Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ...

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅଳିଆ ଗଦାରୁ ମିଳିଲା ୧୫ କୋଟି ପୋଡ଼ା ଟଙ୍କା, ବଢ଼ିଲା ଜଷ୍ଟିସଙ୍କ ଅଡ଼ୁଆ

ଅଳିଆ ଗଦାରୁ ମିଳିଲା ୧୫ କୋଟି ପୋଡ଼ା ଟଙ୍କା, ବଢ଼ିଲା ଜଷ୍ଟିସଙ୍କ ଅଡ଼ୁଆ

2025-03-23 19:37:16
15427
Share:
Facebook
Twitter
E-Mail
WhatsApp
Telegram
ଅଳିଆ ଗଦାରୁ ମିଳିଲା ୧୫ କୋଟି ପୋଡ଼ା ଟଙ୍କା, ବଢ଼ିଲା ଜଷ୍ଟିସଙ୍କ ଅଡ଼ୁଆ

ହୋଲି ରାତିରେ ଦିଲ୍ଲୀ ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ୟଶଓ୍ବନ୍ତ ବର୍ମାଙ୍କ ସରକାରୀ ବାସଭବନକୁ ନିଅଁା ଲିଭାଇବାକୁ ଯାଇଥିବା ଅଗ୍ନିଶମ କର୍ମଚାରୀ ସେଠାରୁ ୧୫ କୋଟି ଟଙ୍କା ଠାବ କରିଛନ୍ତି। ନୂଆ ସୂଚନା ଅନୁସାରେ ବିଚାରପତିଙ୍କ ଘର ନିକଟରେ ଥିବା ଅଳିଆଗଦାରୁ ବିପୁଳ ପରିମାଣର ପୋଡ଼ା ନୋଟ ଦେଖିବାକୁ ମିଳିଥିଲା । ଏହି ବିଷୟ ସମ୍ପ୍ରତି ଦେଶରେ ଚର୍ଚ୍ଚାର ବିଷୟ ପାଲଟିଥିବାବେଳେ ଜଷ୍ଟିସ୍‌ ବର୍ମାଙ୍କ ଇସ୍ତଫା ଦାବି ଜୋର୍‌ ଧରିଲାଣି। ଏପରିକି ତାଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଗତ କରି ବିଚାରପତି ପଦରୁ ବର୍ମାଙ୍କୁ ହଟାଇବା ପାଇଁ ଉଦ୍ୟମ ଆରମ୍ଭ ହୋଇଥିବା ଜଣାପଡ଼ିଛି।

ଖୋଦ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି ଦେବେନ୍ଦ୍ର କୁମାର ଉପାଧ୍ୟାୟ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସଂଜୀବ ଖନ୍ନାଙ୍କୁ ପଠାଇଥିବା ରିପୋର୍ଟରେ ଏ ନେଇ ଉଲ୍ଲେଖ ରହିଛି । ଦିଲ୍ଲୀ ପୁଲିସ ଓ ଦିଲ୍ଲୀ ହାଇକୋର୍ଟ ରିପୋର୍ଟରୁ ମିଳିଥିବା ତଥ୍ୟ, ଫଟୋ ଓ ଭିଡିଓଗୁଡ଼ିକୁ ନିଜ ଓ୍ବେବସାଇଟରେ ଅପଲୋ଼ଡ୍ କରିଛନ୍ତି । ଏଥିରେ ଅଳିଆ ଗଦାରେ ପଡ଼ିଥିବା ପୋଡ଼ା ନୋଟଗୁଡିକର ଫଟୋ ମଧ୍ୟ ଅନ୍ତର୍ଭୁକ୍ତ ରହିଛି । ଏସବୁ ରିପୋର୍ଟ ମିଳିବା ପରେ ଜଷ୍ଟିସ  ବର୍ମାଙ୍କୁ ଏକ କାରଣ ଦର୍ଶାଅ ନୋଟିସ୍ ଜାରି କରିବାକୁ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ।

୧୯୬୯ ଜାନୁଆରୀ ୬ରେ ଉତ୍ତର ପ୍ରଦେଶର ଆଲ୍ଲାହାବାଦ (ପ୍ରୟାଗରାଜ)ରେ ଜନ୍ମିତ ୟଶଓ୍ବନ୍ତ ବର୍ମା ବି.କମ୍‌ ପରେ ମଧ୍ୟପ୍ରଦେଶର ରଓ୍ବୋ ବିଶ୍ୱବିଦ୍ୟାଳୟରେ ଏଲ୍‌ଏଲ୍‌ବି ପଢ଼ିଥିଲେ। ୫୬ ବର୍ଷୀୟ ଜଷ୍ଟିସ୍‌ ବର୍ମା ୧୯୯୨ରେ ଓକିଲାତି ଆରମ୍ଭ କରିଥିଲେ। ୨୦୧୪ ଅକ୍ଟୋବର ୧୩ରେ ତାଙ୍କୁ ଆଲ୍ଲାହାବାଦ ହାଇକୋର୍ଟ ଅତିରିକ୍ତ ବିଚାରପତି ରୂପେ ନିଯୁକ୍ତି ଦିଆଯାଇଥିଲା। ଜଷ୍ଟିସ୍‌ ବର୍ମା ୨୦୧୬ ଫେବୃଆରୀ ୧ରେ ସ୍ଥାୟୀ ବିଚାରପତି ଭାବେ ଶପଥ ନେଇଥିଲେ। ୨୦୨୧ ଅକ୍ଟୋବରରେ ସେ ଦିଲ୍ଲୀ ହାଇକୋର୍ଟ ବିଚାରପତି ନିଯୁକ୍ତ ହୋଇଥିଲେ। ତାଙ୍କ ଘରୁ ଆୟ ବହିର୍ଭୂତ ୧୫ କୋଟି ଟଙ୍କା ଠାବ ହେବା ପରେ ଏବେ ସେ ଚର୍ଚ୍ଚାରେ ରହିଛନ୍ତି।


Powered by Froala Editor

Tags justice

Related articles Odisha News Lens 4.1

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14233
    Oct 15, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13443
    Oct 16, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14568
    Oct 15, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା
    ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13661
    Oct 16, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....
    ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14702
    Oct 16, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15398
    Oct 15, 2026
  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14736
    Oct 16, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13748
    Oct 15, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...
    ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...

    13724
    Oct 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ...

    14233
    Oct 15, 2026
  • ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13748
    Oct 15, 2026
  • ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ କରିଦେଇଛନ୍ତି ସରକାର: ଅଭିଜିତ

    13724
    Oct 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17183
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17877
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17827
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18247
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14702
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14613
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14718
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15721
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14396
    Sep 27, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13944
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15100
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15807
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15042
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13748
    Oct 15, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13443
    Oct 16, 2026
  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14568
    Oct 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In