରୀୟ ଭାଗ ଯଥା ଓଡ଼ିଶା, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ବିହାର, ଛତିଶଗଡ଼, ପୂର୍ବ ମଧ୍ୟପ୍ରଦେଶ, ବିଦର୍ଭ ଅଞ୍ଚଳ ବାୟୁମଣ୍ଡଳର ନିମ୍ନ ସ୍ତରରେ ପବନର ଏକ ସଙ୍ଗମସ୍ତର ସୃଷ୍ଟି ହେବ। ଏଥିସହ ବାୟୁମଣ୍ଡଳର ଉପରି ଭାଗରେ ଏକ ନିମ୍ନ ଚାପ ରେଖା ମଧ୍ୟ ସୃଷ୍ଟି ହେଉଛି। ପ୍ରଭାବରେ ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟର ଅନେକ ଅଞ୍ଚଳରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇପାରେ। ସ୍ଥାନେ ସ୍ଥାନେ ପବନର ଘଣ୍ଟା ପ୍ରତି ବେଗ ୫୦ରୁ ୬୦ କିମି ହୋଇପାରେ। କେତେକ ସ୍ଥାନରେ କୁଆପଥର ବର୍ଷାର ଯଥେଷ୍ଟ ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୩ରୁ ୬ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇଛି। ତାତିରୁ ସାମାନ୍ୟ ନିସ୍ତାର ମିଳିଛି। ସର୍ବନିମ୍ନ ତାପମାତ୍ରା ସ୍ବାଭାବିକ ତଳକୁ ଖସିଛି।

କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, ବରଗଡ଼ ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି। କନ୍ଧମାଳ ଜିଲ୍ଲାର ଖଜୁରିପଡ଼ା ଓ ବଲାଙ୍ଗୀରଠାରେ ୧ ସେମି ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୧ ତାରିଖ ପୂର୍ବାହ୍ନ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ସୁନ୍ଦରଗଡ଼ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ୍‌ ୨୧ ତାରିଖ ପୂର୍ବାହ୍ନରୁ ୨୨ ତାରିଖ ସକାଳ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁରରେ କାଳବୈଶାଖୀର ପ୍ରଭାବ ଅଧିକ ରହିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୨୨ ତାରିଖ ସକାଳଠାରୁ ୨୩ ତାରିଖ ପୂର୍ବାହ୍ନ ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକରେ ବିଜୁଳି ଘଡ଼ଘଡ଼ି ସହ ୫୦ରୁ ୬୦ କିମି ବେଗରେ ପବନ ସହ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

Powered by Froala Editor

Tags Rain

Related articles Odisha News Lens 4.1

  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ
    ରାଜନୀତି

    ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

    13541
    Dec 26, 2025
  • ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

    13839
    Dec 26, 2025
  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ
    ଦେଶ-ଦେଶାନ୍ତର

    ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ

    15278
    Dec 26, 2025
  • ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା
    ଦେଶ-ଦେଶାନ୍ତର

    ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା

    14498
    Dec 26, 2025
  • ମସଜିଦରେ ବିସ୍ଫୋରଣ: ପ୍ରାଣ ହରାଇଲେ ୮ ଜଣ
    ଦେଶ-ଦେଶାନ୍ତର

    ମସଜିଦରେ ବିସ୍ଫୋରଣ: ପ୍ରାଣ ହରାଇଲେ ୮ ଜଣ

    14128
    Dec 27, 2025
  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌
    ବିଶେଷ

    ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌

    14022
    Dec 27, 2025
  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ
    ବିଶେଷ

    ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14528
    Dec 26, 2025
  •  ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ

    15049
    Dec 25, 2025
  • ସରକାରୀ ବଙ୍ଗଳା ଖାଲି କଲେ ରାବ୍ରି ଦେବୀ
    ଦେଶ-ଦେଶାନ୍ତର

    ସରକାରୀ ବଙ୍ଗଳା ଖାଲି କଲେ ରାବ୍ରି ଦେବୀ

    15062
    Dec 27, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14528
    Dec 26, 2025
  • ବିଶେଷ

    ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌

    14022
    Dec 27, 2025
  • ଦେଶ-ଦେଶାନ୍ତର

    ମସଜିଦରେ ବିସ୍ଫୋରଣ: ପ୍ରାଣ ହରାଇଲେ ୮ ଜଣ

    14128
    Dec 27, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17271
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17352
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17699
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16169
    Apr 03, 2021

ବିଶେଷ

  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌

    14022
    Dec 27, 2025
  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14528
    Dec 26, 2025
  • ଉଚ୍ଚ ରକ୍ତଚାପର ସଙ୍କେତ ଜାଣିବେ କିପରି?

    14950
    Dec 24, 2025
  • କାହିଁକି ଚିନି ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ଜାଣନ୍ତୁ?

    14466
    Dec 23, 2025
  • ଏକ ଘଣ୍ଟା ଚାଲିଲେ ମିଳିଥାଏ ଏହିସବୁ ଫାଇଦା

    14802
    Dec 22, 2025

ବାଣିଜ୍ୟ

୨୪ ଶହ ଟଙ୍କା ବଢ଼ିଲା ସୁନା

ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ ୪,୪୦୦ ଅତିକ୍ରମ କରି ନୂତନ ରେକର୍ଡ ସ୍ଥାପନ କରିଥିଲା। ଭାରତରେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ଦଶ ଗ୍ରାମ ୧୩୩,୯୭୦ ଟଙ୍କା ଥିଲା। ସୁନା ମୂଲ୍ୟ ୩ ପ୍ରତିଶତ ବୃଦ୍ଧି ପାଇ ଆଉନ୍ସ ୪,୪୮୮.୬୧ ରେ ପହଞ୍ଚିଛି । ୧୦ ଗ୍ରାମ୍‌କୁ ଲକ୍ଷେ ୩୮ ହଜାର ୫ ଶହ ୫୦ ଟଙ୍କା ହ ...

  • ସିମେଣ୍ଟ ମାନୁଫାକ୍‌ଚରର୍ସ ଆସୋସିଏସନ (ସିଏମ୍‌ଏ) ପ୍ରେସିଡେଣ୍ଟ ଭାବରେ ଶ୍ରୀ ପାର୍ଥ ଜିନ୍ଦଲଙ୍କ ନାମ ଘୋଷଣା କଲା; ଡ. ରାଘବପତ୍‌ ସିଂଘାଣିଆ ଭାଇସ୍‌ ପ୍ରେସିଡେଣ୍ଟ ଘୋଷିତ

    14198
    Dec 18, 2025
  • ରୂପା ମୂଲ୍ୟରେ ବଡ଼ ବୃଦ୍ଧି

    15232
    Dec 15, 2025
  • ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

    16006
    Dec 08, 2025
  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15171
    Dec 08, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା

    14498
    Dec 26, 2025
  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌

    14022
    Dec 27, 2025
  • ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ

    15049
    Dec 25, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In