Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

Home ›› ››ଜଟଣୀ ବାବୁଙ୍କ ଖଟ ତଳୁ ବାହରିଲା ପାଞ୍ଚ ଶହ ଟଙ୍କିଆ ବିଡା

ଜଟଣୀ ବାବୁଙ୍କ ଖଟ ତଳୁ ବାହରିଲା ପାଞ୍ଚ ଶହ ଟଙ୍କିଆ ବିଡା

2025-03-25 07:53:47
14262
Share:
Facebook
Twitter
E-Mail
WhatsApp
Telegram
ଜଟଣୀ ବାବୁଙ୍କ ଖଟ ତଳୁ ବାହରିଲା ପାଞ୍ଚ ଶହ ଟଙ୍କିଆ ବିଡା

ଭୁବନେଶ୍ଵର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଖୋର୍ଦ୍ଧା ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ନିଜସ୍ବ ବାସଭବନ ଓ ସମ୍ପର୍କୀୟ ଘର ସମେତ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛନ୍ତି ଭିଜିଲାନ୍ସର ୯ଟି ଟିମ୍। ରେଡ୍‌ ବେଳେ ଖଟ ତଳୁ ମିଳିଛି ନଗଦ ୧୭ ଲକ୍ଷ ଟଙ୍କା। ଏହା ସହ ଦେଢ ଶହ ଗ୍ରାମର ସୁନା ଅଳଙ୍କାର।

ଖଟ ତଳେ ଗଦି ମରାଯାଇ ରଖା ଯାଇଥିଲା ଖାଲି ପାଞ୍ଚ ଶହ ଟଙ୍କିଆ ବିଡା। ଜଟଣୀ ମ୍ୟୁନିସିପାଲଟି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ ବେଳେ ମିଳିଛି ଏହି ନଗଦ ୧୭ ଲକ୍ଷ ଟଙ୍କା। ଏହା ସହ ବ୍ରହ୍ମପୁର ସହରର ଗୋବିନ୍ଦ ନଗରଠାରେ ଥିବା ନିଜ ଘର ଓ ଅର୍ଦ୍ଧ ନିର୍ମିତ କୋଠା ଘରେ ବି ଚାଲିଛି ଚଢାଉ। ସେହିପରି ଲାଞ୍ଜିପଲ୍ଲୀଠାରେ ରହୁଥିବା ସୂର୍ଯ୍ୟମଣିଙ୍କ ଶଳାଙ୍କ ଘରେ ମଧ୍ୟ ଭିଜିଲାନ୍ସର ଏକ ଟିମ୍ ଚଢ଼ାଉ କରିଛି। ଅନ୍ୟପଟେ ଜଟଣୀ ଓ ଭୁବନେଶ୍ୱର ବାସଭବନରେ ମଧ୍ୟ ଚଢ଼ଉ ଜାରି ରହିଥିବା ସୂଚନା ମିଳିଛି। କଟକ ଭିଜିଲାନ୍ସ ଟିମ୍ ପକ୍ଷରୁ ଏହି ଚଢାଉ ଜାରି ରହିଛି। ଗଞ୍ଜାମ ଜିଲା ସୋରଡ଼ାରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢ଼ାଉ ଚାଲିଛି। ନଗଦ ଟଙ୍କା ସହ ଦେଢ ଶହ ଗ୍ରାମର ସୁନା ଅଳଙ୍କାର ଦିନ ୧୨ଟା ସୁଦ୍ଧା ଜବତ ହୋଇଛି। ଟଙ୍କା ଓ ଗହଣାକୁ ଛାଡି ଦେଲେ ଭୁବନେଶ୍ବରରେ ୩ଟି ଅତି ଦାମୀ ଫ୍ଲାଟ୍, ବ୍ରହ୍ମପୁରରେ ୨ଟି ତିନି ତାଲା କୋଠାଘର ମଧ୍ୟ ଠାବ ହେଲାଣି। ଆହୁରି ଗଣତି ଓ ସନ୍ଧାନ ଚାଲିଛି।

ଗୁରୁତ୍ବପୂର୍ଣ୍ଣ କଥା ହେଉଛି ମାତ୍ର ୩ବର୍ଷ ମଧ୍ୟରେ ମାତ୍ରାଧିକ ଆୟ କରିଥିବା ସୂର୍ଯ୍ୟମଣିଙ୍କ ନାମରେ ଅଭିଯୋଗ ରହିଥିଲା। ଗତ ତିନି ବର୍ଷ ଭିତରେ ସେ ଏତେ ପରିମାଣର ଦୁର୍ନୀତି କରିଥିଲେ ଯେ, ତାହାର ଗନ୍ଧ ଭିଜିଲାନ୍ସ ନାକରେ ବାଜିଥିଲା। ଭିଜିଲାନ୍ସ ବିଭାଗର ସୂଚନା ଅନୁସାରେ, ଜଟଣୀ ମ୍ୟୁନିସିପାଲ ଇଞ୍ଜିନିୟର ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ଏହାକୁ ନେଇ ଭିଜିଲାନ୍ସ ବିଭାଗ ପକ୍ଷରୁ ବାବୁଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ କରାଯାଇଛି। ଏଥିରେ ୯ ଡିଏସପି, ୪ ଇନସ୍ପେକ୍ଟର, ୧୩ ଜଣ ଏଏସଆଇ ଏବଂ ଅନ୍ୟ ସହକାରୀ କର୍ମଚାରୀ ସାମିଲ ହୋଇଛନ୍ତି।


Powered by Froala Editor

Tags vigilance

Related articles Odisha News Lens 4.1

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15095
    Mar 04, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15414
    Mar 04, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15081
    Mar 04, 2026
  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି
    ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14854
    Mar 02, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13921
    Mar 02, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14711
    Mar 03, 2026
  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14321
    Mar 03, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14684
    Mar 03, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14432
    Mar 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13921
    Mar 02, 2026
  • ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14162
    Mar 04, 2026
  • ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14432
    Mar 02, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17359
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17426
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17772
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16245
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14711
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13921
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15019
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14640
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14440
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15124
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14975
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14488
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16107
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13921
    Mar 02, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14162
    Mar 04, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15081
    Mar 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In